୪୦ରୁ ଖସୁନି ଆଳୁ ଦର
ରସୁଲପୁର,୨୯ା୭ (ରଞ୍ଜିତ ରାଉତ): ରସୁଲପୁର ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ବିଶେଷକରି ଆଳୁ ଦର ଅହେତୁକ ବୃଦ୍ଧି ପାଇଛି। ଖାଦ୍ୟ ସାମଗ୍ରୀର ଦରକୁ କୃତ୍ରିମ ଭାବରେ ବୃଦ୍ଧି ନ କରିବା ପାଇଁ ବ୍ୟବସାୟୀମାନଙ୍କୁ ପ୍ରଶାସନ ପକ୍ଷରୁ ତାଗିଦ୍ କରାଯାଇଛି। ଯୋଗାଣ ବିଭାଗ ପକ୍ଷରୁ…
ସ୍କୁଲ ନିକଟରେ କଳାପଥର ଖାଦାନ
ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ବିଭିନ୍ନ କଳାପଥର ଖାଦାନରେ ଲଘୁ ଖଣିଜ ନୂତନ ସଂଶୋଧନ ଆଇନର ଉଲ୍ଲଂଘନ ନୂଆ କଥା ନୁହେଁ। ବିପୁଳ କୋଟି ଟଙ୍କା ଆୟ କରିବାକୁ ଜନବସତି, ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ଆଦି ଉପରେ…
କାଜୁ ବଗିଚା, କ୍ଷେତ୍ରପୋଖରୀ ନାଁରେ ଅର୍ଥ ଆତ୍ମସାତ୍
କୋରେଇ,୨୯।୭( ଚନ୍ଦ୍ରକାନ୍ତ ପତି): ରାଜ୍ୟରେ ମୃତ୍ତିକା ସଂରକ୍ଷଣ ବିଭାଗ ରେକର୍ଡ ସଂଖ୍ୟାରେ ଚାଷଜମିରେ କ୍ଷେତ୍ର ପୋଖରୀ ଏବଂ କାଜୁ ବଗିଚା ଆଦି ସୃଷ୍ଟି କରିଥିବା ମିଳିଥିବା ତଥ୍ୟରୁ ଜଣାପଡ଼ିଛି। ହେଲେ ପରିତାପର ବିଷୟ ପଞ୍ଚାୟତ ସ୍ତରୀୟ ନେତା ଏବଂ ଅଧିକାରୀଙ୍କ ଅସାଧୁ…
ପରିତ୍ୟକ୍ତ ଅବସ୍ଥାରେ ପାଇକ ସଂଗ୍ରହାଳୟ
ଖୋର୍ଦ୍ଧା,୨୯ା୭(ପ୍ରଭାତ ପାଣିଗ୍ରାହୀ): ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍ଘାଟନ କରିଥିଲେ। ଏଥିସହିତ ସେଠାରେ ଏକ ପାଇକ ସଂଗ୍ରାହଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ବ୍ୟୟ ଅଟକଳରେ…
କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍
କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ ବିଭ୍ରାନ୍ତିକର…
ଥିଲେ ୩ ବାପି, ଆସିଲେନି ବସନ୍ତ
ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ ନେଇଥିଲେ।…
ଗଛରେ ପିଟିହେଲା ବସ୍, ୭ ଗୁରୁତର
ଜଳେଶ୍ୱର,୨୯ା୭: ବାଲେଶ୍ୱର ଜିଲା ବାଲିଆପାଳ-ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ବସ୍ ଡ୍ରାଇଭରଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବସ୍ତା ମେଡିକାଲରେ…
କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ
ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍ କଉଡିଆଙ୍କ…
ଆଜିଠୁ ଶହୀଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କିଛି ଦିନର ନିରବତା ପରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ସିପିଆଇ (ମାଓବାଦୀ)। ରବିବାରଠାରୁ ଅଗଷ୍ଟ ୩ ଯାଏ ଶହୀଦ ସପ୍ତାହ ପାଳନ ପାଇଁ ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ଭବାନୀପାଟଣା ବ୍ଲକର…
ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ସପ୍ତାହେ ମଧ୍ୟରେ ଗଲାଣୀ ୨ ଜୀବନ
ରାୟଗଡ଼ା/ଟିକିରି,୨୭।୭(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଗୋରଖପୁର ପଞ୍ଚାୟତ ଲାମ୍ବେରୀ ଗ୍ରାମରେ ୨ ଜଣ ଝାଡ଼ାବାନ୍ତିରେ ପ୍ରାଣ ହରାଇଛନ୍ତି। ଗାଁରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗାଁର ଧନ ମାଝୀଙ୍କ…
କାଲି ବସିବ ରତ୍ନଭଣ୍ଡାର ଗୁରୁତ୍ୱପୂର୍ଣ୍ଣ ବୈଠକ
ପୁରୀ,୨୮।୭: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ରତ୍ନଭଣ୍ଡାର ସ୍ଥିତି, ସ୍ଥାୟୀତ୍ୱ ଏବଂ କେବେଠୁ ଯାଞ୍ଚ ଓ…
ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ
କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ…

