ଲୋକ ସଭାରେ ଉଠିଲା ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ
ସୋନପୁର,୨।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି ବଲାଙ୍ଗୀର ଏମ୍ପି ସଙ୍ଗୀତା କୁମାରୀ ସିଂହଦେଓ। ଜିଲାରେ ମହାନଦୀ, ତେଲନଦୀ, ଅଙ୍ଗନଦୀ ଏବଂ ସୁକତେଲ ନଦୀର ବିସ୍ତୀର୍ଣ୍ଣ ଜଳରାଶି ସହ ଏକାଧିକ ଛୋଟ ବଡ…
ପିଏସ୍କେ କଳାପଥର ଖାଦାନ ରାସ୍ତା ଶୋଚନୀୟ
ଯାଜପୁର,୨ା୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରୁ ହାଇୱା, ଟ୍ରକ, ଟ୍ରାକ୍ଟର ଓଭରଲୋଡିଂ ଅବସ୍ଥାରେ ଚଳାଚଳ ଚାଲିଛି। ଦିନକୁ ୨ ହଜାରରୁ ଊର୍ଦ୍ଧ୍ୱ ବୋଲଡର, ଗେଟି, ଚିପ୍ସ ଆଦି ଓଭରଲୋଡିଂ ଗାଡ଼ି ଚଳାଚଳ କରୁଥିବାରୁ ସେହି ଅଞ୍ଚଳର ରାସ୍ତା ଅବସ୍ଥା…
ଜୁନ୍ରେ ୩୪%, ଜୁଲାଇରେ ୩୫% କମ୍ ବର୍ଷା
ଯାଜପୁର,୨ା୮(ହର୍ଷବର୍ଦ୍ଧନ ବେହେରା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସୂଚନା ପ୍ରଦାନ କରାଯାଇଥିଲା। ଯାଜପୁର ଜିଲା ସମେତ ଅନ୍ୟ ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ…
ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷଙ୍କ ସମିତି ସଭ୍ୟ ପଦ ରଦ୍ଦ
ବିଷମକଟକ,୧।୮(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷ କଇନ କିମ୍ବାକାଙ୍କ ସମିତି ସଭ୍ୟ ପଦକୁ ରଦ୍ଦ କଲେ ବିଷମକଟକ ସିଭିଲ ଡିଭିଜନ କୋର୍ଟର ସିନିଅର ଜଜ୍। କଇନ କିମ୍ବକାଙ୍କର ୨ଟି ସ୍ତ୍ରୀ ଓ ୩ଟି ସନ୍ତାନ ଥିବା ନେଇ…
ସମସ୍ତ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା: ରାଜସ୍ବ ମନ୍ତ୍ରୀ
ସମ୍ବଲପୁର/ରେଙ୍ଗାଲି,୧ା୮(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲାହୀରାକୁଦ ଜଳଭଣ୍ଡାର ବିସ୍ଥାପିତଙ୍କୁ ପ୍ରଥମଥର ପାଇଁ ସ୍ଥାୟୀ ପଟ୍ଟା ବଣ୍ଟନ କରାଯାଇଛି। ଫଳରେ ଦୀର୍ଘ ୭୦ବର୍ଷ ପରେ ବିସ୍ଥାପିତ ପରିବାରଙ୍କ ଆଶା ପୂରଣ ହୋଇଛି। ରେଙ୍ଗାଲି ତହସିଲ କୁର୍ଲା ଗ୍ରାମରେ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ମହିଳାଙ୍କୁ ଟାଙ୍କିଆରେ ହାଣି ହତ୍ୟା: ଜେଲ ଗଲେ ଅଭିଯୁକ୍ତ
କୋକସରା,୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା ଗ୍ରାମରେ ଏକୁଟିଆ ରହୁଥିବା ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି(୫୫)ଙ୍କୁ ତାଙ୍କ ପଡୋଶୀ ଶ୍ରୀକର ପୁଞ୍ଜି ପୂର୍ବ ଶତ୍ରୁତାରୁ ବୁଧବାର ଆକ୍ରମଣ କରିଥିଲେ। କାଳିନ୍ଦ୍ରୀ ଗାଁ ପୋଖରୀରୁ ଗାଧୋଇ ଫେରିବା…
୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ବିଡିଓ
ଭବାନୀପାଟଣା,୧।୮(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ। ଗୁରୁବାର ଅପରାହ୍ନରେ ସରକାରୀ ଗାଡିରେ ୪.୯୨ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ…
ହୋଲି ଦିନ ଘରେ ପଶି ସଂଘବଦ୍ଧ ଭାବେ କରିଥିଲେ ହତ୍ୟା: ଆସିଲା ରାୟ
ପାରଳାଖେମୁଣ୍ଡି,୧।୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମିଳିଥିବା…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍ଡି
ଭୁବନେଶ୍ୱର,୧ା୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ…
ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ଛୁରି ଭୁସି ହତ୍ୟା ଘଟଣା: ୪ ମାସ ପରେ ଜଣେ ଅଭିଯୁକ୍ତ ଗିରଫ
ପୁରୁଷୋତ୍ତମପୁର,୧।୮( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦୀନି ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ନିର୍ମମ ଭାବେ ଛୁରିରେ ଭୁସି ହତ୍ୟା କରାଯାଇଥିଲା। ଏହି ଘଟଣାର ଅନ୍ୟତମ…
ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ…
ଚୋରଙ୍କ ଟେର୍ ପାଉନି ପୋଲିସ: ଘର ଭାଙ୍ଗି ସୁନା ଗହଣା ଲୁଟି ନେଉଛନ୍ତି
ଟେନସା,୧।୮(ସମୀର କୁମାର ପାଢୀ):ସୁନ୍ଦରଗଡ ଜିଲା କୋଇଡା ଓ ଟେନସା ଖଣି ଅଞ୍ଚଳରେ ବାରମ୍ବାର ଚୋରି ହେଉଛି। ହେଲେ ପୋଲିସ ଚୋରଙ୍କୁ ଧରିବାରେ ବିଫଳ ହେଉଛି। ଚୋରମାନେ ଟାର୍ଗେଟ କରି ବିଭିନ୍ନ କମ୍ପାନୀମାନଙ୍କ କଲୋନୀରେ ପଶି ପଶି ଲକ୍ଷ ଲକ୍ଷ ଟଙ୍କା ସହ…

