ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୯ଟି ଜାଗାରେ ଚଢାଉ

ବଲାଙ୍ଗୀର,୨୫।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗେର ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକକାଳୀନ ୯ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର ବାସଭବନ…

ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା ଡାକ୍ତର,…

୫ବର୍ଷର ଝିଅକୁ ମାରି ଆତ୍ମହତ୍ୟା କଲେ ବାପା, ବନ୍ଦ ଘର ଭିତରୁ ମିଳିଲା ମୃତଦେହ

ନୟାଗଡ଼,୨୫।୭(ଲୋକନାଥ ମିଶ୍ର): ବନ୍ଦ ଘର ଭିତରୁ ମିଳିଛି ବାପା-ଝିଅଙ୍କ ମୃତଦେହ। ୫ବର୍ଷର ଝିଅଙ୍କୁ ମାରି ନିଜେ ଝୁଲି ପଡିଲେ ବାପା। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଟାଉନ ଥାନା ନୟାଗଡ଼ ସହରର ଦେବୋତ୍ତର ଲେନ ୪/୧ ରେ। ସେହି ଲେନ୍‌ର…

୧ରୁ ଖୋଲିବ ଭିତରକନିକା

ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ…

ବର୍ଷା ପାଇଁ ବେକେ ପାଣିରେ ଜପ

ପାଟଣା,୨୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ପ୍ରଭାବିତ ହୋଇଛି। ଶ୍ରାବଣ ମାସରେ ଜମି ଶୁଖିଲା ପଡ଼ିଥିବା ବେଳେ ବିଲରେ କେଉଁଠି ଧାନତଳି ବୁଢ଼ା ହେଲାଣି ତ କେଉଁଠି ଶୁଖି ମରି ଗଲାଣି। ବିଗତ ୫ବର୍ଷରେ…

ଶିଶୁପୁତ୍ରର ମୃତଦେହ ନେବାକୁ ଦମ୍ପତି ହଟହଟା, ସହଯୋଗର ହାତ ବଢ଼ାଇଲେ ବରଗଡ଼ ଉପଜିଲାପାଳ

ବରଗଡ଼,୨୪ା୭(ପ୍ରେମାନନ୍ଦ ଖମାରୀ): ଭୀମସାର୍‌, ବୁର୍ଲା ଡାକ୍ତରଖାନାରୁ କଲାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକସ୍ଥିତ ନିଜ ଘରକୁ ଶିଶୁପୁତ୍ରର ମୃତଦେହ ନେବାରେ ଏକ ଦମ୍ପତି ହଟହଟା ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପଟେ ସେମାନେ ଏକ ବସ୍‌ ଯୋଗେ ମୃତଦେହ ଧରି ବରଗଡ଼…

ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…

ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା…

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ବ୍ରାହ୍ମଣୀଗାଁରେ ଅତିରିକ୍ତ ତହସିଲଦାର ନିଯୁକ୍ତି ଦାବି ଜୋର୍‌ ଧରିଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୪ା୭:(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୮ଟି ପଞ୍ଚାୟତକୁ ପରିଚାଳନା କରିବା ପାଇଁ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତି ଦିଆଯିବା ପାଇଁ ଦାବି ଜୋର୍‌ ଧରିଲା। ଏନେଇ ଅଞ୍ଚଳବାସୀ ଓ ଲୋକପ୍ରତିନିଧିଙ୍କ ପକ୍ଷରୁ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଠିକାଦାରଙ୍କୁ ମାଗିଥିଲେ ୧ ଲକ୍ଷ ଲାଞ୍ଚ

ବଲାଙ୍ଗୀର,୨୪ା୭(ସୁନୀଲ କୁମାର ମହାନ୍ତି): ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ସୁଜିତ କୁମାର ପାଢ଼ୀ। ଠିକାଦାରଙ୍କ ବିଲ୍‌ କରିଦେବାକୁ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ପାଢ଼ୀ ଠିକାଦାରଙ୍କଠାରୁ ୧…

ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡିରୁ ମିଳିଲା ପୁଳାପୁଳା ବିଦେଶୀ ଟଙ୍କା: ଡଲାର, ପାଉଣ୍ଡ ସହ ୩୩ଟି…

ରାୟଗଡ଼ା,୨୪।୭: ରାୟଗଡ଼ାର ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଖୋଲିଛି। ୩ ମାସ ପରେ ହୁଣ୍ଡି ଖୋଲାଯାଇଛି। ଏଥିରୁ ପୁଳାପୁଳା ଟଙ୍କା ବାହାରିଛି। ଏହା ସହ ଅଧିକ ବିଦେଶୀ ମୁଦ୍ରା ମିଳଛି। ୩୩ଟି ବିଦେଶୀ ମୁଦ୍ରା ମା’ ଦାନ ହୁଣ୍ଡିରୁ ମିଳିଛି।…

ସଡ଼କ ଦୁର୍ଘଟଣାରେ ଗଲା କଲେଜ ଅଧ୍ୟକ୍ଷଙ୍କ ଜୀବନ

ବରଗଡ଼,୨୪ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ଛକ ନିକଟ ସାଇମନ୍ଦିର ବ୍ରିଜ୍‌ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବରଗଡ଼ ବ୍ଲକ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଛି। ସେ ଏକ କାର୍‌ ଯୋଗେ ଯାଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?