‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…
କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଚଳଚ୍ଚିତ୍ରରେ ମହାପ୍ରଭୁଙ୍କ ସଂସ୍କୃତି, ରୀତିନୀତି ଏବଂ ପରମ୍ପରାକୁ କଦର୍ଥ କରାଯାଇଥିବା ଅଭିଯୋଗ…
ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…
ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ ହଟହଟା ହେବା ପରେ ଏବେ ଜିଲାର ଚାଷୀଙ୍କୁ ଖରିଫ ଚାଷକାର୍ଯ୍ୟ ପାଇଁ ମଧ୍ୟ…
ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍ର ଲମ୍ବା ତାଲିକା
ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…
ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍
ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ…
କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…
ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ଚାଲିଥିବା ଜୁଆ ଖେଳ ଉପରେ ପାଟପୁର ଥାନା…
ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର
ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍ପି, ମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ଏଭଳି ପରାମର୍ଶ ଦେଇ ଆସୁଛନ୍ତି। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା…
ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍, ବାପାଙ୍କୁ ଆସିଲା ଏମିତି କଲ୍…
ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ ଫିଲିପ କିମାକା (୨୫)। ସୂଚନା ମୁତାବକ ସ୍ବର୍ଗତ ଫିଲିପ୍ କେରଳ ରାଜ୍ୟର କାନୁର…
ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା
ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର ପୋଲିସ ବିଭାଗ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ଏହି ଦୁଃଖଦ ଘଟଣାରେ…
ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ
ପୁରୀ,୧୫ା୭(ଅଜିତ୍ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ ଦତ୍ତ ମହାପାତ୍ର ସେବାୟତ ରଶ୍ମିରଞ୍ଜନ ଦତ୍ତ ମହାପାତ୍ର ବିଶୃଙ୍ଖଳ ଆଚରଣ ପ୍ରଦର୍ଶନ କରିଥିବାରୁ,…
ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…
ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ…
ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା
ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ସାମ୍ନାକୁ ଆସିଛି। ଜଣେ ଯୁବତୀ ନ୍ୟାୟ ପାଇଁ ଲଢ଼େଇ କରି ଅଭିଯୁକ୍ତ ପ୍ରେମିକଙ୍କୁ…
୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର
କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍ ଆଉଟ୍ରିଚ୍ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିବାବେଳେ ୫୦.୬୦ କୋଟି ଟଙ୍କାର ଋଣ ବଣ୍ଟନ କରାଯାଇଛି। ଏହି…

