ଆମ ଜିଲା ଖବର

ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ

ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି…

ବ୍ୟବସାୟୀଙ୍କ ଘରୁ ୪୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି

ବ୍ରହ୍ମପୁର,୧୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଏବେ ଲୁଟେରା ଗ୍ୟାଙ୍ଗ୍‌ ପୁଣିଥରେ ସକ୍ରିୟ ହେବାରେ ଲାଗିଛନ୍ତି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଛନ୍ତି ଏହି ଗ୍ୟାଙ୍ଗ୍‌। ବଡ଼ବଜାର ଥାନା ଅନ୍ତର୍ଗତ ଜେମାଦେଇପେଣ୍ଠ ସାହି ମୁଖ୍ୟ ରାସ୍ତାରେ ରହୁଥିବା ମନୋଜ ପାଢ଼ୀଙ୍କ ଘରୁ…

ରତ୍ନଭଣ୍ଡାର ଖୋଲିବା ନେଇ ନିର୍ଘଣ୍ଟ ହେଲା ସମୟ, ଶୁଭ ମୁହୂର୍ତ୍ତ ୧ଟା ୨୮

ପୁରୀ,୧୪।୭: ବହୁ ଅପେକ୍ଷାର ଅନ୍ତ ଘଟାଇ ୪୬ବର୍ଷ ପରେ ଆଜି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଶୁଭ ମୂହୁର୍ତ୍ତ ନିର୍ଘଣ୍ଟ ହୋଇଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮…

ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍‌ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…

ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ଗଣମାଧ୍ୟମକୁ…

ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ…

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…

ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ…

ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ

ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ…

ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ…

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍‌ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ ୩୫…

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ…

ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ…

କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର କଲେଜରେ ମନ୍ତ୍ରୀ ପୂଜାରୀଙ୍କ କାର୍ଯ୍ୟକ୍ରମ ସରିବା ପରେ କଲେଜ କର୍ମଚାରୀଙ୍କ ଉପରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?