ଆମ ଜିଲା ଖବର

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି…

ପୁତୁରାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କଲେ ଦାଦା-ଖୁଡ଼ୀ

ବଲାଙ୍ଗୀର,୧୮ା୭: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ହତ୍ୟା କରାଯାଇଛି। ଦାଦା-ଖୁଡ଼ୀଙ୍କ ଟାଙ୍ଗିଆ ଚୋଟରେ ପୁତୁରାଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ତେବେ ଜମି ଭାଗବଣ୍ଟାକୁ ନେଇ…

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୮।୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ…

କମ୍ବିଂବେଳେ ଆଇଡି ବିସ୍ଫୋରଣ: ୨ ଯବାନ ଶହୀଦ, ୪ଆହତ

ମାଲକାନଗିରି,୧୮।୭( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡରେ ବଡ଼ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ତରେମ ଥାନାରେ ହୋଇଛି। ଜଙ୍ଗଲରେ ଯବାନମାନଙ୍କ ତରଫରୁ ମାଓ ବିରୋଧୀ ଅପରେଶନ କରୁଥିବା ସମୟରେ ମାଓବାଦୀଙ୍କ…

୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର: ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ,୧୮।୭: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି…

୨ ପଞ୍ଚାୟତରେ ୫୭ ଜାଲ୍‌ ଭତ୍ତା ହିତାଧିକାରୀ

ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରେ ନୂଆଗାଁ ବ୍ଲକର ୨ ପଞ୍ଚାୟତରେ ୫୭ ଜଣ ଜାଲ ଭତ୍ତା…

ତୈଳଭଣ୍ଡାର ପ୍ରକଳ୍ପ ଆଶା ଉଜ୍ଜୀବିତ

ଯାଜପୁର,୧୮ା୭ (ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ତଳେ ଦେଶର ଚତୁର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା ପ୍ରସ୍ତାବ ୬ ବର୍ଷ ହେଲା ଜମି ନ ମିଳିବାରୁ ଅଟକି ରହିଛି। ତତ୍କାଳୀନ ବିଜେଡି…

ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର

ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍‌ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ ରହି ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଜିଲାରେ ଗତ ୨ଦିନରେ ସାମାନ୍ୟ ବର୍ଷା ହେବା ଫଳରେ…

୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ ୪ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ସେହିପରି ମହାପ୍ରଭୁଙ୍କ ଶୟନ କାଳ ସମୟରେ ଜ୍ୟୋତିଷ…

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା ସରକାରୀ…

ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ…

ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?