ଆମ ଜିଲା ଖବର

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨ ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି ସ୍କୁଲରେ ୧୯୬ରୁ ଅଧିକ ଛାତ୍ରୀଛାତ୍ର ପଢୁଥିବାବେଳେ ମାତ୍ର ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୩…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦୁଇ ମଟର…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି ଛାଡ଼ିଥିବା କୁହାଯାଉଛି। ଇସ୍ତଫା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। Odisha’s No.1…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଏକ ପ୍ରେସ୍‌ମିଟ୍‌ରେ ସେ ରଥଯାତ୍ରା ସମୟରେ ଟ୍ରାଫିକ୍‌ ପରିଚାଳନା ନେଇ…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ ଘରେ ପଶି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ କାନ୍ସବାହାଲ ମନ୍ଦିରା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ ଛକ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୬ଟା ୪୦ ମିନିଟ ସମୟରେ ଏକ…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ସ୍ନାନଯାତ୍ରା ପରେ ଅଣସର ଘରେ ୧୫ ଦିନ ଧରି ବିରାଜମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?