ବିଦ୍ୟୁତ୍ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ
ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା।…
ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍ -୩ ବିବସ୍ବତ ଗୌତମ ମାମଲାର ବିଚାର କରି ମାମଲାରେ ସମ୍ପୃକ୍ତ ୫…
ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ
ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଥିଲେ। ଅଭିଯୋଗକ୍ରମେ ପୂର୍ବାହ୍ନରେ ଆବାସ ଯୋଜନା ହିତାଧିକାରୀଙ୍କ କୌଣସି ସମସ୍ୟାକୁ ନେଇ ୱାର୍ଡ…
ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…
ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ପଦ୍ମପୁର ଗ୍ରାମରେ। ସୂଚନା ଅନୁଯାୟୀ, ଘସିପୁରା…
୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …
ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ। ଗୁରୁବାର ବିଳମ୍ବିତ ରାତିରେ ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ବେଲବାହାଳି ଗାଁରେ ଏଭଳି…
ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି
ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…
ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ ହକ ଏବଂ ଜଙ୍ଗଲ ଜମିପଟ୍ଟା ଦାବିରେ ଶୁକ୍ରବାର ଥୁଆମୁଳ ରାମପୁର ତହସିଲଦାରଙ୍କୁ ଏକ…
ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…
ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ ସେହି ଗ୍ରାମର ଜଣେ ବ୍ୟକ୍ତି ଦୁର୍ଯ୍ୟୋଧନଙ୍କୁ ସରକାରୀ ସାହାଯ୍ୟ ଦେବା ଆଶାରେ…
କାର୍ ରେସିଂର କରୁଣ ପରିଣତି: ବିଦ୍ୟୁତ୍ ଖୁଣ୍ଟକୁ ଧକ୍କାଦେଇ ବାଇକ୍, ସ୍କୁଟି ଉପରକୁ ମାଡ଼ିଗଲା କାର୍
ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା ପାର୍ଶ୍ୱସ୍ଥ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କାଦେଇ ରାସ୍ତାରେ ଛିଡ଼ା ହୋଇଥିବା ଏକାଧିକ ବାଇକ୍…
ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…
ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ପୋଡ଼ାମାରି ଗାଁ ନିକଟସ୍ଥ ବଜାର ସାହିରେ ଥିବା ଏକ…
ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍ୱେଲରୁ ବାହାରୁଛି ଲୁଣାପାଣି
କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇପାରିନାହିଁ। ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ…
ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ
ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି ମାନ୍ୟବର କୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲାପାଳ।…
Archives


