ଆମ ଜିଲା ଖବର

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ।…

ମାଲିକ ନ ଥିବା ବେଳେ ରତ୍ନଭଣ୍ଡାର ଖୋଲିବା ଠିକ୍‌ ନୁହେଁ

ପୁରୀ, ୧୬ା୭(ଅଜିତ୍‌ କୁମାର ମହାନ୍ତି):ଦୀର୍ଘ ୪୬ ବର୍ଷ ପରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିଛି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଏସ୍‌ଓପି ଅନୁସରଣ କରାଯାଇଥିଲା। ତେବେ ଭିତର ରତ୍ନଭଣ୍ଡାର ତାଲା ଜିଲା ଟ୍ରେଜେରିରୁ ଆସିଥିବା ଚାବିରେ ନ ଖୋଲିବାରୁ ଏସ୍‌ଓପି ଅନୁଯାୟୀ…

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…

କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା

କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ ନେଇ…

ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୬।୭(ପରିକ୍ଷିତ ସାହୁ) ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା ପ୍ରଚଳନ କଲେ ମଧ୍ୟ ଶିକ୍ଷାର ଠିକ୍‌ ବିକାଶ ହୋଇ ପାରୁନାହିଁ। ଅନେକ ବିଦ୍ୟାଳୟରେ ସମସ୍ୟା ଲାଗିରହିଥିଲେ ମଧ୍ୟ ସମାଧାନ ହେଉନାହିଁ। ବହୁ ପୁରାତନ ବିଦ୍ୟାଳୟରେ ଅନେକ ସମସ୍ୟା ଲାଗି ରହିଥିଲେ…

ମନ୍ତ୍ରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ବିଜେଡି ନେତା

କଟକ,୧୫ା୭ (କାର୍ତ୍ତିକ ସାହୁ):ରାଜ୍ୟ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ନଁାରେ ମିଥ୍ୟା ସତ୍ୟପାଠ ପ୍ରଦାନ ଅଭିଯୋଗ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ବିଧାନସଭା ନିର୍ବାଚନ ପାଇଁ ମନ୍ତ୍ରୀ ବଳସାମନ୍ତ ପ୍ରାର୍ଥିପତ୍ର ଦାଖଲବେଳେ ଅନେକ ତଥ୍ୟ…

ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବନ୍ଦାଳୋ-ମଢ଼ିଆଳି ପଞ୍ଚାୟତର ବଳିପୁର…

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର ବିଭାଗର ଏଏସ୍‌ଓ ବୈକୁଣ୍ଠନାଥ ରାଜ୍ୟପାଳଙ୍କ ସେକ୍ରେଟେରିଏଟରେ ନିୟୋଜିତ ଥିବାବେଳେ ତାଙ୍କୁ ଗୃହ ବିଭାଗକୁ…

ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଲକ୍ଷ ଲକ୍ଷ ଭକ୍ତଙ୍କ…

ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି। ବୁଧବାର ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଦିନ ପ୍ରାୟ ସାଢ଼େ ୩ଟାରେ…

ରତ୍ନଭଣ୍ଡାର ଭିତରେ କ’ଣ ସବୁ ରହିଛି, ରହସ୍ୟ ଖୋଲିଲେ ସେବାୟତ, କହିଲେ ଭିତରେ ୫ଟି…

ଭୁବନେଶ୍ୱର,୧୫।୭: ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ଭିତରେ କ’ଣ ରହିଛି ତାକୁ ଜାଣିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ରହିଛି। ଏହି ସମୟରେ ସେବାୟତ ଦୁର୍ଗାଚରଣ ଦାସ ମହାପାତ୍ର ରତ୍ନଭଣ୍ଡାର ଭିତରେ କ’ଣ ଅଛି,…

ବର୍ଷାରେ ଭିଜିଲେ ଜଗନ୍ନାଥ

ଦାରିଙ୍ଗବାଡି,୧୫।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବହୁ ଆଡମ୍ବରରେ ବାହୁଡା଼ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଅଞ୍ଚଳରେ ତୁହାକୁ ତୁହା ବର୍ଷା କାରଣରୁ କିଛି ସ୍ଥାନରେ ନୀତିରେ ବିଳମ୍ବ ଘଟିଛି। ଉକ୍ତ ବ୍ଲକ ସିମନବାଡି ସମେତ ଶ୍ରାନିକେତା, ଗବାଟବାଡ଼ି, ଗଦାପୁର, କାଟିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?