କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା
ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…
ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ
ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରାପ୍ତ ଖବରରୁ ଜଣାପଡ଼ିଛି ଗତ ସୋମବାର ଦିନ ଝରିଗାଁ ବ୍ଲକ…
କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…
ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍ ଚାଳକ ସାଗର ବିଷୋୟୀଙ୍କ ମୃତ୍ୟୁ ଘଟିଛି। ଖବରପାଇ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି…
ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…
ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ ଅପରାହ୍ନରେ ସେ ଉକ୍ତ ବ୍ଲକର ଦୁର୍ଗମ ତିଲୋରୀ ପଞ୍ଚାୟତର ମୁଗୁପାଙ୍ଗା ଗ୍ରାମରେ ପହଞ୍ଚିଥିଲେ।…
ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍
ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଦୁର୍ବୃତ୍ତମାନେ ଗୁଳି ଫୁଟାଇ ପ୍ରାୟ ୩ କେଜି ରୂପା, ୨୦ ଗ୍ରାମ…
ଲେଫ୍ରିପଡ଼ା ନାବାଳିକା ଗଣଦୁଷ୍କର୍ମ ମାମଲା, ୨ ଦୋଷୀଙ୍କୁ ୨୦ ବର୍ଷ…
ସୁନ୍ଦରଗଡ,୧୫ା୭(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଅତିରିକ୍ତ ଜିଲା ଦୌରାଜଜ ତଥା ପକ୍ସୋ କୋର୍ଟ ର ପ୍ରିଜାଇଡିଂ ଅଫିସର ଜ୍ଞାନ ରଞ୍ଜନ ପଟ୍ଟନାୟକ୨୦୨୩ ମସିହାରେ ଲେଫ୍ରିପଡା ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ଚାଲାଣ ଓ ଗଣବଳତ୍କାର ମାମଲାର ଶୁଣାଣି ବୁଧବାର କରିଛନ୍ତି…
ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…
କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ କୁମାର ପୂର୍ତ୍ତି (୩୧)। କେନ୍ଦୁଝରର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍…
ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ
ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆର୍ପିଡିଏସି ବୈଠକରେ ଗୃହୀତ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ଦାବି ନେଇ…
ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…
ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପରେ ତାଙ୍କ ଦାୟାଦ ସରୋଜିନୀ ମାଝିଙ୍କ ଆବାହନ…
ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା
ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନବରଙ୍ଗପୁର ଠାରେ ମୃତ ଭାଲୁର ପୋଷ୍ଟମର୍ଟମ କରାଯାଇଛି ଏବଂ…
ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ
ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ ୨୪ ପ୍ରଗଣା ଜିଲା କାକଦ୍ୱୀପ ସୁପର ହସ୍ପିଟାଲକୁ ଅଣାଯାଇ ଶବ ବ୍ୟବଚ୍ଛେଦ କରାଯାଇଥିଲା…
ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ
ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ ମହିଳାଙ୍କୁ ଧାରୁଆ ଛୁରିରେ ଆକ୍ରମଣ କରିଥିବା ବେଳେ, ପରବର୍ତ୍ତୀ ସମୟରେ ମହିଳା ଓ…

