ଜଷ୍ଟିସ ବିଶ୍ୱନାଥ ରଥ ଦେଲେ ବଡ଼ ସୂଚନା: ଏହି ଦିନ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି
ପୁରୀ,୧୯।୭: ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ ବିଶ୍ୱନାଥ ରଥ ଅନୁଭୂତି ବଖାଣିଛନ୍ତି । ସେ କହିଛନ୍ତି, ଏହି ପ୍ରକ୍ରିୟାରେ କାହାକୁ ଭୋକ, ଶୋଷ ଓ ଥକାପଣ ଅନୁଭବ ହୋଇନଥିଲା। ଏତେ କମ ସମୟରେ ଏହା ସମ୍ପୂର୍ଣ୍ଣ ହେବା ଏକ ଐତିହାସିକ କାର୍ଯ୍ୟ ଥିଲା।…
ଜାଣନ୍ତୁ କଣ ମିଳିଲା ରତ୍ନଭଣ୍ଡାରରୁ
ପୁରୀ, ୧୯।୭: ରତ୍ନଭଣ୍ଡାରରୁ ଯୁଦ୍ଧ ସାମଗ୍ରୀ ମିଳିଛି। ଏହି ସାମଗ୍ରୀ ରାଜରାଜୁଡ଼ା ଅମଳର ବୋଲି ଜଣାପଡ଼ିଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା…
ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି
ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।…
ବ୍ୟାପୁଛି ଝାଡ଼ାବାନ୍ତି: ୨୫ରୁ ଅଧିକ ଆକ୍ରାନ୍ତ
ଭଞ୍ଜନଗର,୧୯।୭: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖିବାକୁ ମିଳିଛି। ଗାଁରେ ୨୫ରୁ ଅଧିକ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ନେଇ ସପ୍ତାହକରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୮ ଜଣ ଚିକିତ୍ସାଧୀନ…
ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସର ପଚରାଉଚରା
ବାଲେଶ୍ୱର,୧୯ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିବା ସହ ତଦନ୍ତ ଜାରି ରହିଛି। ଘଟଣାରୁ…
ଗଛରେ ପିଟି ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀଙ୍କ ଜୀବନ
ଯାଜପୁର,୧୯ା୭: ଯାଜପୁର ଜିଲା ବିଞ୍ଝାରପୁର ଥାନା ବରହମପୁର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଜଣେ ରୋଗୀଙ୍କ ସମେତ ତାଙ୍କର ୩ ସମ୍ପର୍କୀୟଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସା ପରେ ଧରି ଫେରୁଥିଲା। ବରହମପୁର ନିକଟରେ…
ବାଲିରେ ହେଉଛି ନଦୀବନ୍ଧ ଉନ୍ନତୀକରଣ
ବ୍ରହ୍ମବରଦା,୧୯ା୭(ଯଯାତି କେଶରୀ ବେହେରା): ଜାରକା ଜଳସମ୍ପଦ ଡିଭିଜନ ଅନ୍ତର୍ଗତ ବନ୍ଧଡ଼ିହ ପ୍ରାଥମିକ ବିଦ୍ୟାଳୟ ନିକଟ ନଦୀବନ୍ଧକୁ ସୁଦୃଢୀକରଣ କରାଯାଉଛି। ଯେପରିକି ବ୍ରାହ୍ମଣୀ ନଦୀରେ ବନ୍ୟା ଆସିଲେ ଘାଇ ସୃଷ୍ଟି ନ ହୁଏ ଏବଂ ଧନ ଜୀବନ ନଷ୍ଟ ନ ହୁଏ ସେଥିପାଇଁ…
ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଭାଗ୍ୟଧର
ଡେରାବିଶ,୧୯ା୭ (ବେବର୍ତ୍ତା ଅଜୟ ଦାସ): ରାଜମିସ୍ତ୍ରି ଭାବେ କାର୍ଯ୍ୟ କରି ବିଭିନ୍ନ ଲୋକଙ୍କ ଘରକୁ ନିର୍ମାଣ କରିବା ସହ ନୂତନ ଘରେ ବସବାସ ପାଇଁ ସୁଯୋଗ ସୃଷ୍ଟି କରୁଥିଲେ। ମାତ୍ର ହଠାତ୍ ସ୍ବାସ୍ଥ୍ୟଗତ କାରଣରୁ ନିଜ ଘର ଏବେ ଉଜୁଡି ଯିବାକୁ…
ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ
କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଛି। ଫଳରେ କୋରାପୁଟ – ସୁନାବେଡ଼ା ମଧ୍ୟରେ ଗାଡ଼ି ଚଳାଚଳ…
ବସ୍କୁ ସାଇଡ୍ ଦେବା ବେଳେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍
ନୀଳଗିରି,୧୯ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରି ଥାନା ଶେରଗଡ଼ ଝରଣାଘାଟି ୧୯ନଂ ରାଜ୍ୟ ରାଜପଥ ରାସ୍ତାର ୧୧ ନମ୍ବର ପୋଲ ଭାଲୁକାଶୁଣି ଛକ ନିକଟରେ ଶୁକ୍ରବାର ସକାଳେ ବାଲି ବୋଝେଇ ଟ୍ରକ୍ ଏକ ବସ୍କୁ ସାଇଡ୍ ଦେବାକୁ ଯାଇ ଭାରସାମ୍ୟ ହରାଇ ଓଲଟି…
ସୁଧୁରୁନି ସହରର ପରିମଳ ବ୍ୟବସ୍ଥା
ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…
ଭୁବନ ଏନ୍ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ
ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର ଓ୍ବାର୍ଡରେ…

