ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ କରାଯିବା ସହ ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଅନୁସାରେ,…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ ପୋଲ ଉପରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ନଦୀ ତଳକୁ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଦୀର୍ଘ ଦିନର ଫେରାର ପରେ ମୁଖ୍ୟ…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା ସମୟରେ ବିଶୃଙ୍ଖଳାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ଓ…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ସମଲେଶ୍ଵରୀ ଉଚ୍ଚ ବିଦ୍ୟାଳୟ, ଅମ୍ବାପାଲିଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ…
ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…
ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିସହିତ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ…
ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…
ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ…
‘ଶିକ୍ଷା ସଚେତନତା ରଥ’ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏହି…
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ ଯାତ୍ରା ପାର୍ଟିର ଜିନିଷ ପତ୍ର ବୋଝେଇ ଏକ ଟ୍ରକ ଓଲୋଟି ଦୁର୍ଘଟଣା ଘଟିଛି।…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା ଓ ଆଦେଶ ଅବମାନନା କରିଥିବା ଅଭିଯୋଗରେ…
ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ
କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଅରୁଣ କୁମାର ବର୍ଗେ, ବ୍ଲକ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଗୁଡାରି ବିଡିଓ ସୁଚିସ୍ମିତା ବେହେରାଙ୍କୁ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି। ଏ…
Archives


