ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି
ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…
ନର୍ସିଂହୋମ୍ରେ ନଆଁ, ରାସ୍ତାରେ ରୋଗୀ
କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ…
ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ
ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ ମାଲକାନଗିରି…
‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’
ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ ଲେଙ୍ଗୁ ମିଶ୍ରଛକଠାରୁ ପୁରୁଣା ଜିରା ବ୍ରିଜ୍ ରାସ୍ତାପାର୍ଶ୍ୱ ଜବରଦଖଲ ପ୍ରସଙ୍ଗ ସହିତ ବାଲି ଓ…
ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…
ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ସବୁଠୁ…
ରତ୍ନଭଣ୍ଡାର ଖୋଲିବା ନେଇ ଏସ୍ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…
ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍ବିଆଇର ସହାୟତା…
‘ଛାତିଥରା ଦୃଶ୍ୟ’ ଏକା ସାଙ୍ଗରେ ଗାଁ ଶ୍ମଶାନରେ ଜଳିଲା ମା’ ପୁଅଙ୍କ ଜୁଇ, ପୂରା ଘଟଣା ଜାଣିଲେ…
ଯାଜପୁର,୧୩।୭: ଛାତିଥରା ଦୃଶ୍ୟ, ଗାଁ ଶ୍ମଶାନରେ ଜଳିଲା ଉଭୟ ମା’ ପୁଅଙ୍କ ଜୁଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଭଡ଼ଙ୍ଗା ଗାଁରେ। ଗାଁର ସନ୍ଧ୍ୟାରାଣୀ ନାୟକ ଓ ତାଙ୍କ ପୁଅ ଦିବ୍ୟ କେଶରୀ ନାୟକ…
ସରକାରୀ ଜମି ଉଚ୍ଛେଦ କରି ବସ୍ଷ୍ଟପ୍ ପାଇଁ ଦାବି
କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜଗନ୍ନାଥପୁର ମୌଜାରେ ସରକାରୀ ଜମି ଜବରଦଖଲ ହୋଇଥିବା ନେଇ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,ଉକ୍ତ ମୌଜାର ମୁଖ୍ୟ ରାସ୍ତାକଡ଼ରେ ମୂଲ୍ୟବାନ ୧ ଏକର ୨୧ ଡେସିମିଲି ଜମି ଜବରଦଖଲକାରୀଙ୍କ…
୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ
ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ ଜଣେ ୧୩ ବର୍ଷର ଆଦିବାସୀ ନାବାଳକ ତାଙ୍କ ଗାଁ ପାଖ ଜଣେ ୪ ବର୍ଷର…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା, ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ବିଧାୟକ
କେସିଙ୍ଗା,୧୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ ଶନିବାର ପରିଦର୍ଶନ କରିଥିଲେ। ଉକ୍ତ ଗୋଷ୍ଠୀ କେନ୍ଦ୍ରର ଆନ୍ତଃ ବିଭାଗ, ପ୍ରସୂତି କାଳୀନ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ପରିଦର୍ଶନ କରିଥିଲେ।…
ନର୍ସିଂହୋମ୍ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ
କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି…

