ଆମ ଜିଲା ଖବର

ବସ୍‌-ଟ୍ରକ ଧକ୍କା: ଚାଲିଗଲା ୩ ଜୀବନ, ୨୦ ଆହତ

ବାରିପଦା,୧୩।୭: ମୟୁରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବେତନଟି ଥାନା ଅଧୀନ ବୁଢ଼ିଖମାର ଛକ ନିକଟରେ ଶନିବାର ଏକ ବସ୍‌-ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା…

ହୋମଗାର୍ଡ ଉପରେ ମାଡ଼ିଗଲା ଟ୍ରକ

ପାରାଦୀପ,୧୩।୭: ଜଗତସିଂହପୁର ଜିଲା ପାରାଦୀପ ଦୋଛକିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସିଥିବା ଏକ ଟ୍ରକ ଭାରସାମ୍ୟ ହରାଇ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ରାଜନ ପ୍ରଧାନ। ସେ…

ମ୍ୟାଲେରିଆ ଆକ୍ରାନ୍ତରେ ରାୟଗଡ଼ା ଜିଲା ୧ ନମ୍ବର

ରାୟଗଡ଼ା,୧୩ା୭(ଆଶିଷ ରଞ୍ଜନ ପଣ୍ଡା): ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମ୍ୟାଲେରିଆ ଆକ୍ରାନ୍ତରେ ଗତ ବର୍ଷଠାରୁ…

ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ ଇସ୍ତଫାପତ୍ରରେ…

ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୧୨ା୭(ଶିଳ୍ପା ପ୍ରିୟଦର୍ଶିନୀ)- ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର କଟକ…

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ମୁଖ୍ୟ ଯୋଗାଣ ଅଧିକାରୀ, ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା…

ବଲାଙ୍ଗୀର,୧୨।୭: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର। ଶୁକ୍ରବାର ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରା ପଡ଼ିଛନ୍ତି। ଏହାପରେ ସରକାରୀ କାର୍ଯ୍ୟାଳୟରୁ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ବଲାଙ୍ଗୀର ତୁଷୁରାର…

ଶ୍ରୀମନ୍ଦିରରେ ନୀତି ବିଭ୍ରାଟ: ଜିଲାପାଳଙ୍କ ନିର୍ଦ୍ଦେଶରେ ନୀଳଚକ୍ରରେ ଳାଗିଲା ପତିତପାବନ ବାନା

ପୁରୀ,୧୨।୭: ମହାପ୍ରଭଙ୍କ ଗୁଣ୍ଡିଚାଯାତ୍ରା ଭିତରେ ଗୋଟିଏ ପରେ ଗୋଟିଏ ନିତି ବିଭ୍ରାଟ ଘଟଣା ପଦାରେ ପଡିଛି । ଯାହାକୁ ନେଇ ରାଜ୍ୟ ରାଜନୀତି କିଛିଦିନ ଧରି ସରଗରମ ରହିଛି। ତେବେ ପ୍ରତିଦିନ ସଂଧ୍ୟାରେ ନୀଳଚକ୍ରରେ ପତିତପାବନ ବାନା ଲାଗିଥାଏ । କିନ୍ତୁ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି ଦାସ, ଭାଜପା ବିଧାୟକଙ୍କ ବିରୋଧରେ ଆଣିଲେ ବଡ଼ ଅଭିଯୋଗ…

ଝାରସୁଗୁଡ଼ା/କଟକ,୧୨।୭: ପୁଣି ଚର୍ଚ୍ଚାରେ ଦୀପାଳି ଦାସ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ ମିଥ୍ୟା ନିର୍ବାଚନୀ ସତ୍ୟପାଠ ଦାଖଲ କରିଥିବା ସେ ଅଭିଯୋଗ କରିଥିବା ଜଣାପଡ଼ିଛି। ପ୍ରକାଶ ଯେ,…

‘ଦରଦାମ ନିୟନ୍ତ୍ରଣ କରିବାରେ ଡବଲ ଇଞ୍ଜିନ ସରକାର ବିଫଳ’

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟରେ ଖାଉଟି ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ବିରୋଧ କରି ଭାରତ ଟ୍ରେଡ୍‌ ୟୁନିୟନ (ସିଆଇଟିୟୁ)ର ମୟୁରଭଞ୍ଜ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ୧୫ ଦଫା ସମ୍ବଳିତ ଦାବିପତ୍ର…

ଜନ୍ମବେଦୀରେ ସରି ଆସୁଛି ମହାବାହୁଙ୍କ ଲୀଳାଖେଳା: ଦକ୍ଷିଣ ମୋଡ଼ ନେଲା ୩ ରଥ

ପୁରୀ,୧୨ା୭: ମହାପ୍ରଭୁଙ୍କ ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଶୁକ୍ରବାର ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ସମ୍ପନ୍ନ ହେବା ପରେ ତିନିବାଡ଼ରୁ ଆଜ୍ଞାମାଳ…

ରତ୍ନଭଣ୍ଡାରରେ ଅଛି କି ସାପ?: ଜାଣନ୍ତୁ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ କାହିଁକି କରାଯିବ ଲୋକନାଥଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର,୧୨।୭: ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ବସିବ।ପରେ କମିଟି ସଦସ୍ୟ ଭିତରକୁ ଯିବେ ।ମାତ୍ର ଏହା ପୂର୍ବରୁ ଲୋକନାଥଙ୍କ ପୂଜା କରାଯିବ । ରତ୍ନଭଣ୍ଡାର ଅଳଙ୍କାର ଲୋକନାଥ ଜଗିଥିବା ବେଳେ ସେଠାରୁ ସାପଙ୍କ ଗର୍ଜନ ଆସୁଥିବା…

ପଲସରରେ ଆସି ସୁନା ଚେନ ଝାମ୍ପିନେଲେ

କଟକ,୧୨।୭: ବାରଙ୍ଗ-ତ୍ରିଶୁଳିଆ ରାସ୍ତା ଫୁଲପୋଖରୀ ନିକଟରେ ଶୁକ୍ରବାର ଏକ ଲୁଟ ହୋଇଛି। ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ବେକରୁ ସୁନା ଚେନ ଲୁଟି ନେଇଛନ୍ତି ଦୁବୃର୍ତ୍ତ। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ଏକ ସ୍କୁଟିରେ ବାରଙ୍ଗ-ତ୍ରିଶୁଳିଆ ରାସ୍ତା ଦେଇ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?