ଘାଇ ଆଶଙ୍କାରେ ନଈକୂଳିଆବାସୀ ଆତଙ୍କିତ
ଡେରାବିଶ,୪ା୧୨(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀର ଡେରାବିଶ ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ତ୍ରିପୁରାରିପୁର ଗ୍ରାମ ଘଣ୍ଟପଦାସ୍ଥିତ ଶାଗୁଣାଘାଇଠାରେ ଶନିବାର ଅପରାହ୍ନରେ ନଦୀବନ୍ଧ ନିକଟରେ ଥିବା ପଠାରେ ୧୦୦ଫୁଟରୁ ଊର୍ଦ୍ଧ୍ୱ ଲମ୍ବ ଓ ୧୫ ଫୁଟରୁ ଊର୍ଦ୍ଧ୍ୱ ଗଭୀରର ଫାଟ ସୃଷ୍ଟି…
ନିଜକୁ ଜେଇ କହି ନାବାଳିକାଙ୍କୁ ପ୍ରେମରେ ଫସାଇଲେ ଏହି ବ୍ୟକ୍ତି : ସ୍ତ୍ରୀ ଖୋଲିଦେଲେ ଗୁମର
କୋଟଗଡ଼,୩ା୧୨(ସରୋଜ ବଳିୟାରସିଂ)- ଜେଇ ପରିଚୟ ଦେଇ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ କୋଟଗଡ ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ମୁନା ମିଶାଲ। ନାବାଳିକାଙ୍କ ମା’ଙ୍କ ଏତଲା ଅନୁଯାଇ, ମୁନା ନିଜକୁ ଜେଇର ପରିଚୟ ଦେଇ ଯୁକ୍ତଦୁଇରେ…
ସରକାରୀ ଡାକ୍ତରଖାନାରେ ଅନ୍ଧାରରେ ରୋଗୀ ସେବା
ରାଉରକେଲା,୩।୧୨(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସରକାରୀ ଡାକ୍ତରଖାନା ଅନ୍ତଃବିଭାଗରେ ରବିବାର ପୂର୍ବାହ୍ନରେ ଦୀର୍ଘ ସମୟ ଧରି ବିଦ୍ୟୁତ୍ କାଟ୍ ଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ବିଭାଗରେ କାର୍ଯ୍ୟରତ ନର୍ସ କକ୍ଷ ମଧ୍ୟ ଅନ୍ଧାର ରହିଥିଲା। ଏ ନେଇ ଆରଜିଏଚ୍ ନିର୍ଦ୍ଦେଶକ ଡାକ୍ତର…
ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦମ୍ପତିଙ୍କ ଜୀବନ
ନୂଆପଡ଼ା,୩।୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ମାନିଗୁଡ଼ା ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ରବିବାର ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତ ଦମ୍ପତି ହେଲେ ଜୋଙ୍କ ଥାନା ଅଇଲାଯୁବା ଗାଁର ଜୟରାମ ମାଝି (୫୨) ଓ…
ମହୁମାଛି ଆକ୍ରମଣରେ ୩ ଗୁରୁତର
ଘସିପୁରା,୩ା୧୨(ନିରଞ୍ଜନ ସାହୁ): ମହୁମାଛି ଆକ୍ରମଣରେ ଭିନ୍ନ ଭିନ୍ନ ସ୍ଥାନରେ ୩ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଘସିପୁରା ବ୍ଲକ ଖାଳିଆମେଣ୍ଟା ଗ୍ରାମର ପୂର୍ଣ୍ଣଚନ୍ଦ୍ର ଭୂୟାଁଙ୍କ…
ପାଟ୍ରୋଲିଂ ଇନ୍ଚାର୍ଜଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ସକାଳେ ଘଟଗାଁ ଥାନା ବାଲିଯୋଡ଼ି ଗ୍ରାମ ନିକଟରେ ଏନ୍ଏନ୍ ୨୦ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୋଟରଯାନ ବିଭାଗ ପକ୍ଷରୁ ଏତଲା ପରେ ଘଟଗାଁ ଥାନା ପୋଲିସ ଏନ୍ଏଚ୍ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କ…
ଧାନଖଳା ଜଗିଥିବା ବେଳେ ଜଣଙ୍କୁ ଦଳିଦେଲା ହାତୀ
କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ ଭେଜିଡିଡି ଗ୍ରାମରେ ଧାନଖଳା ଜଗିଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ବନମାଳୀ ମୁଣ୍ଡା(୪୭) ଏବଂ ତାଙ୍କ ଘର ସୁଡ଼ଙ୍ଗ ଗ୍ରାମ ଜାମୁଡିହି ସାହିରେ ବୋଲି…
୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କଲେ ପ୍ଲାଣ୍ଟ ଶିଫ୍ଟ ଇନ୍ଚାର୍ଜ
ବଡ଼ବିଲ,୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅନ୍ତର୍ଗତ ଲୋଇଡ଼ାପଦାସ୍ଥିତ ଏକ ପ୍ଲାଣ୍ଟର ସିଫ୍ଟ ଇନ୍ଚାର୍ଜ ୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନାଞ୍ଚଳର ସୁକାନ୍ତ ଦାସ(୩୦)। ସୂଚନାନୁଯାୟୀ, ଶନିବାର ପୂର୍ବାହ୍ନରେ…
ବିଜେଡି ବୈଠକରେ କଂଗ୍ରେସ ନେତା ଆକ୍ରୋଶର ଶିକାର
ପାଟଣା,୩ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଜିଏନ୍ ହାଇସ୍କୁଲ ସମ୍ମୁଖରେ ରବିବାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କର୍ମୀ ସମ୍ମିଳନୀ ରାସ୍ତାକଡ଼ରେ ଚାଲିଥିବା ବେଳେ ଅସ୍ବାଭାବିକ ପରିସ୍ଥିତି ଉପୁଜିଥିଲା। ବୈଠକ ଚାଲିଥିବା ବେଳେ ହଠାତ୍ ପାଟଣା ବ୍ଲକର ପୂର୍ବତନ…
ପୋଖରୀରେ ଫସିରହିଛି ହାତୀ
ସବଡେଗା,୩ା୧୨(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସବଡେଗା ବ୍ଲକର ଡମକୁଡା ପଞ୍ଚାୟତର ଭଦ୍ରାପଡ଼ା ଗାଁମୁଣ୍ଡ ଜଙ୍ଗଲ ପାଖେ ଥିବା ଛୋଟ ପୋଖରୀରେ ଶନିବାର ରାତିରୁ ଏକ ହାତୀ ପଶିଯାଇ ବାହାରକୁ ବାହାରି ନ ପାରି ପୋଖରୀରେ ଫସି ରହିଛି। ଆଜି ସକାଳେ ଲୋକେ…
କୋରାପୁଟରେ ଭାଲୁ ଆକ୍ରମଣ ଜଣେ ଗୁରୁତର
କୋରାପୁଟ,୩।୧୨(ଅମିତାଭ ବେହେରା): କୋରାପୁଟ ବ୍ଲକର ମହାଦେଇପୁଟ ପଞ୍ଚଯାତର ରଙ୍ଗେଇଗୁଡା ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଜିତେନ୍ଦ୍ର କୁମାର ସିଂ (୨୭)। ଜିତେନ୍ଦ୍ରଙ୍କୁ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେ ଶନିବାର ରାତିରେ…
ନିଶ୍ଚିନ୍ତକୋଇଲି ପୋଲିସର ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ
ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…
Archives


