ଆମ ଜିଲା ଖବର

୭୮ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କଲେ ମନ୍ତ୍ରୀ

ମୋରଡ଼ା,୮ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ତହସିଲ କାର୍ଯ୍ୟାଳୟରେ ‘ମୋ ଜଙ୍ଗଲ ମୋ ଜମି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନ୍ତର୍ଜାତୀୟ ବିଶ୍ୱ ଜନଜାତି ଦିବସ ଅବସରରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୋରଡ଼ା ବିଧାୟକ ତଥା ଗୃହ ଓ଼…

୨ ପୋଲିସ କମର୍ଚାରୀ ନିଲମ୍ବିତ

ସାଲେପୁର,୮ା୮: କଟକ ଜିଲା ସାଲେପୁର ଥାନାର ଦୁଇ ପୋଲିସ କର୍ମଚାରୀଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ଦୁଇ କର୍ମଚାରୀ ହେଲେ ସାଲେପୁର ଥାନାର ହୋମ୍‌ଗାର୍ଡ ସୁଶାନ୍ତ ସ୍ବାଇଁ ଏବଂ କନଷ୍ଟେବଳ ସଞ୍ଜୟ ଦାସ। ଅସଦାଚରଣ ଅଭିଯୋଗରେ ଗିରଫ ଅଭିଯୁକ୍ତ ସାଲେପୁର ଡାକ୍ତରଖାନାରୁ…

ଦିଲ୍ଲୀ ଯିବା ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ଚିଠି ପଠାଇଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ଆଉ ଏକ ସପ୍ତାହ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବମୁଖର। ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ବହୁ ଆଡ଼ମ୍ବରରେ ପାଳନ କରିବା ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି।…

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ…

ଆଠଗଡ଼ ବିଡିଓଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି; ଗିରଫ କଲା ଭିଜିଲାନ୍ସ

କଟକ, ୮ା୮: ଆଠଗଡ଼ ବିଡିଓ ପ୍ରଦୀପ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚଢ଼ାଉ ପରେ ତାଙ୍କୁ ଗିରଫ କରାଯାଇଛି । ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସର…

ବର୍ଷାରେ ଧୋଇଗଲା ଆପ୍ରୋଚ୍‌ ରୋଡ୍‌, ବାହ୍ୟଜଗତରୁ ବିଚ୍ଛିନ୍ନ କାଣ୍ଡେଲ ପଞ୍ଚାୟତ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ-ଜୋଲକୋ ଗ୍ରାମକୁ ସଂଯୋଗ ହୋଇଥିବା ବରଘାଟ ନିକଟରେ ନିର୍ମାଣାଧୀନ ଆପ୍ରୋଚ ରୋଡ୍‌ ଲଘୁଚାପ ଜନିତ ବର୍ଷାରେ ଧୋଇଯାଇଛି। ଫଳରେ ରାସ୍ତା ବିଚ୍ଛିନ୍ନ ହୋଇପଡ଼ିଛି। ଠିକାସଂସ୍ଥା ମନମୁଖୀ କାମ କରୁଥିବା ବେଳେ ଏଥିପ୍ରତି…

ହଦଗଡ଼ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ, ଶିକାର ସନ୍ଦେହ

ହାଟଡିହୀ,୮ା୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟ ପରିଧିର ପିତାନାଉ ନିକଟରେ ଏକ ମାଈ ହାତୀ ମୃତ୍ୟୁ ଘଟିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନି। ଖବର ମିଳିବା ପରେ ବନ ବିଭାଗ ହାତୀ ମୃତ୍ୟୁର ତଦନ୍ତ ଆରମ୍ଭ…

ଭଦ୍ରକକୁ ମିଳିଲା ନୂଆ ଜିଲାପାଳ

ଭଦ୍ରକ,୮ା୮: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ…

ସନ୍ଦେହଜନକ ଭାବେ ସାହି ମଝିରେ ପଡିରହିଛି ମୃତଦେହ: ପୋଲିସ ପହଞ୍ଚି କରୁଛି ଖୋଳତାଡ

ପଟ୍ଟାଙ୍ଗି,୮ା୮(ଶରତ ଧଳ): ସାହି ମଝିରେ ପଡିରହିଛି ମୃତଦେହ। ପୋଲିସ ପହଞ୍ଚି ଆରମ୍ଭ କରିଛି ଖୋଳତାଡ। ଏହିପରି ଏକ ଅଭାବନୀୟ ଦୃଶ୍ୟ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଶିଶୁ ବିଦ୍ୟାମନ୍ଦିର ସାହି ପରିସରରେ ଦେଖିବାକୁ ମିଳିଛି । ସୂଚନା ମୁତାବକ…

ଘେରିବନ୍ଧରେ ଘାଇ, ଚିନ୍ତାରେ ଚାଷୀ

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସମୁଦ୍ରର ଉଚ୍ଚ ଜୁଆରରେ ଲୁଣିପାଣି ମାଡ଼ି ଜଙ୍ଗଲ ନିକଟ ଘେରିବନ୍ଧରେ ଘାଇ ସୃଷ୍ଟି ହୋଇଛି। ନିକଟସ୍ଥ ଚାଷ ଜମିରେ ଲୁଣି ପାଣି ପ୍ରବେଶ କରି ତଳି ନଷ୍ଟ କରିଛି। ଏହାକୁ ନେଇ ସାନ୍ତାଳୀ ଚାଷୀମାନେ ଚାଷ ଆରମ୍ଭରୁ…

ଯୋଗାଣ ବିଭାଗର ଚଢ଼ାଉ ଲୋକଦେଖାଣିଆ

କଟକ,୮ା୮ (କାର୍ତ୍ତିକ ସାହୁ): କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨ ଟଙ୍କାରେ ବିକ୍ରି କରିବାକୁ ସରକାର କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ୫୦ ଟଙ୍କା…

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?