ଆଇନଗତ କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପ୍ରଦାନ ପାଇଁ ଏଡିଏମ୍ଙ୍କୁ ନିବେଦନ
ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): ସୂଚନା ଅଧିକାର ଆଇନ ଅନୁସାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ଏକ ସୂଚନା ସମ୍ପର୍କରେ ତଥ୍ୟ ପାଇବା ପାଇଁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀଙ୍କ ନିକଟରେ ୧୦.୧୦.୨୦୨୩ରେ ଆବେଦନ କରିଥିଲେ। ଜନ…
ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ
ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…
ବଡ଼ଦାଣ୍ଡରେ ଗଡ଼ିଲା ରଥ
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କ ସହ ମିଶି ରଥ ଟାଣିଲେ ଏମପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ପବିତ୍ର ରଥଯାତ୍ରା ପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡ଼ିଛି। ଉକ୍ତ ବ୍ଲକର ସିମନବାଡ଼ି ସମେତ ଗବାଟବାଡ଼ି, ସୁଗାନକେତା, ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଦାପୁର ଏବଂ କାଟିଙ୍ଗିଆଠାରେ ବଡ଼ ଧୂମ୍ଧାମରେ ପାଳନ କରାଯାଉଥିବା ବେଳେ ଦୁର୍ଗମ ଅପହଞ୍ଚ ଗବାଟବାଡ଼ି ଗ୍ରାମରେ…
ହାତ ଟେକି ଆଣ୍ଠୁ ମାଡ଼ି ମହାବାହୁଙ୍କୁ ମୁଣ୍ଡିଆ ମାରିଲେ ରାଷ୍ଟ୍ରପତି
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କାଳିଆକୁ ଦେଖି ଭାବବିହ୍ବଳ ହୋଇପଡିଥିଲେ। ଏପରିକି ରାଷ୍ଟ୍ରପତି ହାତ ଟେକି ଆଣ୍ଠୁ ମାଡ଼ି ମହାପ୍ରଭୁ ଜଗନ୍ନାଥଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରିଥିଲେ।…
ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା…
ଶଖାଙ୍କ ପାଖକୁ ଆସିଛନ୍ତି ସୁଦାମା
ଭୁବନେଶ୍ୱର,୭।୭: ଶ୍ରୀକ୍ଷେତ୍ରରେ ଭକ୍ତ ସୁଦାମା। ବଡ଼ଦାଣ୍ଡରେ ଶୋଇ ନିଜ ସଖାକୁ ଅପେକ୍ଷା କରିଛନ୍ତି। ଖାଲି ପାଦରେ ଚାଲି ଚାଲି ଅଣ୍ଟାରେ ଖୁଦ ମୁଠି ନେଇ ଅନେକ ଦୂରରୁ ଆସିଥିବା ସୁଦାମା ସଖା କୃଷ୍ଣଙ୍କୁ ଭେଟିବା ପାଇଁ ଧାଇଁ ଆସିଛନ୍ତି। ତାଙ୍କ ଆଖିରେ…
୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
ରଥାରୂଢ଼ ହେଲେ ତିନିଠାକୁର
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର
କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ…
ମହାପ୍ରଭୁଙ୍କ ପାଇଁ ୧୦ ବର୍ଷ ହେଲା ହନୁମାନ ସାଜୁଛି, ଛଳଛଳ ଆଖିରେ କହିଲେ ଏଥର କିନ୍ତୁ …
ପୁରୀ,୭।୭: ଆଜି ପବିତ୍ର ରଥଯାତ୍ରା। ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସୁଅଛୁଟଛି। ଅନ୍ୟପକ୍ଷେ ସାଲେପୁର ଅଞ୍ଚଳରୁ ଆସିଥିବା ଦୁଇ ହନୁମାନ ବେଶଧାରୀ ଯୁବକ ବଡଦାଣ୍ଡରେ ପହଞ୍ଚି ଜୟ ଶ୍ରୀରାମ ଧ୍ବନିରେ…
ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ
ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯), ବନାରସ…

