ନୂଆ ଜିଲା ଜଜ୍ ପରିସର ନିର୍ମାଣ ପାଇଁ ଜମି ଚିହ୍ନଟ, ହସ୍ତାନ୍ତର ଆରମ୍ଭ
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଜଜ୍ କୋର୍ଟର ନୂତନ ପରିସର ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ଏନେଇ ସ୍ଥାନୀୟ ଢାଙ୍ଗରପଡ଼ା ନିକଟରେ ଜିଲା ଜେଲ ନିକଟରେ ୭ ଏକର ଜମି ଚିହ୍ନଟ କରାଯାଇ ହସ୍ତାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି।…
ଗଳିକନ୍ଦି ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ
ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ବୁଧବାର କଲାପାଣି ଗ୍ରାମକୁ ପରିଦର୍ଶନରେ ଯାଇଥିଲେ। ସେ ଗ୍ରାମର ବିଭିନ୍ନ ଗଳିକନ୍ଦି ବୁଲି ଦେଖି ଲୋକଙ୍କ ସମସ୍ୟା ବୁଝିଥିଲେ। ଗ୍ରାମରେ ଦୀର୍ଘଦିନରୁ ଲାଗି ରହିଥିବା ଡ୍ରେନେଜ ସମସ୍ୟା ଉପରେ ମୁଖ୍ୟତଃ ଗ୍ରାମବାସୀ ବିଧାୟକଙ୍କ ଦୃଷ୍ଟି…
ବରାହ ଅବତାରରେ ଦର୍ଶନ ଦେଲେ କାଳିଆ ସାଆନ୍ତ
ପୁରୁଷୋତ୍ତମପୁର,୧୦।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ଆଡପ ମଣ୍ଡପରେ ବୁଧବାର ବରାହ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହାକୁ ଦେଖିବାସହ କାଳିଆ ସାଆନ୍ତଙ୍କ ଆର୍ଶୀବାଦ ଭିକ୍ଷା ଲାଗି ପ୍ରବଳ ଜନସମାଗମ ହୋଇଥିଲା।
ଛାତ୍ରଙ୍କୁ ଅପହରଣ ମାମଲା: ୩ ବାଇକ, ୨ ମୋବାଇଲ ଜବତ, ୪ ଗିରଫ
କଟକ,୧୦ା୭ (କାର୍ତ୍ତିକ ସାହୁ): ଜଣେ ଇଭେଣ୍ଟ ମ୍ୟାନେଜମେଣ୍ଟ ଛାତ୍ରଙ୍କୁ ଅପହରଣ ମାମଲାରେ ଦରଘାବଜାର ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ତିନୋଟି ବାଇକ ଓ ଦୁଇଟି ମୋବାଇଲ୍ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଦରଘାବଜାର ଥାନା…
୩ ବର୍ଷର ଝିଅକୁ ବାପା ବଳାତ୍କାର କରିଥିବା ଅଭିଯୋଗ
ଚିତ୍ରକୋଣ୍ଡା,୧୦ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନା ଅଧିକାରୀ ସଞ୍ଜୟ ପେଡ଼ାସେଠୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଗାଜୁଲୁମାମୁଡ଼ି ଗ୍ରାମ ପଞ୍ଚାୟତ ଆଲାମପକା ଗ୍ରାମର ଦିନେଶ ଠାକୁର ମଙ୍ଗଳବାର ରାତିରେ ନିଜ ୩ ବର୍ଷର ନାବାଳିକା ଝିଅକୁ ବଳାତ୍କାର…
ଜଙ୍ଗଲ କାଟିଲେ ମିଳିଯାଉଛି ଜାମିନ
ଦାରିଙ୍ଗବାଡ଼ି,୧୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ କାଠମାଫିଆ ସକ୍ରିୟ ହୋଇଉଠିଛନ୍ତି। ଉକ୍ତ ବନାଞ୍ଚଳ ଜିଲାର ଶେଷଭାଗରେ ରହିଥିବା ବେଳେ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲା ସୀମାକୁ ଲାଗିଛି। ଅନେକ ସମୟରେ ବାହାର ପଡ଼ୋଶୀ…
ରେଳଲାଇନ୍ ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପହଞ୍ଚିନି ପୋଲିସ
ଛତ୍ରପୁର,୧୦ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବାଲିବଗଡ଼ ଗ୍ରାମ ନିକଟରେ ଥିବା ରେଳଲାଇନ୍ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ଦୀର୍ଘ ସମୟ ଧରି ମୃତଦେହ ରେଳଲାଇନ୍ ପାର୍ଶ୍ୱରେ ପଡ଼ି ରହିଥିଲେ ସୁଦ୍ଧା ନା ଜିଆରପି ନା…
ବିବାହ କାର୍ଯ୍ୟରେ ଫଟୋଶୁଟ୍ କରିବାକୁ ଆସି ଆତ୍ମହତ୍ୟା କଲେ ଫଟୋଗ୍ରାଫର
ରାୟଗଡ଼ା,୧୦ା୭(ଆଶିଷ ରଞ୍ଜନ ପଣ୍ଡା): ବିବାହ କାର୍ଯ୍ୟରେ ଫଟୋଶୁଟ୍ କରିବାକୁ ଆସି ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ହେଉଛନ୍ତି ଭୁବନେଶ୍ୱରର ଡୁମଡୁମା ଅଞ୍ଚଳର ଦେବେନ୍ଦ୍ର ଦାସ(୨୩)। ଘଟଣାରୁ ପ୍ରକାଶ ଯେ, ଦେବେନ୍ଦ୍ର ବୁଧବାର ଭୋର୍ରୁ ହୀରାଖଣ୍ଡ ଟ୍ରେନ୍ରେ ରାୟଗଡ଼ାରେ ପହଞ୍ଚିଥିଲେ।…
ଘରେ ନିଆଁ ଲାଗି ଫାଟିଗଲା ଗ୍ୟାସ୍ ଟାଙ୍କି: ଉଡ଼ିଗଲା ଆଜ୍ବେଷ୍ଟସ୍,ଆସବାବପତ୍ର ପୋଡ଼ି ପାଉଁଶ
ସାକ୍ଷୀଗୋପାଳ,୧୦ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଡାଙ୍ଗୁରା ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗଙ୍ଗାଧର ସେନାପତିଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ ଯୋଗୁ ଘରେ ଥିବା ଗ୍ୟାସ୍ ଟାଙ୍କି ଫାଟିଯାଇଥିଲା। ଫଳରେ ଘରର ଆଜ୍ବେଷ୍ଟସ୍ ସମେତ ରୋଷେଇ ଘରର…
ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା
ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା…
ବାହାଘର ପ୍ରୋସେଶନ ଚାଲିଥିବା ବେଳେ ବରପିତାଙ୍କୁ ଚାପିଦେଲା ବରଯାତ୍ରୀ ବସ୍
ନରସିଂହପୁର,୧୦ା୭: ମୃତ୍ୟୁ କାହାକୁ କେମିତି କେତେବେଳେ ନେବ କେହି କହିପାରିବେ ନାହିଁ। ପୁଅ ବାହାଘର ପାଇଁ ଖୁସିରେ ଘରୁ ବାହାରି ଯାଇଥିବା ବେଳେ ପ୍ରୋସେଶନ ବେଳେ ଘଟିଛି ଅଘଟଣ। ବରଯାତ୍ରୀ ବସ୍ ବରପିତାଙ୍କ ଉପରେ ମାଡ଼ି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି।…
ପହଣ୍ଡି ଅଘଟଣ ନେଇ ଗଜପତି ମହାରାଜ କହିଲେ ଏହି ବଡ଼ କାରଣ…
ପୁରୀ,୧୦ା୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଗଜପତି କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି,…

