ଆମ ଜିଲା ଖବର

ଅବଧି ସରିଲାଣି, ପାଣି ମିଳୁନି

ସୋନପୁର,୨୬।୭(ମୃତ୍ୟୁଞ୍ଜୟ ଶତପଥୀ): ଦେଶର ସମସ୍ତ ପରିବାରକୁ ୨୦୨୪ ସୁଦ୍ଧା ଟ୍ୟାପ୍‌ ପାଣି ଯୋଗାଇବା ପାଇଁ କେନ୍ଦ୍ର ସରକାର ଜଳଜୀବନ ମିଶନ ପରିକଳ୍ପନା କରିଛନ୍ତି। ଏହି କ୍ରମରେ ସୁବର୍ଣ୍ଣପୁର ଜିଲାରେ ଜନସଂଖ୍ୟା ୬ଲକ୍ଷ ୭୦ହଜାରରୁ ଊଦ୍ଧ୍ୱର୍ର୍। ରାଜସ୍ବ ଗାଁ ସଂଖ୍ୟା ୯୬୩। ଜିଲା…

୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ୍‌

କଟକ,୨୬ା୭ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗରେ ଦାଏର ମାମଲାର ପୃଥକ ଭାବେ ଶୁଣାଣି କରି ହାଇକୋର୍ଟ ୨ ବିଧାୟକଙ୍କୁ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି…

ଶହୀଦ ସଚ୍ଚିଦାନନ୍ଦଙ୍କ ସ୍ମୃତିପୀଠ ଅବହେଳିତ

ରାଜକନିକା, ୨୬ା୭ (ସଞ୍ଜୟ କୁମାର ଦାଶ): କାର୍ଗିଲଠାରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୧୯୯୯ ଜୁଲାଇ ୨୬ରେ ଭାରତର ବିଜୟ ପ୍ରାପ୍ତ ହୋଇଥିଲା। ଏ ନେଇ ଦେଶ ଶୁକ୍ରବାର ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରିବ। ଏହି ଦିବସରେ ପାକିସ୍ତାନର…

ଗୋଟିଏ ଗୃହରେ ୫ ଶ୍ରେଣୀ

ଡେରାବିଶ,୨୬ା୭ (ବେବର୍ତ୍ତା ଅଜୟ ଦାସ): ତୃଣମୂଳସ୍ତରରୁ ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାମାନ ପ୍ରଣୟନ କରାଯାଇଛି। ମାତ୍ର ଏବେ ବି ଛାତ୍ରୀଛାତ୍ରଙ୍କ ପାଇଁ ଆବଶ୍ୟକ ଶ୍ରେଣୀ ଗୃହ ନ ଥିବା ଯୋଗୁ ବାରଣ୍ଡା ଓ ଗୋଟିଏ ଗୃହରେ…

ପଶ୍ଚିମବଙ୍ଗରୁ ଆଳୁ ପରିବହନ ବନ୍ଦ:କିଲୋ ପିଛା ଏତିକି ଟଙ୍କା ଛୁଇଁଲା ଆଳୁ ଦର

ଜଳେଶ୍ୱର, ୨୬ା୭(ରବିନାରାୟଣ ପାତ୍ର):ପଶ୍ଚିମବଙ୍ଗ ସରକାର ନିଜ ରାଜ୍ୟରେ ଆଳୁ ଆବଶ୍ୟକତାକୁ ଲକ୍ଷ୍ୟ କରି ଅନ୍ୟ ରାଜ୍ୟକୁ ପରିବହନ ଉପରେ ଗତ ୬ଦିନ ତଳେ ରୋକ ଲଗାଇଛନ୍ତି। ପଶ୍ଚିମବଙ୍ଗରେ ଥିବା ସମସ୍ତ ଶୀତଳଭଣ୍ଡାରରୁ ଆଳୁ ବାହାରି ପାରୁନାହିଁ। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର…

ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ

କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ…

ସାଇକେଲ ଷ୍ଟୋର, ଗୋଦାମରେ ଜିଏସ୍‌ଟି ଚଢ଼ାଉ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକରେ ରହିଥିବା ମହାଲକ୍ଷ୍ମୀ ସାଇକେଲ ଷ୍ଟୋରରେ ଗୁରୁବାର ଜିଏସ୍‌ଟି ଚଢ଼ାଉ ହୋଇଥିଲା। ଟିକସ ଫାଙ୍କିଥିବା ଅଭିଯୋଗରେ ବରଗଡ଼ର ସିଟି ଜିଏସଟି ଡେପୁଟି କମିଶନର ନାଭିଦିତ୍ୟ ନାୟକଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ହୋଇଥିଲା। ସମ୍ପୃକ୍ତ ସାଇକେଲ ଷ୍ଟୋର ମାଲିକଙ୍କ…

ଛଅ ମାସ ନ ପୂରୁଣୁ ଭାଙ୍ଗିଲା ଚେକଡ୍ୟାମ

ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକ୍‌ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ଏକ କୋଟିରୁ ଅଧିକ…

ସ୍କୁଲ ଆସୁନାହାନ୍ତି ଶିକ୍ଷକ: ପଡୁଛି ତାଲା

ଜୁନାଗଡ଼,୨୫ା୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଲଖନାପଡ଼ା ପ୍ରାଥମିକ ବିଦ୍ୟାଳୟକୁ ଅଧିକାଂଶ ସମୟରେ ଶିକ୍ଷକ ଆସୁ ନ ଥିବାରୁ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ସ୍କୁଲ ବନ୍ଦ ଯୋଗୁ ଗରିବ ଆଦିବାସୀ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନରୁ ବଞ୍ଚିତ ହେଉଛନ୍ତି। ଏ…

ରତ୍ନଭଣ୍ଡାରକୁ ନେଇ ଚମକାଇଲା ଭଳି ତଥ୍ୟ ଦେଲେ ଜଷ୍ଟିସ ବିଶ୍ବନାଥ, କହିଲେ ଭଣ୍ଡାରରେ…

ପୁରୀ,୨୫।୭: ରତ୍ନଭଣ୍ଡାର ସଂପର୍କରେ ଜଷ୍ଟିସ ବିଶ୍ବନାଥ ରଥ ଏକ ଗଣମାଧ୍ୟମ ସାକ୍ଷାତକାରରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭଣ୍ଡାର ଖୋଲୁ ଖୋଲୁ ଆମେ ଯାହା ଦେଖିଲୁ ଦୁରାବସ୍ଥା ଭଳି ଲାଗିଲା। ରତ୍ନଭଣ୍ଡାର ଏମିତି ରହିବା କଥା ନୁହେଁ ବୋଲି ଆମର…

ଚା’ ପିଇବା ବେଳେ ଲୋକଙ୍କୁ ଉପରକୁ ମାଡ଼ିଗଲା ଭ୍ୟାନ୍‌

ସୋନପୁର,୨୫।୭: ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନି ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ ଦୋକାନରେ ଚା’ ପିଇବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ମାଡ଼ିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି…

ଆସିଲା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ କେତେକ ନୂଆ ଯୋଜନା ବଜେଟ୍‌ରେ ଉପସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?