ଆମ ଜିଲା ଖବର

ମହୁ ବିକିବା ବାହାନାରେ ଘରେ ପଶି ଚୋରି

ରାଜଗାଙ୍ଗପୁର,୪।୮(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌରପରିଷଦର ୱାଡ ନଂ. ୧୮ ବାଣ୍ଠୁପଡାରେ ମହୁ ବିକୁଥିବାର ଆଳଦେଖେଇ ଘରେ ପଶି ରୂପା ଅଳଙ୍କାର ଓ ଟଙ୍କା ଚୋରି କରି ଫେରାଇ ମାରୁଥିବା ଅଭିଯୋଗରେ ରାଜଗାଙ୍ଗପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ…

ମେଟଲ୍‌ ମିଟ୍‌ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍‌ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍‌ ମିଟ୍‌ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର ବିଭାଗର…

ତେଲଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ:ମୃତଦେହ ଆଣିବାରେ ସାମାଜିକ କର୍ମୀ ବଢ଼ାଇଲେ ସହଯୋଗର ହାତ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ତେଲେଙ୍ଗାନାରେ ରବିବାର ବରଗଡ଼ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପାଇକମାଳ ବ୍ଲକ ଅନ୍ତର୍ଗତ ଛିନ୍ଦେଇକେଲା ଗ୍ରାମର ଦୟା ଦୀପ। ସେ ତେଲଙ୍ଗାନାର ଏକ ଇଟାଭାଟିରେ କାମ କରୁଥିଲେ। ତେବେ ତାଙ୍କ ମୃତ୍ୟୁ ପରେ…

ଚାଷଜମିକୁ ଯାଉଥିଲେ: ଭାଲୁ ହାବୁଡ଼ରେ ପଡିଗଲେ

କୋକସରା,୪ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ସାହାଜଖୋଲ ଜଙ୍ଗଲ ନିକଟସ୍ଥ ସର୍ଗିଗୁଡା ଗ୍ରାମର ଜଣେ ଚାଷୀ ରବିବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଡମ୍ବରୁଧର ମାଝୀ (୩୬)। ଡମ୍ବରୁଧର ଚାଷଜମିକୁ ଯାଉଥିବା…

ମହାନଦୀରେ ଭାସିଗଲେ କାଉଡ଼ିଆ

କଟକ,୪।୮: ମହାନଦୀର ଭଦିମୂଳ ଘାଟରେ ରବିବାର ଏକ ଅଘଟଣ ଘଟିଛି। ଘାଟରେ ପାଣି ଉଠାଇବା ବେଳେ ଜଣେ କାଉଡ଼ିଆ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ…

ଶିଳ୍ପ ସଂସ୍ଥାଠୁ ବକେୟା ଜଳକର ଆଦାୟ କର: ମନ୍ତ୍ରୀ ପୂଜାରୀ

ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମ୍‌ ଜଳ ପରିଚାଳନା ନେଇ ରବିବାର ବୁର୍ଲାରେଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହୀରାକୁଦ ଡ୍ୟାମ୍‌ ସମେତ ଝାରସୁଗୁଡ଼ା ଏବଂ ସମ୍ବଲପୁର ଜଳ…

ମୋରଡ଼ା ଅଞ୍ଚଳରେ ଚୋରଙ୍କ ଦୌରାତ୍ମ୍ୟ ବୃଦ୍ଧି, ପୋଲିସ ନିଷ୍କ୍ରିୟ

ମୋରଡ଼ା,୪ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଚୋରଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ଅଞ୍ଚଳରେ ଚୋରିର ମାତ୍ରା ଦିନକୁ ଦିନ ବୃଦ୍ଧି ପାଉଥିଲେ ମଧ୍ୟ ମୋରଡ଼ା ପୋଲିସ ସେମିତି କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଚରମ…

ଓ୍ବାୟନାଡ ଗଲା ବ୍ରହ୍ମପୁରର ସନ୍ଧାନୀ କୁକୁର ‘ଷ୍ଟର୍ମ’

ବ୍ରହ୍ମପୁର,୪ା୮: କେରଳର ଓ୍ବାୟନାଡରେ ଭୂସ୍ଖଳନ ପରେ ମାଟିତଳୁ ଚାଲିଛି ଜୀବନ ଖୋଜା। ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର…

କଳାକାରଙ୍କ ହକ୍‌ ପାଇଁ ସଂଗ୍ରାମ ଜାରି ରଖିବାକୁ ଆହ୍ବାନ

ବରଗଡ଼,୪ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ରବିବାର ପଶ୍ଚିମ ଓଡ଼ିଶା କଳାକାର ମହାସଂଘର ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳା, କଳାକାରଙ୍କ ହକ ଓ ସ୍ବାର୍ଥ ପାଇଁ ମହାସଂଘ ନିରନ୍ତର ସଂଗ୍ରାମ ଜାରି ରଖିବ ବୋଲି…

ହୀରାକୁଦ ଡ୍ୟାମ୍‌ରୁ ଆଉ ଖୋଲିଲା ୪ ଗେଟ୍‌

ସମ୍ବଲପୁର,୪।୮: ରବିବାର ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ହେଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି ଉପୁଜି ନାହିଁ । ନଦୀ ଗୁଡ଼ିକ…

୪ ଆନ୍ତଃରାଜ୍ୟ ଡକାୟତ କୋର୍ଟଚାଲାଣ

ପାଟଣା,୪ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ୪ ଆନ୍ତଃରାଜ୍ୟ ଡକାୟତଙ୍କୁ ଝାଡ଼ଖଣ୍ଡ ରାଜ୍ୟରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ସୁନା, ରୁପା ଅଳଙ୍କାର ସହ ନଗଦ ଟଙ୍କା ଓ…

ଷଣ୍ଢକୁ ବଞ୍ଚାଇବାକୁ ଯାଇ କାର ଜଳିଲା, ପୂରା ଘଟଣା ଜାଣିଲେ

ପୁରୀ,୪।୮: ପୁରୀ ଜିଲା ପିପିଲି ଅନ୍ତର୍ଗତ ଦାଣ୍ଡମୁକୁନ୍ଦପୁର ବାହାବଜା ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଏକ ଷଣ୍ଢକୁ ବଞ୍ଚାଇବାକୁ ଯାଇ କାର ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଦୁର୍ଘଟଣା ପରେ କାରରେ ନିଆଁ ଲାଗି ଚାହୁଁଚାହୁଁ କାର ହୁତୁ ହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?