ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ
କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ସ୍ନାନଯାତ୍ରା ପରେ ଅଣସର ଘରେ ୧୫ ଦିନ ଧରି ବିରାଜମାନ…
ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍ପି
ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି । ମଙ୍ଗଳବାର ଭୋର୍ରୁ ନୀତିକାନ୍ତି ସମ୍ପନ୍ନ ହେଲା ପରେ ଚତୁର୍ଦ୍ଧାବିଗ୍ରହ ନବ ଯୌବନରେ ଦର୍ଶନ…
ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ…
ଛାତ୍ରଙ୍କୁ ମାଡ଼ ମାରିବା ପଡିଲା ମହଙ୍ଗା, ଶ୍ରେଣୀ ଗୃହ ଭିତରେ ଶିକ୍ଷକଙ୍କୁ ତାଲା ପକାଇଦେଲେ…
ଲୋଇସିଂହା, ୧୪।୭ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ଉଚ୍ଚ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ଜଣେ ଶିକ୍ଷକ କୌଣସି କାରଣରୁ ମାଡ଼ ମାରିଥିବା ଅଭିଯୋଗକୁ ନେଇ…
ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା
ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ସ୍ଥାନୀୟ ଟାଉନ ଥାନାରେ…
ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା
ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’ ରାଧା ଦେବୀ ( ୯୦)ଙ୍କ ଗତ ୫ ତାରିଖ ବିୟୋଗ ଘଟିଥିଲା। ଏନେଇ…
ବର୍ଷାପାଣିରେ ଧୋଇଗଲା ରାସ୍ତା: ଯାତାୟାତରେ ବାଧକ
ନୂଆପଡ଼ା,୧୪ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ହାତୀସରା ଗଁା ଧାମନଡୋଙ୍ଗିଆ ପଡା ରାସ୍ତା ପୋଲ ବର୍ଷାପାଣିରେ ଧୋଇଯାଇ ଯାତାୟାତରେ ବାଧକ ସାଜିଛି। ସୂଚନା ଅନୁଯାୟୀ, ହାତୀସରା ଗଁାଠାରୁ ଏହି ରାସ୍ତା ଲରିଆପଡା ଦେଇ ଧାମନଡୋଙ୍ଗିଆ ପଡାକୁ ସଂଯୋଗ…
ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…
ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’ ଭାବେ ପରିଚିତ ଡା. ଶଙ୍କର ରାମଚନ୍ଦାନୀ ପୁଣିଥରେ ମାନବିକତାର ଏକ ଅନନ୍ୟ ଦୃଷ୍ଟାନ୍ତ…
ହିତାଧିକାରୀଙ୍କୁ ପ୍ରାପ୍ୟ ନ ମିଳିଲେ ଆନ୍ଦୋଳନ: ସାଧୁ ନେପାକଙ୍କ ଧମକ
ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକରେ ସରକାର ଘୋଷଣା କରିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖକୁ ଠିକ୍ ଭାବେ ପହଞ୍ଚିପାରୁନାହିଁ। ଏଭଳି ଅଭିଯୋଗ ନେଇ ସୋମବାର ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ସ୍ଥାନୀୟ ବିଡିଓ ବେର୍ସିଅସ୍ ଡୁଙ୍ଗଡୁଙ୍ଗଙ୍କୁ ସାକ୍ଷାତ କରି ଆଲୋଚନା…
ରାଜରାସ୍ତାରେ ରାହାଜାନି, ଲୋକଙ୍କୁ ସୁରକ୍ଷା ଚିନ୍ତା
ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଅପରାଧ ଅନିୟନ୍ତ୍ରିତ ହୋଇପଡ଼ିଛି। ଅପରାଧୀମାନେ ସକ୍ରିୟ ହୋଇ ପଡ଼ିଛନ୍ତି। ପୋଲିସକୁ ମଧ୍ୟ ସେମାନଙ୍କର ଭୟ ନାହିଁ। ରାଜରାସ୍ତାରେ ରାହାଜାନି, ଲୁଟ୍ପାଟ୍ କରୁଛନ୍ତି। କେବଳ ସନ୍ଧ୍ୟା କିମ୍ବା ରାତିରେ ନୁହେଁ, ଦିନ ଦ୍ୱିପ୍ରହରରେ ଏଭଳି ଅପରାଧ ଘଟୁଛି। କଥା…
ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି
କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ ଛକଟି ଗୋଟିଏ ପଟେ ଜାତୀୟ ରାଜପଥ ୨୬ ଆଗକୁ ବରଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା…
ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର
ପୁରୀ,୧୪।୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

