ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ
ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍ ଗେଟ୍ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ…
ଶିଳ୍ପ, ଖଣି ସଂସ୍ଥାରେ ୮,୦୬୦ କୋଟିର ଜଳକର ବାକି
ଯାଜପୁର,୨୮ା୭ (ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ୨୦୨୦-୨୧ରୁ ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ୨୨୩ଟି ଶିଳ୍ପସଂସ୍ଥାରେ ୭୨୬୨.୪୨୪ କୋଟି ଟଙ୍କା ଏବଂ ୫୫ଟି ଖଣିସଂସ୍ଥା ଉପରେ ୭୯୭.୭୨ କୋଟି ଟଙ୍କା ଜଳକର ବକେୟା ପଡ଼ିଛି। ଚଳିତ ବିଧାନସଭାର ତାରକା ପ୍ରଶ୍ନ ସଂଖ୍ୟା ୨୬୨କୁ…
ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…
ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ
କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ ଶୌଚ…
ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା
ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି ନୂଆକଥା ସାମ୍ନାକୁ ଆସିବାରେ ଲାଗିଛି। ଦୀର୍ଘଦିନର ନୀରବତା ପରେ ଏଭଳି ଏକ ପ୍ରସଙ୍ଗରେ…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍ ଲାଇନ୍ ପୋତାରୁ ରାସ୍ତା ଶୋଚନୀୟ
କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତାକଡ଼ରେ…
ଅଚାନକ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ
ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ ବ୍ୟବହୃତ…
କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୧୨୫ ଘର
କୋରାପୁଟ,୨୭/୭(ଅମିତାଭ ବେହେରା ): କୋରାପୁଟ ଜିଲାରେ ଶନିବାର ୯୪୯.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଜିଲାର ବୈପାରୀଗୁଡା ବ୍ଲକରେ ସର୍ବାଧିକ ୧୬୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଜିଲାର ଜୟପୁର ବ୍ଲକରେ ୧୨୯.୬ ମିମି,…
ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆକ୍ରାନ୍ତ
ରାୟଗଡ଼ା,୨୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକକୁ ବିଭିନ୍ନ ରୋଗ ପିଛା ଛାଡୁନି। ତେବେ ଖଣି କ୍ଷେତ୍ରରେ ବିଶ୍ୱରେ ପରିଚୟ ସୃଷ୍ଟି କରିଥିବା ଏହି ବ୍ଲକରେ ଆଜି ବି ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ମିଳିଥିବା ସୂଚନାନୁସାରେ, କାଶୀପୁର ବ୍ଲକ ଅନ୍ତର୍ଗତ…
ଠିକାଦାର ଓ ଯନ୍ତ୍ରୀ ମଧୁଚଦ୍ରିକା: ବେଲଘର ଠାରେ ପୂର୍ତ୍ତ ବିଭାଗର ନିମ୍ନ ମାନର ଗାର୍ଡୱାଲ ନିର୍ମାଣ
ବାଲିଗୁଡ଼ା,୨୭ା୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ମାତୃଗାଁ ଠାରୁ ବେଲଘର ୨୭ କିଲୋମିଟର ଓ ବେଲଘର ଠାରୁ ଝିରିପାଣି ୧୧ କିଲୋମିଟର ରାସ୍ତା ବାଲିଗୁଡ଼ା ପୂର୍ତ୍ତ ବିଭାଗ ବିଭାଜନ ଅଧୀନରେ ରହିଛି। ଏହି…
ଟେନ୍ସନ୍ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା
ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍ସନ୍ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ କିଛି ସପ୍ତାହରେ ଆଳୁ ବସ୍ତା ପିଛା ଦର ୭୦୦ ଟଙ୍କା ଥିବା ବେଳେ…

