ବ୍ୟାପୁଛି ଝାଡାବାନ୍ତି, ଦମ୍ପତି ମୃତ: ପ୍ରଭାବିତ ଗ୍ରାମ ପରିଦର୍ଶନ କଲେ ବିଧାୟକ
ବରଗଡ଼, ୧୫।୮( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ଅମଲିପାଲି ଗ୍ରାମରେ ଝାଡାବାନ୍ତି ବ୍ୟାପୁଛି। ଏଥିରେ ଏକ ପରିବାରର ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଗତ ଶନିବାର ଗ୍ରାମର ଜଗନ୍ନାଥ ଦେହେରୀ(୭୦)ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ସକାଳୁ ତାଙ୍କ…
ସବୁଠି ଉଡ଼ିଲା ତ୍ରିରଙ୍ଗା
କର୍ଲାମୁଣ୍ଡା,୧୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଗୁରୁବାର ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ୟାରେଡ଼ ପଡ଼ିଆରେ ଆୟୋଜିତ ବ୍ଲକସ୍ତରୀୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…
କୃଷି, ଶିକ୍ଷାର ବିକାଶକୁ କରାଯିବ ତ୍ୱରାନ୍ବିତ: କନ୍ଧମାଳ ଏମ୍ପି
ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଗୁରବାର ୭୮ତମ ସାଧୀନତା ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ କନ୍ଧମାଳ ଏମ୍ପି ସୁକାନ୍ତ ପାଣିଗ୍ରାହୀ ଯୋଗଦେଇତ ପତାକା ଉତ୍ତୋଳନ କରିଥିଲେ। କନ୍ଧମାଳରେ ପର୍ଯ୍ୟଟନ ଓ କୃଷି କ୍ଷେତ୍ରରେ ବିକାଶକୁ…
କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜିଲାପାଳ
କେନ୍ଦୁଝର,୧୫ା୮: ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମଠାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଶାଲ ସିଂହ ଯୋଗ ଦେଇ ସମ୍ମିଳିତ ପରେଡ୍କୁ ଉଦ୍ବୋଧନ ଦେବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି…
ପଦ୍ମପୁର ସବଜେଲରୁ ବିଚାରାଧୀନ ବନ୍ଦୀ ଫେରାର୍ ଘଟଣା: ଧରାପଡିଲେ ଜଣେ, ଆଉଜଣେ ଏବେବି ଫେରାର୍
ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ବୁଧବାର ଦିନ ଦ୍ବିପ୍ରହରରେ ଫେରାର ହୋଇଥିବା ୨ବିଚାରାଧୀନ ବନ୍ଦୀଙ୍କ ମଧ୍ୟରୁ ଗୁରୁବାର ଜଣେ ଅଭିଯୁକ୍ତ ଧରାପଡିଛନ୍ତି । ସେ ହେଲେ, ପଦ୍ମପୁର ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର ଟିକେଶ୍ବର ଓରଫ୍ କପିଳାସ ମାହାର…
ଆଖିବୁଜିଲେ ତହସିଲର କର୍ମଚାରୀ, କାମସାରି ଘରକୁ ଫେରିଲା ବେଳେ…
ବରୀ,୧୫।୮(ମହେନ୍ଦ୍ର ସ୍ବାଇଁଁ) : ଯାଜପୁର ଜିଲା ବରୀ ତହସିଲର କର୍ମଚାରୀ ଅନିଲ କୁମାର ବାନାରାଙ୍କର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ( ୪୫) ବର୍ଷ ବୟସ ହୋଇଥିଲା। ବୁଧବାର ସାରେ ତହସିଲ କାର୍ଯ୍ୟାଳୟରୁ ନିଜ ବାସ ଭାବନକୁ ବାହାରିବା ସମୟରେ…
ଲାଲକିଲ୍ଲାରେ ଅଙ୍ଗନାୱାଡି ଦିଦି: ଭଲ କାମ କରି ହେଲେ ପୁରସ୍କୃତ
ଦାରିଙ୍ଗବାଡି,୧୫।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହି ଅଙ୍ଗନାୱାଡି କେନ୍ଦ୍ରର କର୍ମୀ ଲିଲି ପୁଷ୍ପିକା ଏକ୍କା ଏବେ ଦିଲ୍ଲୀରେ। ସେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଦିଲ୍ଲୀ ଡାକରା ପରେ ସୋମବାର ଦିଲ୍ଲୀ ଯାଇଛନ୍ତ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀଠାରେ…
ଗ୍ୟାସ୍ଟାଙ୍କି ବିସ୍ଫୋରଣ ହୋଇ ଘର ସହ ଜଳିଗଲେ ଭଉଣୀ-ଭାଇ
ରାଜନଗର,୧୫ା୮(କୈଳାସ ସାହୁ): ସ୍ବାଧୀନତା ଦିବସରେ ଅଭାବନୀୟ ତଥା ଦୁଃଖଦ ଘଟଣା ଘଟିଯାଇଛି। ଗ୍ୟାସ୍ଟାଙ୍କିରୁ ବିସ୍ଫୋରଣ ହୋଇ ଘର ସହ ଜଳି ଯାଇଛନ୍ତି ଭଉଣୀ-ଭାଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଳରାମପୁର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ଭଉଣୀ-ଭାଇ…
ଝିଅକୁ ମାରିଦେଇଥିବା ଅଭିଯୋଗ ଆଣିଲେ ବାପା
ଲୋଇସିଂହା,୧୫।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବାଞ୍ଜିପାଳି ଗ୍ରାମରେ ଗୁରୁବାର ଜଣେ ମହିଳାଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ସୁରେଶ ସାହୁ ଓରଫ ହିମାଂଶୁ ସାହୁଙ୍କ ସ୍ତ୍ରୀ ରେଶମା ସାହୁ(୨୫)। ରେଶମାଙ୍କ…
ରାସ୍ତାରେ ଚଲାଇ ଚଲାଇ ଗୋରୁ ନେଉଥିଲେ ଚାଲାଣକାରୀ: ଦେଖି ଅଟକି ଗଲେ ମନ୍ତ୍ରୀ, ଗାଡ଼ିରୁ ଓହ୍ଲାଇ…
ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲାସ୍ଥରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ମୋହନା ଆସୁଥିଲେ ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ ଗାଇଙ୍କୁ…
ସୀମାରେ ବାଂଲାଦେଶୀ ଭୟ, ପାରାଦୀପ ଦେଇ ପଶି ଆସିଲେ ୧୨ଜଣ
ପାରାଦୀପ,୧୫।୮: ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି । ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ ୧୨ଜଣ ସନ୍ଦିଗ୍ଧ ବାଂଲାଦେଶୀ…
‘ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନ, ସଂଘର୍ଷ ଭୁଲି ହେବ ନାହିଁ’
ବଲାଙ୍ଗୀର,୧୫ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଜିଲାସ୍ତରୀୟ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମ…

