ଆମ ଜିଲା ଖବର

ବାପାଙ୍କ ପରେ ପୁଅ ଅମଳରେ ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷିତ ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲାଯାଇଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଛି। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା…

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ଭିତରେ…

ହସ୍ପିଟାଲରେ ନିଆଁ ଲାଗିବା ଘଟଣା: ଆଖିବୁଜିଲା ୧୧ ଦିନର ଶିଶୁ

କଟକ,୧୪ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶାରେ ଶନିବାର ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡ ନର୍ସିଂହୋମ୍‌ର ୩ ମହଲାରେ ଥିବା ଆଇସିୟୁରେ ଘଟିଥିଲା। ଫଳରେ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। କିଛି ରୋଗୀଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ…

ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍‌ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର ଖୋଲିଥିଲେ। ଏହା ପରେ ଶହ ଶହ ସଂଖ୍ୟାରେ ଚେମେଣିଆ ବାହାରକୁ ବାହାରି ଆସୁଛନ୍ତି। ଏପରିକି…

କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ଗ୍ରାମ ଦଳିତ ସାହିରେ ରବିବାର ମଧ୍ୟାହ୍ନରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ରାମାୟଣ ନାଟକ ଦେଖିବାକୁ ଯାଇଥିବା ୨୦ ଜଣ ମଞ୍ଚରେ ଶଟ୍‌ସର୍କିଟ ହୋଇ ଆର୍ଥିଂ ହେବାରୁ ବିଦ୍ୟୁତ…

ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର…

ମା’ ବିମଳାଙ୍କଠାରୁ ଗୁଆ ନେଲେ ଟିମ୍‌, ବନ୍ଦ ହେଲା ୩ ଦ୍ୱାର; ଆଉ କିଛି ମିନିଟ୍‌ରେ…

ପୁରୀ ଅଫିସ,୧୪।୭: ଖୋଲାଯିବ ରତ୍ନଭଣ୍ଡାର। ଏହାକୁ ନେଇ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରଥମେ ଶ୍ରୀମନ୍ଦିର ଭିତରେ ଥିବା ଭକ୍ତଙ୍କୁ ବାହାର କରାଯିବା ପରେ ୧୧ଜଣିଆ ଟିମ୍‌ ମନ୍ଦିର ମଧ୍ୟକୁ ଯାଇଛନ୍ତି। ସେମାନେ ପ୍ରଥମେ ମା’ ବିମଳାଙ୍କୁ ଦର୍ଶନ…

ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି

ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି। ସ୍ବତନ୍ତ୍ର ବରାଦ କରାଯାଇ ଏହି ୬ ସିନ୍ଦୁକ ତିଆରି କରାଯାଇଛି। ପ୍ରଶାସନ ପକ୍ଷରୁ ୧୫ଟି…

ଖୋଲିବ ରତ୍ନଭଣ୍ଡାର; ଜଷ୍ଟିସ ରଥ କହିଲେ-”ଆଖି ଦେଖୁଛି ମୁଣ୍ଡକୁ ଯାଉଛି, ତୁଣ୍ଡକୁ ଯିବନି କି ହାତକୁ ଆସିବନି”

ପୁରୀ,୧୪।୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଗୁରୁତ୍ୱପୂର୍ଣ୍ଣ ବୈଠକରେ କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ନିଷ୍ପତ୍ତି ହୋଇଛି। ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ ରହିଛି। ଏହି ସମୟରେ ରତ୍ନ ଭଣ୍ଡାର…

ଧିରେ ଧିରେ ଖୋଲିବ ରତ୍ନଭଣ୍ଡାର ରହସ୍ୟ: ମନ୍ଦିର ଭିତରକୁ ଗଲେ ଯାଞ୍ଚ ଟିମ୍‌  

ପୁରୀ,୧୪।୭: ଶ୍ରୀମନ୍ଦିର ଭିତରକୁ ରତ୍ନଭଣ୍ଡାର ଯାଞ୍ଚ ଟିମ୍‌ ବର୍ତ୍ତମାନ ପ୍ରବେଶ କରିଛନ୍ତି। କମିଟିର ସଦସ୍ୟମାନେ ପାରମ୍ପରିକ ପୋଷାକରେମନ୍ଦିର ଭିତରକୁ ଯାଇଛନ୍ତି । ତେବେ ପ୍ରଥମେ ପତିତପାବନଙ୍କ ପାଖରେ ପୂଜାର୍ଚ୍ଚନ କରିବା ପରେ, ଟିମ୍‌ ମନ୍ଦିର ଭିତରେ ପ୍ରବେଶ କରଛି । କେବଳ…

ଆଜି ହେବନି ଗଣତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ବଡ଼ ସୂଚନା

ପୁରୀ,୧୪।୭: ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି, ଆଜି ଗଣତି ହେବ ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଆଜି ଗଣତି ମଣତି ହେବନି, ଖାଲି ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?