କାଲି ପରେ ଆଜିବି ନୀତିକାନ୍ତି ବିଳମ୍ବ: ଲକ୍ଷଲକ୍ଷ ଟଙ୍କାର ମହାପ୍ରସାଦ ନଷ୍ଟ
ପୁରୀ,୧୩।୭: ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି ବିଳମ୍ବ ଯୋଗୁ ଲକ୍ଷାଧିକ ଟଙ୍କାର ମହାପ୍ରସାଦ ନଷ୍ଟ ହୋଇଛି । ଶୁକ୍ରବାର ଦ୍ବିତୀୟ ଭୋଗମଣ୍ଡପ ରାତି ୧୦ଟା ୧୦ ରେ ଶେଷ ହୋଇଥିଲା। ଠିକ ସମୟରେ ଆଡପ ଅବଢ଼ା ନ ବାହାରିବାରୁ ଭକ୍ତ…
ରବିବାର ୫ଟା ପରେ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ,୧୩।୭: ସୋମବାର ବାହୁଡା ଯାତ୍ରା ଥିବାରୁ ରବିବାର ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି ।…
ଅସମ୍ପୂର୍ଣ୍ଣ ଶ୍ରେଣୀଗୃହ, ବାରଣ୍ଡାରେ ପାଠପଢ଼ା
କୋକସରା,୧୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ହେଲେ କେତେକ ସ୍ଥାନରେ ଭିତ୍ତିଭୂମି ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏମିତି ଏକ ଦୃଶ୍ୟ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା…
କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…
ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍ଓପି ଜାରି କରିପାରନ୍ତି । ଏସ୍ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା ସ୍ପଷ୍ଟ…
ମିଳିଗଲା ଚୋରି ହୋଇଥିବା କେଜିକେଜି ରୁପା, ସୁନା
ଛତ୍ରପୁର,୧୩।୭: ବ୍ୟବସାୟୀଙ୍କଠାରୁ ସୁନା ଓ ରୁପା ଅଳଙ୍କାର ଲୁଟ୍ ଘଟଣାରେ ଚମାଖଣ୍ଡି ପୋଲିସ ସଫଳ ହୋଇଛି। ଏହି ଘଘଟଣାରେ ସମ୍ପୃକ୍ତ ଆସିକା କରାତଳି ଗ୍ରାମର ଏ ଶିବାଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୭୮ ଗ୍ରାମ ସୁନା, ୧୧କେଜି ୬୦୦ ଗ୍ରାମ…
ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା
ସିଂହପୁର,୧୩ା୭ (ଅନଙ୍ଗ ଉଦୟ ବେଉରିଆ): ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି। ବିଞ୍ଝାରପୁର ବ୍ଲକ୍ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି। ଚାଷୀମାନେ ଯଥା ସମୟରେ ଚାଷ କାର୍ଯ୍ୟ ଆରମ୍ଭ କରିଥିଲେ।…
ଫିଲ୍ମ ଷ୍ଟାଇଲ୍ରେ କାର କାଚ ଭାଙ୍ଗି ଟେକିନେଲେ
କୋରାପୁଟ,୧୩।୭: କୋରାପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ଗାଁର ଜଣେ ମିଲ ମାଲିକଙ୍କୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ମିଲ ମାଲିକ ହେଲେ ଏ. ରମେଶ ପାତ୍ର। ରମେଶ ପେରାହାଣ୍ଡି ଏସ୍ଏଲ୍ଭିଏନ୍ ମୋଡେନ ରାଇସ ମିଲର ମାଲିକ। ଶୁକ୍ରବାର ସନ୍ଧ୍ୟାରୁ ରମେଶ…
ରତ୍ନଭଣ୍ଡାର ଭିତରେ ଅଛି ରହସ୍ୟମୟ ସୁଡ଼ଙ୍ଗ! ଜାଣନ୍ତୁ କ’ଣ କହିଲେ ତଦାରଖ କମିଟିର ସଦସ୍ୟ
ପୁରୀ,୧୩।୭: ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ଏହାରି ଭିତରେ ରତ୍ନଭଣ୍ଡାରକୁ ନେଇ ଏକ ଖବର ସାମ୍ନାକୁ ଆସିଛି। ରତ୍ନଭଣ୍ଡାର ଖୋଲିବା…
ଗୋଠଛଡ଼ା ଦନ୍ତାର ଉତ୍ପାତ: ସାହିରେ ପଶି ଭାଙ୍ଗିଲେ ଘର
ବଣାଇ,୧୩।୭: ସୁନ୍ଦରଗଡ଼ ଜିଲା ବଣାଇ ସହରରେ ହାତୀ ଉପଦ୍ରବ ଥମିବାର ନାଁ ଧରୁ ନାହିଁ। ଏକ ଗୋଠଛଡ଼ା ଦନ୍ତା ଶୁକ୍ରବାର ରାତିରେ ସହରର ମୁଣ୍ଡା ସାହିରେ ପଶି ବ୍ୟାପକ ଭଙ୍ଗାରୁଜା କରିଛି। ଏପରିକି ପରିବାର ଲୋକେ ଘରେ ଶୋଇଥିବା ବେଳେ ୨ଟି…
ମିଳିଲା ହାତୀର ମୃତଦେହ: ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ
ମୋରଡା,୧୩।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ଏକ ହାତୀର ମୃତଦେହ ମିଳିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ରେଞ୍ଜ ତଥା…
ଶତାଧିକ ବର୍ଷ ଧରି ଟଣା ହୋଇନି ରଥ
କେନ୍ଦ୍ରାପଡ଼ା,୧୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର। ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି)ଠାରେ ଥିବା ପ୍ରାୟ ୩୦୦ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି। ୩ ଚକାସନରେ ଉପବିଷ୍ଟ ଏହି ଦେବ…
ଅନାବନା ଗଛରେ ପରିପୂର୍ଣ୍ଣ ବିଇଓଙ୍କ କାର୍ଯ୍ୟାଳୟ
ବାସୁଦେବପୁର,୧୩।୭(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଓ ପୌରପାଳିକା ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ନିୟମିତ ଭାବେ ସଫେଇ କାର୍ଯ୍ୟ ହେଉ ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସହ ବିଷଧର ସାପ ଭୟ ସୃଷ୍ଟି ହେଉଛି। କେନ୍ଦ୍ର…

