ଆମ ଜିଲା ଖବର

ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…

ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ କରିଛି।…

ଘରେ ଛାଡ଼ିଦେବାକୁ କହି ୪ ବର୍ଷର ଶିଶୁକନ୍ୟାକୁ କରିଥିଲେ ବଳାତ୍କାର, ଏବେ…

ଫୁଲବାଣୀ, ୨୪।୭(ରାକେଶ କୁମାର ରାଉତ): ଜଣେ ୪ ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୬୦…

୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର: ବିଦ୍ୟାଳୟରେ ଭିଜିଲାନ୍ସ ଟେକ୍ନିକାଲ ଟିମ୍‌

ବାହାନଗା, ୨୩।୭(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ପଞ୍ଚାୟତ ଥାଲସଡା ଗ୍ରାମସ୍ଥିତ ଦାମୋଦର ଉଚ୍ଚବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀ ବାରମ୍ବାର…

ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ତିହିଡ଼ି,୨୪।୭(ସଞ୍ଜିତ ବଳ): ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବାକୁ ସରକାରୀସ୍ତରରେ ଉଦ୍ୟମ କରାଯାଉଛି। ମାତ୍ର ତିହିଡ଼ି ବ୍ଲକ୍‌ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ୟାମସୁନ୍ଦରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢ଼ିବା ସରକାରୀ ଯୋଜନାକୁ…

ଆସ୍ଥା ଭୋଟରେ ହାରିଲେ ଭାଜପା ପୌରାଧ୍ୟକ୍ଷା

ଫୁଲବାଣୀ, ୨୪ା୭(ରାକେଶ କୁମାର ରାଉତ): ଫୁଲବାଣୀ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଆସ୍ଥା ଭୋଟ ହୋଇଥିଲା ଓ ଏଥିରେ ସେ ହାରିଯାଇଛନ୍ତି। ଭାଜପା ପୌରାଧ୍ୟକ୍ଷାଙ୍କ ବିରୋଧରେ ୧୧ ଜଣ କାଉନସିଲର ମତଦାନ କରିଥିଲେ। ସେମାନଙ୍କ…

ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ

କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍‌ ପାସ୍‌ କରାଇଦେବାକୁ ସରପଞ୍ଚ…

ଏକ୍ସପାଏରି ଔଷଧ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ପ୍ରଧାନ, ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

ପାରାଦୀପ,୨୪।୭(ଶରତ ରାଉତ): ପାରାଦୀପ ପୌରାଞ୍ଚଳର ଅଠରବାଙ୍କୀ ପାରାଦୀପ ପୌରାଞ୍ଚଳର ଅଠରବାଙ୍କୀ ଲକ୍‌ପଡା ସରକାରୀ ବିଦ୍ୟାଳୟରେ ଏକ୍ସପାଏରି ଔଷଧ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ମଙ୍ଗଳବାର ବିଭାଗ ପକ୍ଷରୁ ଯାଞ୍ଚ ପରେ ୨ ଜଣ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ…

ମଳତ୍ୟାଗ କାରଣରୁ ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ,୨୪।୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତରେ ଜଣେ ବୟସ୍କା ବୃଦ୍ଧା ମଳତ୍ୟାଗ କରିଦେବା କାରଣରୁ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ…

ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ

ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ ଏକ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କଣ୍ଟେନର ଚାଲକ ମହାରାଷ୍ଟ୍ର…

ହୋଟେଲରୁ ବଡ଼ ଧରଣର ଚୋରି

ରାୟଗଡ଼ା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୧୦୦ ମିଟର ଦୂର ସାଇରାମ ରେଷ୍ଟୁରାଣ୍ଟ ନାମକ ଏକ ହୋଟେଲରୁ ମଙ୍ଗଳବାର ଭୋର ୩ଟାରେ ଏକ ବଡ଼ଧରଣର ଚୋରି ହୋଇଥିବା ଜଣାପଡିଛି। ହୋଟେଲରୁ ପ୍ରାୟ ୩ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା, ସିସି ଟିଭି ହାର୍ଡ…

ପୁଣି ଅଜଣା ରୋଗ ନେଲା ଶିଶୁର ଜୀବନ

କୋରାପୁଟ: କୋରାପୁଟ ଜିଲା ନାରାୟଣପାଟଣା ବିଚଳଚୁଆଁ ଗାଁରେ ମଙ୍ଗଳବାର ପୁଣି ଅଜଣା ରୋଗରେ ଜଣେ ୩ ବର୍ଷୀୟା ଝିଅର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ମିଳିଥିବା ସୂଚନା ମୁତାବକ, କିଛି ଦିନ ହେଲା ୩…

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର

ବାରିପଦା,୨୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବାଲିଯୋଡା ଗ୍ରାମର ଜନୈକ ସ୍ବାମୀ ଜଣକ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ ହେଲେ ବାଲିଯୋଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?