କାଉଡ଼ିଆଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ, ୧୭ ଆହତ
ଯାଜପୁର,୨୨।୭: ଯାଜପୁରରେ ସୋମବାର ଏକ ସଡ଼କ ଦୁର୍ଘଟଣା ହୋଇଛି। କାଉଡ଼ିଆଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୭ କାଉଡିଆ ଆହତ ହୋଇଛନ୍ତି। ସେମାନଙ୍କୁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ କାଉଡ଼ିଆଙ୍କୁ ନେଇ…
ଭାଜପାରେ ଫାଟ: ଜୟନାରାୟଣ ମିଶ୍ରଙ୍କୁ ଜିଲା ସଭାପତିଙ୍କ ଚ୍ୟାଲେଞ୍ଜ
ସମ୍ବଲପୁର,୨୨ା୭(ଭବାନୀ ଶଙ୍କର ଭୋଇ ):ସମ୍ବଲପୁର ଭାଜପା ଜିଲା ସଭାପତି ଗିରୀଶ ପଟେଲଙ୍କ ଜନ୍ମଦିନ ଅବସରରେ ରବିବାର ନୟାପଡାରେ ଉଦ୍ଘାଟିତ ହୋଇଛି ଜିଲା ସଭାପତିଙ୍କ ଦଳୀୟ କାର୍ଯ୍ୟାଳୟ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାନ ସଭା କ୍ଷେତ୍ର ଅଧୀନ ବହୁ ପଦାଧିକାରୀ ଓ ଦଳୀୟ…
ଜାଲରେ ପଡ଼ିଲା ମଣିଷ ମୃତଦେହ
ପାରାଦୀପ,୨୧।୭: ଜଗତସିଂହପୁର ଜିଲା ପାରାଦୀପ ଜଟାଧାର ମୁହାଣ ନିକଟ ସମୁଦ୍ରରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ହେଲେ ବ୍ୟକ୍ତି ପରିଚୟ ମିଳିପାରି ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ…
କୋରାପୁଟରେ ପ୍ରବଳ ବର୍ଷା: ଦୁଇ ଦିନରେ ଭାଙ୍ଗିଲା ୨୯ ଘର
କୋରାପୁଟ,୨୧।୭(ଅମିତାଭ ବେହେରା ): ଲଘୁଚାପ ଯୋଗୁ କୋରାପୁଟ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବହୁ ଗଛ ଓ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଦୁଇଦିନ ମଧ୍ୟରେ ଜିଲାରେ ୨୯ଟି ଘର ଭାଙ୍ଗି ଥିବା ସୂଚନା ମିଳିଛି।…
ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…
ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଦାମାପଡ଼ାର ସୁବାସ ଅନୁଗୁଳିଆଙ୍କ ଘର ଉପରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଛି। ଲଗାଣ ବର୍ଷାରେ ଗଛଟି ଘର ଉପରେ ପଡ଼ିଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଛନ୍ତି ପରିବାର ଲୋକେ।…
କମାରଙ୍କୁ ଆଦିବାସୀ ମାନ୍ୟତା ପ୍ରଦାନ ଦାବି ନେଇ ଆନ୍ଦୋଳନ ପାଇଁ ସଜବାଜ
କୋରାପୁଟ,୨୧ା୭(ଅମିତାଭ ବେହେରା): କମାରଙ୍କୁ ଆଦିବାସୀ ମାନ୍ୟତା ପ୍ରଦାନ ନେଇ କୋରାପୁଟ ଜିଲା କମାର ସମାଜ ପକ୍ଷରୁ ଦୀର୍ଘ ୧୫ ବର୍ଷ ଧରି ଆନ୍ଦୋଳନ କରି ଆସୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ ତାଙ୍କର ଦାବିଙ୍କୁ ସରକାର ମାନୁ ନ ଥିବାରୁ…
ନଦୀରେ ୩ କିମି ଭାସିଗଲେ ମହିଳା
ସିନାପାଲି,୨୧।୭(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଗଡ଼ରାମାଳ ଗ୍ରାମର ନମିତା ସାହୁ ନାମ୍ନୀ ଜଣେ ମହିଳା ରବିବାର ଉଦନ୍ତୀ ନଦୀରେ ଭାସିଯାଇ ୩କିମି ଦୂରରେ ଉଦ୍ଧାର ହୋଇଛନ୍ତି। ସେ ଗାଧୋଇବା ଲାଗି ଏକୁଟିଆ ନଦୀକୁ ଯାଇଥିଲେ। ସେଠାରେ ଗାଧୋଉ…
ମାଓବାଦୀ ଶିବିର ଧ୍ୱଂସ, ବିପୁଳ ସାମଗ୍ରୀ ଜବତ
ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ କୋଣ୍ଡାଗାଓଁ ଅଞ୍ଚଳରେ ରବିବାର ଯବାନମାନେ ମାଓବାଦୀ ଶିବିର ଧ୍ୱଂସ କରିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଛତିଶଗଡ଼ ବସ୍ତର ଜିଲାରେ ସୁରକ୍ଷା ବାହିନୀ ଦ୍ୱାରା ଅପରେଶନ ଜାରିଥିବା ବେଳେ ସ୍ଥାନୀୟ ପୋଲିସ ଓ…
ଛେଳିକୁ ଗିଳିଦେଲା ଅଜଗର
ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ୟାମସୁନ୍ଦରପୁର ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ମନ୍ଦିର ନିକଟରେ ଛେଳି ଚାଷୀ…
୩ ଜଣଙ୍କୁ ଚାପିଦେଲା ଟ୍ରକ
ଟେନସା,୨୧।୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜ୍ରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ତୋଡା…
ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ: ଚାଲିଗଲା ୨ ଯୁବକଙ୍କ ଜୀବନ
ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ମନ୍ଦିରା ଡ୍ୟାମରେ ରବିବାର ଏକ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ପାଣିରେ ବୁଡ଼ି ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଝାରବେଡା ଗାଁର, ୫ଜଣ ସାଙ୍ଗହୋଇ ମାଛ ଧରିବାକୁ ମନ୍ଦିରା ଡ୍ୟାମକୁ…
ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ
ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ରାଇକିଆ ବଡ଼ାପଟା ସାହିର ବନ୍ଦନ ପ୍ରଧାନ। ସାଙ୍ଗମାନଙ୍କ ସହ ବୁଲିବା ପାଇଁ…

