ଆମ ଜିଲା ଖବର

ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି: କିପରି କରିବେ ପଞ୍ଜିକରଣ ଜାଣନ୍ତୁ …

କଟକ,୧୧ା୩(କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜିକରଣ ଜାରି ରହିଛି। ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ପଞ୍ଜିକରଣ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ…

ମା’ ଝିଅଙ୍କୁ ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ଦୋଷୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):  କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜଙ୍କ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ମମିତା ଦାସ ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୭ ହଜାର…

ବନ୍ୟଜନ୍ତୁ ଶିକାର କରି ମାଂସ ଖାଇଲେ: ଭିଡିଓ ଭାଇରାଲ 

ସୋସୋ୧୧ା୩(ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ହଦଗଡ଼ ବନାଞ୍ଚଳ ବାଘୁଆ ଗ୍ରାମ ଝାଡୁ ସାହିରେ ୨ ସପ୍ତାହ ତଳେ କେତେଜଣ ଲୋକ ବନ୍ୟଜନ୍ତୁ ଶିକାର କରି ମାଂସ ଖାଇଥିବା ଜଣାପଡ଼ିଛି। ଏହାର ଭିଡିଓ ଭାଇରାଲ ହେବା ପରେ  ଘଟଣା…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ଝୁଲା ପୋଲ, ଟ୍ରି ହାଉସ୍‌

କେନ୍ଦୁଝର,୧୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତ ନିକଟରେ ଥିବା ନେଚର୍‌ କ୍ୟାମ୍ପ (ପ୍ରକୃତି ନିବାସ)ରେ ନିର୍ମାଣ ହୋଇଥିବା ଝୁଲା ପୋଲ ଓ ଟ୍ରି ହାଉସ ସୋମବାର ଲୋକାର୍ପିତ ହୋଇଛି।  ଉଦ୍‌ଘାଟନୀ ଉତ୍ସବରେ ଏମ୍‌ପି ଚନ୍ଦ୍ରାଣି ମୁର୍ମୁ,…

ଓଡ଼ିଶାର ଦୀର୍ଘତମ ଫ୍ଲାଏଓଭର ଲୋକାର୍ପିତ 

ଯୋଡ଼ା,୧୧ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲାର ଯୋଡ଼ାଠାରେ ଓଡ଼ିଶାର ଦୀର୍ଘତମ ଫ୍ଲାଏଓଭର ସୋମବାର ଲୋକାର୍ପିତ ହୋଇଯାଇଛି। ୩ କି.ମି. ଲମ୍ବ ବିଶିଷ୍ଟ ଏହି ଫ୍ଲାଏଓଭରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ…

ଦାବି ନ ମାନିଲେ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରିବୁ ନାହିଁ

ଭଦ୍ରକ,୧୧ା୩(ସନାତନ ରାଉତ): ୨୦୦୪ରୁ ୨୦୧୩ ମଧ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ୬ଟି ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ସହ ୬ ବର୍ଷର ଚୁକ୍ତି ଅବଧିକୁ ନିୟମିତ ଚାକିରିରେ ଯୋଗ କରିବା, ମାଧ୍ୟମିକ ଶିକ୍ଷକଙ୍କ କ୍ୟାଡର ପୁନର୍ଗଠନ ଦାବି ଆସନ୍ତା ୧୩…

ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା

ଭୁବନେଶ୍ୱର,୧୧।୩: ଚାଷୀଙ୍କୁ ସୋମବାର କାଳିଆ କିସ୍ତି ଟଙ୍କା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି । ୯୩୩ କୋଟିରୁ ଅଧିକ ଟଙ୍କା ଡିବିଟି ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ…

ଅଗ୍ନି-୫ର ସଫଳ ପରୀକ୍ଷଣ, ଡିଆର୍‌ଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାଲେଶ୍ବର,୧୧।୩(ମାନସ ବିଶ୍ୱାଳ): ଡିଆର୍‌ଡିଓର ‘ମିଶନ ଦିବ୍ୟାସ୍ତ୍ର’ର ସଫଳ ପରୀକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଡିଆର୍‌ଡିଓ ବୈଜ୍ଞାନିକମାନଙ୍କ ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ସେ ଗର୍ବିତ । ଏହି ମିଶନ ଅଧୀନରେ ସ୍ବଦେଶୀ…

୨୬ ରୁ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ଛତ୍ରପୁର,୧୧।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନେଇ ସୋମବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୫ଟି ପାଳି ଯାତ୍ରା ହେବ। ମାର୍ଚ୍ଚ ୨୬ରେ ପ୍ରଥମ ପାଳି, ଏପ୍ରିଲ…

ଗଞ୍ଜାମବାସୀଙ୍କୁ ମିଳିଲା କାଳିଆ ଟଙ୍କା: ୫ ଲକ୍ଷ ଚାଷୀ ହେଲେ ଉପକୃତ

ଛତ୍ରପୁର,୧୧।୩(ସନ୍ତୋଷ ପାଢ଼ୀ): କାଳିଆ ଯୋଜନାରେ କାଳିଆ ସହାୟତା ରାଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଟ୍ରାନ୍ସଫର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜ଼ିଲା ଛତ୍ରପୁର ସ୍ଥିତ ଜଲାପାଳଙ୍କ କାର୍ଯ୍ୟାଳୟର ଓସଓ୍ବାନ ହଲରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି…

ଶୀଶ୍ରୀ ଅଚ୍ୟୁତାନନ୍ଦ ପୀଠର ଉନ୍ନତିକରଣ ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୧୧।୩(ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମିନିଷ୍ଟାଡିୟମ ପରିସରରେ ମହାପୁରୁଷ ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ଦାସଙ୍କର ପୀଠର ଉନ୍ନତିକରଣ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ଶିଳାନ୍ୟାସ କରିଛନ୍ତି। ତାଙ୍କ…

ହଠାତ୍‌ ପାଓାର ଗ୍ରିଡ୍‌ ଟ୍ରାନ୍ସଫର୍ମର ଜଳିଲା

ବାଲେଶ୍ୱର ଅଫିସ,୧୧।୩(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ବର ପାଓ୍ବାର ଗ୍ରିଡ୍‌ରେ ଭୟାବୟ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ସୂଚନାନୁଯାୟୀ, ଜଳେଶ୍ୱର ପାଓ୍ବାର ଗ୍ରିଡ୍‌ରେ ଅଚାନକ ଟ୍ରାନ୍ସଫର୍ମର ନିଆଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri