ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ ଆଜି ରଥଯାତ୍ରା ରହିଥିବା ବେଳେ ବ୍ଲକ ଅଞ୍ଚଳର ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର,…
କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…
ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ ବାପା। ଏଭଳି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲା…
ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍, ଭିତରେ ବସିଥିଲେ ଯାତ୍ରୀ
କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ଗାଈଗା ନିକଟସ୍ଥ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଙ୍କ…
କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା
କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଠିକ୍ ଏହି ପରି ସମୟରେ ଅନ୍ୟ ଏକ ଦନ୍ତା…
ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି
ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ ବୁଧବାର ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ବୀରମହାରାଜପୁର ଉପଜିଲାପାଳଙ୍କ ନିକଟରେ…
ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ
ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଆଜି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ହେବ ଅପୂର୍ବ ମିଳନ।…
ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…
ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ରାଗିଂ କରାଯାଇଛି। ବୁଧବାର ବିଳମ୍ବିତ ରାତି ରାଗିଂ ହେଇଥିବା ନେଇ…
ଏମ୍ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍ପି କହିଲେ…
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ପୁଷ୍ପଗୁଛ…
ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର
ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ ହେଲେ ରାୟଗଡ଼ା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଖିଲାପଦର ଗ୍ରାମର ୩୧ ବର୍ଷୀୟ…
୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…
ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…
ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ
ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ ପଞ୍ଚାୟତର ଶତାଧିକ ମହିଳା ଓ ଯୁବକ ଭାଜପାରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ…
ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ
ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨…

