ଆମ ଜିଲା ଖବର

ପଞ୍ଚାୟତ ସମିତି ବୈଠକରେ ଅଞ୍ଚଳର ସମସ୍ୟା ଉଠାଇଲେ ସରପଞ୍ଚ

କେସିଙ୍ଗା,୧୨.୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ସପ୍ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ଅଧ୍ୟକ୍ଷତାରେ ସଭା ଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କଳାହାଣ୍ଡି ଏମ୍‌ପି ମାଲବିକା ସିଂ ଦେଓ, ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର…

ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ…

ବରଣମାଳା ଦେବାକୁ ମନ୍ଦିର ଯାଉଥିଲେ ପ୍ରେମୀଯୁଗଳ, ବାଟରେ ପ୍ରେମିକାଙ୍କୁ…

ଭୋଗରାଇ,୧୨ା୭(ପ୍ରଦୀପ ଦାସ): ମନ୍ଦିରରେ ବରଣମାଳା ଦେଇ ବିବାହ କରିବାକୁ ଆସୁଥିଲେ ପ୍ରେମୀଯୁଗଳ। ମାତ୍ର ନିୟତିର ନିୟମ ଥିଲା ଅଲଗା। ବସ୍‌ ପଛରେ ସ୍କୁଟିଟି ପିଟି ହୋଇଯିବାରୁ ଛିଟିକି ପଡ଼ିଥିଲେ ପ୍ରେମୀଯୁଗଳ। ପ୍ରେମିକାଙ୍କ ମୁଣ୍ଡ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରାକ୍ଟରରେ…

ବାହୁଡା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ରଥର ଦକ୍ଷିଣ ମୋଡ଼

ପୁରୀ,୧୨ା୭: ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ବାହୁଡ଼ା ପାଇଁ ଶୁକ୍ରବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଦକ୍ଷିଣ ମୋଡ଼ ପୂର୍ବରୁ ଭୋଇ ସେବକ, ମହାରଣା…

ଅରବିନ୍ଦ ପାଢୀଙ୍କ ଉପରେ କାହିଁକି ଭରଷା କଲେ ସରକାର: କହୁକହୁ ଏମିତି କହିଲେ ଆଇନ ମନ୍ତ୍ରୀ

  ଭୁବନେଶ୍ୱର,୧୨।୭(ଅନିଲ ଦାସ): ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର…

ସାଙ୍ଗଙ୍କ ଘରେ ଝୁଲି ପଡ଼ିଲା ସାଙ୍ଗ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି। ମୃତକ ଜଣକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର…

ରଥ ଉପରେ ମୋବାଇଲ ମନା, ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୨।୭: ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କଡ଼ା ଚେତାବନୀ ଦେଇ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ପହଣ୍ଡି ଅଘଟଣକୁ ନେଇ ଅରବିନ୍ଦ ପାଢ଼ୀ କହିଛନ୍ତି, ଘଟଣାର ଯେଭଳି…

ଗଛରେ ଝୁଲୁଛି ଏସ୍‌ସିଓଙ୍କ ମୃତଦେହ: ରହସ୍ୟ ଘେରରେ…

ଯାଜପୁର,୧୨।୭: ଯାଜପୁର ଜିଲା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସର ଥିବା ଏକ ଗଛରୁ ଏସ୍‌ସିଓଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଏସ୍‌ସିଓ ଜଣଙ୍କ ହେଲେ ସୁରେଶ ମଲ୍ଲିକ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲା ଅହମ୍ମଦପୁର ଅଞ୍ଚଳରେ। ସକାଳେ…

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ, ତାତିଲେ ଲୋକେ

ପୁରୁଷୋତ୍ତମପୁର,୧୨ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀଛକଠାରେ ଡ୍ରେନ୍‌ରେ ପଡ଼ି ଗୁରୁବାର ରାତିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପିଛୁଲି ଗ୍ରାମର କୁନା ବେହେରା (୫୫) ବୋଲି ଜଣାପଡ଼ିଛି। ଶୁକ୍ରବାର ସକାଳୁ ଲୋକେ ଦେଖି…

ପାହାଡ଼ ଉପରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ୫ ଗିରଫ

କବିସୂର୍ଯ୍ୟନଗର,୧୨ା୭ (କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ମଙ୍ଗଳବାର ଗଣବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ଗୁରୁବାର ପୋଲିସ…

ଅନ୍ତ୍ୟୋଦୟ ଯୋଜନା କାର୍ଡରେ ଜାଲିଆତି

ଡେରାବିଶ,୧୨ା୭ (ବେବର୍ତ୍ତା ଅଜୟ ଦାସ): ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ଗରିବ ହିତାଧିକାରୀଙ୍କୁ ଖାଦ୍ୟ ମିଳିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାର ଯୋଗ୍ୟ ହିତାଧିକାରୀଙ୍କୁ ରାଶନ କାର୍ଡ ପ୍ରଦାନ କରିଛନ୍ତି। ଏଥିସହ ଭୂମିହୀନ, ଅସହାୟ, ବେରୋଜଗାର ଓ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ…

ବର୍ଷାପାଣି ପଚି ମଶାଙ୍କ ପ୍ରାଦୁର୍ଭାବ ବଢ଼ୁଛି

ପଟ୍ଟାମୁଣ୍ଡାଇ,୧୨ା୭ (କଳ୍ପତରୁ ନାୟକ): ବର୍ଷାଋତୁ ଚାଲିଥିବା ବେଳେ ଅଧିକାଂଶ ଅଞ୍ଚଳରେ ଥଣ୍ଡାଜ୍ୱର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସ୍ଥାନେ ସ୍ଥାନେ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ମଧ୍ୟ ହେଉଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?