ଆମ ଜିଲା ଖବର

ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ ଧାରଣା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସରକାର…

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା…

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ…

ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା,୨୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଗୁରୁପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ। ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ। ସେହି ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳାଭିଷେକ କରନ୍ତି ଏହି…

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଜର୍ମାନରେ ଗବେଷଣା କରିବେ ବୀରମହାରାଜପୁରର ଯୁବ ବୈଜ୍ଞାନିକ ଶିଭାଜିତ୍‌

ଅମରପାଲି,୨୨ା୭(ପୀତାମ୍ବର ସାହୁ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଂଘର୍ଷ କରିବାକୁ ପଡ଼େ ଏବଂ ସଂଘର୍ଷ କଲେ ସଫଳତାର ଶୀର୍ଷରେ ପହଞ୍ଚିବାର ସୁଯୋଗ ମିଳେ। ପ୍ରତିକୂଳ ପରିସ୍ଥିତିରେ ବି ଯିଏ ସଂଘର୍ଷ କରିଛି ସିଏ ହିଁ ସଫଳତାର ହକ୍‌ଦାର ହୋଇପାରିଛି। ଏମିତି କିଛି କରି…

ବୁଲା ଷଣ୍ଢ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲି ଯୋଡ଼ି ଗ୍ରାମରେ ସୋମବାର ବୁଲା ଷଣ୍ଢ ଆକ୍ରମଣରେ ଜଣେ ୭୦ ବର୍ଷୀୟ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ବୃଦ୍ଧ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଗୁରୁ…

ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆଦିବାସୀ…

ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ

କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ ଭୁବନେଶ୍ୱର,…

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହେଇଛି ଶୋକପ୍ରସ୍ତାବ । ଦିବଙ୍ଗତ ନେତା ତଥା ପୂର୍ବତନ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ

କର୍ଲାମୁଣ୍ଡା,୨୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ ଏହି ଗାଁରେ ୧୦୫ ଜଣ ମହିଳା-ପୁରୁଷ ରହିଛନ୍ତି। ତେବେ ସ୍ବାଧୀନତାର ଦୀର୍ଘବର୍ଷ ପରେ…

ନିର୍ଦ୍ଦେଶ ସତ୍ତ୍ୱେ ଗୀତାଞ୍ଜଳିଙ୍କୁ ଦିଆଯାଉନି ନିଯୁକ୍ତି: ପରିବାର ସହିତ ସାମୂହିକ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଲେଖିଲେ ଚିଠି

ଅମରପାଲି,୨୨ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆଯାଉନାହିଁ। ଏହି କାରଣରୁ ସେ ପରିବାର ସହିତ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି। ଅଭିଯୋଗ ଅନୁସାରେ ମୁର୍ଷୁଣ୍ଢି ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?