ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍ ତାର
ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ ତାର ଛିଣ୍ଡି ସେବା ବ୍ୟାହତ ହୋଇଛି। ବୁଧବାର ରାତିସାରା ପବନ ଓ ବର୍ଷା…
ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍
ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ ସ୍ରୋତରେ ଭାସିଯାଇଛି। ଫଳରେ ପ୍ରାୟ ୨୦ ଫୁଟ୍ର ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇ ଶୂନ୍ୟ…
ସମୁଦ୍ରକୁ ଶଙ୍ଖେ: ଶ୍ରୀବଣା ଗ୍ରାମରେ ଭୋକରେ ଛଟପଟ ବନ୍ୟା ବିପନ୍ନ, ପ୍ରଶାସନିକ ଅବହେଳା ଭିତରେ ସହାୟତା…
ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସମଗ୍ର ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ବେଳେ ମଲାଡ଼ ପଞ୍ଚାୟତର ଶ୍ରୀବଣା ଗ୍ରାମ ବେଶ୍ କ୍ଷତିଗ୍ରସ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ଗ୍ରାମବାସୀ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି।…
ଇଚ୍ଛାପୁର ବ୍ରିଜ୍ରେ ବନ୍ୟାଜଳ: ଛତ୍ରପୁର ଷ୍ଟେଶନରେ ଅଟକିଲା ଯଶୋବନ୍ଦପୁର-ହାୱଡ଼ା ଟ୍ରେନ୍, ଫସିଲେ ହଜାର ହଜାର…
ଛତ୍ରପୁର, ୨୯।୧୦ (ଦିଲ୍ଲୀପ ସାମଲ): ଇଚ୍ଛାପୁର ବ୍ରିଜ୍ ଉପରେ ବନ୍ୟାଜଳ ପ୍ରବାହିତ ହେବା ଯୋଗୁ ରେଳ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବରେ ଯଶୋବନ୍ଦପୁର-ହାୱଡ଼ା ଟ୍ରେନ୍ ଗୁରୁବାର ସକାଳ ପ୍ରାୟ ୫ଟା ସମୟରୁ ଛତ୍ରପୁର ବଡ଼ରେଳ ଷ୍ଟେଶନରେ ଅଟକି…
ହାତୀମୁଣ୍ଡା-ତାମାଙ୍ଗି ରାସ୍ତାରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ; ସ୍ଥିତି ପରଖିଲା…
ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଦୁର୍ଗମ ଅଞ୍ଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ହାତୀମୁଣ୍ଡା ପଞ୍ଚାୟତ ମୁଖ୍ୟାଳୟରୁ ତାମାଙ୍ଗି ଦେଇ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଋଷିମାଳ ପର୍ବତକୁ ସଂଯୋଗ କରୁଥିବା…
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ
ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା ଆଦି ପଞ୍ଚାୟତରେ ବୁଧବାର ସାରୁ ଝିପି ଝିପି ବର୍ଷା ଓ ପବନ ଲାଗିରହିଛି।…
୧୬ ନମ୍ବର ଜାତୀୟ ରାଜପଥରେ ୩ ଫୁଟ୍ର ପାଣି: ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ, ଟ୍ରକ୍ ଉପରେ ଜଳବନ୍ଦୀ ଥିବା ୧୮ ଜଣଙ୍କୁ…
ଗୋପାଳପୁର, ୨୯।୧୦ (ନବୀନ ରାଜ ଆଚାରୀ): ଗତ ତିନି ଦିନ ଧରି ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲାଗିରହିଥିବା ଅବିଶ୍ରାନ୍ତ ବର୍ଷା ଯୋଗୁ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କେ. ସୁବାଣୀ ନିକଟରେ ୧୬ ନମ୍ବର ଜାତୀୟ…
ବାତ୍ୟାରେ ଉଜୁଡିଗଲା ମକା ଫସଲ
ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବାତ୍ୟାରେ ଜିଲାରେ ହୋଇଥିବା ମକାଚାଷ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଫଳରେ ଚାଷୀଙ୍କ ମାନସିକ…
ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…
ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ ବର୍ଷା ଏବଂ ଋଷିକୁଲ୍ୟା ନଦୀର କୁଳଘାଇ ଭାଙ୍ଗି ସହର ଓ ଗାଁଗୁଡ଼ିକରେ ବନ୍ୟାଜଳ…
ଶୁଭଲକ୍ଷ୍ମୀଙ୍କ ବହୁମୁଖୀ ପ୍ରତିଭା: ୮ ବର୍ଷ ବୟସରେ ନୃତ୍ୟ-ମଡେଲିଂରେ ସାଉଁଟୁଛନ୍ତି ସଫଳତା
ଅମରପାଲି,୨୯ା୧୦(ପୀତାମ୍ବର ସାହୁ): କଅଁଳ ବୟସରୁ ନୃତ୍ୟ ପ୍ରତି ଆଗ୍ରହ ରଖି ଚର୍ଚ୍ଚାକୁ ଆସିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୮ ବର୍ଷୀୟା ଶୁଭଲକ୍ଷ୍ମୀ ହୋତା। ସମ୍ବଲପୁରର ଏକ ଘରୋଇ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀରେ ପଢୁଥିବା ଶୁଭଲକ୍ଷ୍ମୀ ନୃତ୍ୟ ସହିତ ମଡେଲିଂ, ଚିତ୍ରାଙ୍କନ,…
ବଲାଙ୍ଗୀରରେ ବଢୁଛି ଗଞ୍ଜେଇ ବେପାର: ଦୁଇ ଦିନରେ ଷ୍ଟେଶନରୁ ୧୭ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ଦୁଇ ଅଭିଯୁକ୍ତ
ବଲାଙ୍ଗୀର,୨୯।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଳବାଇ ପୋଲିସ ଗତ ଦୁଇଦିନ ମଧ୍ୟରେ ୧୭ କେଜି ଗଞ୍ଜେଇ ଜବତ କରି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଦୁଇ ଅଭିଯୁକ୍ତ ଟ୍ରେନରେ ପୋଲିସକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରୁଥିଲେ। ହେଲେ ବଲାଙ୍ଗୀର ରେଳବାଇ…
ଖୋଲିଲା ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି, ଆଦାୟ ହେଲା…
କଲ୍ୟାଣସିଂହପୁର,୨୯ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ପ୍ରସିଦ୍ଧ ମା’ ଦୁର୍ଗା କାଳୀ ମନ୍ଦିରର ଦାନ ହୁଣ୍ଡି ଗୁରୁବାର ଖୋଲାଯାଇଛି। ମା’ଙ୍କ ଆଶୀର୍ବାଦ ଓ ଶ୍ରଦ୍ଧାଳୁଙ୍କ ଦାନରୁ ଚଳିତ ବର୍ଷ ହୁଣ୍ଡିରୁ ମୋଟ୍ ୩୧,୧୪୦ ଟଙ୍କା ବାହାରିଥିବା…

