ଆମ ଜିଲା ଖବର

ରତ୍ନଭଣ୍ତାର ଭିତରେ ୧୦ ଘଣ୍ଟାର ଲୋମଟାଙ୍କୁରା କଥା କହିଲେ ଜଷ୍ଟିସ ରଥ: କହିଲେ…

ପୁରୀ,୧୯।୭: ୪୬ ବର୍ଷ ପରେ ମହାପ୍ରଭୁଙ୍କର ରତ୍ନଭଣ୍ତାର ଖୋଲିଛି । ପ୍ରଥମ ଥର ପାଇଁ ଭିତର ରତ୍ନଭଣ୍ତାର ଖୋଲିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ରତ୍ନଭଣ୍ତାରକୁ ନେଇ ଅନେକ ଲୋକ ବିଶ୍ୱାସ ଥିଲା। କିଏ କହୁଥିଲେ ଏହାକୁ ଲୋକନାଥ…

ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ

ଭବାନୀପାଟଣା,୧୯।୭: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ…

ରାଜପଥରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ୟାଙ୍କର

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସୁନାବେଡା ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର କୋରାପୁଟ ଟାଉନ ଥାନା ଅଧୀନ ଡୁମୁରିପୁଟ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ସିମେଣ୍ଟ ବୋଝେଇ ଟ୍ୟାଙ୍କର ଓଲଟି ପଡିଥିଲା। ଫଳରେ ଦୀର୍ଘ ୬ ଘଣ୍ଟା ସମୟ…

ନୀଳାଦ୍ରି ବିଜେରେ ହେବନି ଆତସବାଜି

ପୁରୀ,୧୯।୭: ଆଜି ନୀଳାଦ୍ରି ବିଜେ, ଏହି ଦିନକୁ ରସଗୋଲା ଦିବସ ମଧ୍ୟ କୁହାଯାଏ ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍‌ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧାମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ…

କେଉଁ ମାନଙ୍କ ପାଇଁ ଅଭାବ ହେବ ଜେଲ୍‌ର କୋଠରୀ: କାହାକୁ ଅଳିଆ କହିଲେ ଭର୍ତ୍ତୃହରି

ନିଶ୍ଚିନ୍ତକୋଇଲି,୧୯।୭(ଅଶୋକ କୁମାର ମହାପାତ୍ର):ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ବିଜେଡି ସରକାରଙ୍କୁ ଏମ୍‌ପି ଭର୍ତ୍ତୃହରି ମହତାବ ଟାର୍ଗେଟ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ସେ ବିଜେଡି ସରକାର ଉପରେ…

ଫୁଲବାଣୀ ପୌରାଧ୍ୟକ୍ଷାଙ୍କୁ ଅନାସ୍ଥା ଭୋଟିଂ: ଆସିଲେ ନାହିଁ ନିର୍ବାଚନ ଅଧିକାରୀ

ଫୁଲବାଣୀ, ୧୮ା୭(ରାକେଶ କୁମାର ରାଉତ): ଫୁଲବାଣୀ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ନାମରେ ଆସିଥିବା ଅନାସ୍ଥା ଉପରେ ଶୁକ୍ରବାର ଆସ୍ଥା ଭୋଟ ହୋଇ ପାରିନାହିଁ । ନିର୍ବାଚନ ଅଧିକାରୀ ତଥା ଅତିରିିକ୍ତ ଜିଲାପାଳ ଜରୁରୀ କାଳୀନ ଛୁଟିରେ ଚାଲି ଯିବାରୁ ଏଭଳି ପରିସ୍ଥିତି…

ଫାଣ୍ଡିରୁ ଅଭିଯୁକ୍ତ ସ୍ବାମୀ ଚମ୍ପଟ: ପୋଲିସର ପାରିବାପଣିଆ ପ୍ରତି ଉଠିଲା ପ୍ରଶ୍ନ

ଗୋପାଳପୁର,୧୯।୭(ନବୀନ ରାଜ ଆଚାରୀ): ନବବଧୂ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ଧରି ବାପଘର ଲୋକେ ପୋଲିସ ଜିମା ଦେଇଥିଲେ। ହେଲେ ଏହାର କିଛି ଘଣ୍ଟା ମଧ୍ୟରେ ବ୍ରହ୍ମପୁର ମେଡିକାଲ ଫାଣ୍ଡିରୁ ଅଭିଯୁକ୍ତ ସ୍ବାମୀ ଚମ୍ପଟ ମାରିଥିଲେ। ଏହି ଘଟଣା ୪ଦିନ ବିତିଯାଇଥିଲେ…

୧୪ ବର୍ଷ ପରେ ହତ୍ୟା ଉଦ୍ୟମ ମାମଲାର ରାୟ ପ୍ରକାଶ

ବ୍ରହ୍ମପୁର,୧୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏସିଜେଏମ୍‌) ଅଲେଖ କୁମାର ପ୍ରଧାନ ଶୁକ୍ରବାର ଏକ ହତ୍ୟା ଉଦ୍ୟମ ମାମଲାର ୧୪ବର୍ଷ ପରେ ଶୁଣାଣି କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ପ୍ରମାଣକୁ ଭିତ୍ତି କରି ବିଚାରପତି ଅଭିଯୁକ୍ତ…

ଡାଇରେକ୍ଟର ସୀମାଞ୍ଚଳ ପାଢୀଙ୍କ ପରଲୋକ

ପୁରୁଷୋତ୍ତମପୁର,୧୯।୭(ସୀମାଞ୍ଚଳ ମିଶ୍ର): ଇଫ୍‌କୋର ଡାଇରେକ୍ଟର ତଥା ଭୂତସରସିଙ୍ଗି କପିଳେଶ୍ବର ବହୁମୁଖୀ ସମବାୟ ସମିତି ସଭାପତି ତଥା ବରିଷ୍ଠ ବିଜେଡି ନେତା ଓକିଲ ସୀମାଞ୍ଚଳ ପାଢୀଙ୍କ ଗୁରବାର ରାତିରେ ହୃଦ୍‌ଘାତରେ ଦିଲ୍ଲୀରେ ପରଲୋକ ହୋଇଯାଇଛି। ତାଙ୍କ ନିଜ ଘର ପୁରୁଷୋତ୍ତମପୁର ରାଧାକାନ୍ତ ସାହିରେ…

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା, କହିଲେ ରାଜ୍ୟରେ ପଦ୍ମ…

ପୁରୀ,୧୯।୭: ପୁରୀ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉଦ୍‌ବୋଧନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ ଜଣାଇଛନ୍ତି। ନଡ୍ଡା କହିଛନ୍ତି,…

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିରେ ମେଡ଼ିକାଲ ଅଫିସର

ଆନନ୍ଦପୁର,୧୯।୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।…

ମାଇକ୍ରୋସଫ୍ଟ ସର୍ଭର ତ୍ରୁଟି: ଭୁବନେଶ୍ବରରେ ବିମାନ ସେବା ପ୍ରଭାବିତ

ଭୁବନେଶ୍ୱର,୧୯।୭: ମାଇକ୍ରୋସଫ୍ଟ ସର୍ଭରରେ ବୈଷୟିକ ତ୍ରୁଟି ଯୋଗୁ ଶୁକ୍ରବାର ଭୁବନେଶ୍ବରରେ ବିମାନ ସେବା ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ। ଫଳରେ ମାନୁଆଲ ଭାବେ ଯାତ୍ରୀଙ୍କ ଚେକ୍‌ ଇନ୍‌ ହେଉଥିବା ସେ ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?