ଆମ ଜିଲା ଖବର

ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ,୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର। ମରାମତି ନିହାତି ଆବଶ୍ୟକ ବୋଲି ଏଏସ୍‌ଆଇ କହିଛି।…

ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ସେବାୟତ, କହିଲେ…

ସାକ୍ଷୀଗୋପାଳ,୩ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭୁବନେଶ୍ୱର ସରକାରୀ ବାସଭବନରେ ବୁଧବାର ଶ୍ରୀ ସାକ୍ଷୀଗୋପାଳ ମନ୍ଦିର ସେବାୟତମାନେ ସାକ୍ଷାତ କରିଛନ୍ତି। ଠାକୁରଙ୍କ ଚନ୍ଦନ ତୁଳସୀ, ଭୋଗ ସହିତ ଖଣ୍ଡୁଆପାଟ ଓ ଫୁଲମାଳ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ…

ନିଲମ୍ବିତ ହେଲେ ୩ ପୋଲିସ

ନୟାଗଡ଼,୩ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦରଥାନା ଅନ୍ତର୍ଗତ ଗୋଳଗୋଳା ଗାଁରେ ସିରିଜ ଚୋରି ଘଟଣାରେ ଅଭିଯୋଗକାରୀଙ୍କୁ ଅସହଯୋଗ ନେଇ ୩ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଏସ୍‌ଆଇ ହସିନା ପ୍ରଧାନ, ଏଏସ୍‌ଆଇ ରାଜେଶ୍ବରୀ ନାୟକ ଏବଂ କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର…

କେନାଲରେ ଖସିପଡ଼ିଲା ହାତୀଛୁଆ, ଉଦ୍ଧାର ବେଳେ ଜେସିବିକୁ ଠେଲିଦେଲେ ଦୁଇ ଦନ୍ତା

ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ରେଞ୍ଜ ଅଧୀନ ଦୁର୍ଗାପୁର ପଞ୍ଚାୟତର ଅସନବଣି ଗ୍ରାମ ଦେଇଯାଇଥିବା ସୁବର୍ଣ୍ଣରେଖା ଶାଖା କେନାଲରେ ଏକ ହାତୀଛୁଆ ଗଳି ପଡିଥିଲା ଏବଂ ଉକ୍ତ ହାତୀ ଛୁଆଟି କେନାଲରୁ ବାହାରକୁ ବାହାରି ପାରି…

ଏଥର ରଥଯାତ୍ରାରେ ବଡ଼ ଦାଣ୍ଡରେ ଏସବୁ ଷ୍ଟଲ ମନା

ପୁରୀ,୩।୭: ଚଳିତ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି କିଛି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ କରାଯିବ।…

ଦୁବାଇରେ କଳାହାଣ୍ଡି ଭେଣ୍ଡି, ପୋଟଳର ଚାହିଦା

ଭବାନୀପାଟଣା,୨ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଆମ୍ବ ପରେ ଭେଣ୍ଡି, ପୋଟଳର ଚାହିଦା ବିଦେଶରେ ରହିଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ ସାଡିଙ୍ଗତରା ଗ୍ରାମରୁ ଗତ ୨୫ ତାରିଖରେ ୨୫ କୁଇଣ୍ଟାଲ ଆମ୍ରପାଲି ଆମ୍ବ ଦୁବାଇକୁ ରପ୍ତାନି ହୋଇଥିଲା।…

ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ, ଲାଞ୍ଚ ନେବାବେଳେ ପଡ଼ିଲେ ଧରା

ନୟାଗଡ଼,୩।୭(ଲୋକନାଥ ମିଶ୍ର):ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଛନ୍ଦି ହୋଇ ପଡିଛନ୍ତି। ବାଲିଗାଡି ଛାଡିବା ପାଇଁ ଦଲାଲ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଦଲାଲ ମୋହରି ପ୍ରସନ୍ନ ସାହୁଙ୍କୁ ନୟାଗଡ଼ ଭିଜିଲାନ୍ସ ଗିରଫ କରିଛି। ତେବେ ଧୋବେଇଙ୍କ ଭାପୁର…

ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ହେଉଥିଲା ରାସ୍ତା କାମ: ଭିଡିଓ କରିବାରୁ …

କୁଜଙ୍ଗ,୩।୭(ମନୋଜ ପ୍ରଧାନ): ଏରସମା ବ୍ଲକ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଗଡ଼କୁଜଙ୍ଗର ବଡ଼ଦାଣ୍ଡ ସମ୍ପ୍ରସାରଣ ନିମନ୍ତେ ମଙ୍ଗଳବାର କଂକ୍ରିଟ ଢଳେଇ ହୋଇଥିଲା। ମାତ୍ର ଏହି ସମୟରେ ଯନ୍ତ୍ରୀ ଅନୁପସ୍ଥିତ ଥିଲେ। ଏନେଇ ଗ୍ରାମର ସଂଗ୍ରାମ କେଶରୀ ବେହେରା ଓ ପ୍ରଦୀପ ମହାନ୍ତି ମୋବାଇଲରେ…

ସାତକୋଶିଆ ଗଣ୍ଡରେ କୁମ୍ଭୀର ଆକ୍ରମଣ : ମୃତ ନାବାଳକଙ୍କ ପରିବାରକୁ ଭେଟିଲା ଭାଜପା ପ୍ରତିନିଧିମଣ୍ଡଳୀ

ଅନୁଗୋଳ,୩।୭ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାସ୍ଥିତ ସାତକୋଶିଆ ଗଣ୍ଡରେ ଗତ ଶନିବାର କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ନାବାଳକ ସମୀର ନାଏକ (୧୩)ଙ୍କ ପରିବାରକୁ ଭେଟିଛନ୍ତି ଭାଜପା ପ୍ରତିନିଧିମଣ୍ଡଳୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସୋମବାର ଅନୁଗୋଳ…

ଫାର୍ମାସୀ ଅଫିସରଙ୍କ ଭରସାରେ ରୋଗୀ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ) : ପ୍ରବିଭିନ୍ନ ସମୟରେ ସରକାର ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବା ବେଳେ ଗ୍ରାମାଞ୍ଚଳରେ ରୋଗୀ କେଉଁଠି ଫାମାର୍ସୀ ଅଫିସର ତ ଆଉ କେଉଁଠି ନର୍ସିଂ ଅଫିସରଙ୍କ ଉପରେ ଭରସା କରୁଛନ୍ତି। ଡାକ୍ତରଖାନାକୁ କେତେବେଳେ ଡାକ୍ତର ଆସୁଛନ୍ତି ଗ୍ରାମବାସୀ ଜାଣିପାରୁ…

୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ

ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ମାତ୍ରେ ସେମାନଙ୍କ ଉପରେ ଛାତର ପ୍ଲାଷ୍ଟର ଖଣ୍ଡ…

ବିପର୍ଯ୍ୟୟକୁ ସାମ୍ନାକରିବ ତାଳ, ହେନ୍ତାଳ

ମହାକାଳପଡ଼ା,୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା ଅନିୟମିତତା ଦେଖାଯାଉଛି। ବର୍ଷାଦିନରେ ଗରମ ଅନୁଭୂତ ହେବା, ଶୀତଋତୁରେ ଥଣ୍ଡା ହ୍ରାସ ହେବାରୁ ଜଳବାୟୁରେ ଅସାନମତା ସୃଷ୍ଟି ହେଉଛି। ଏହାର କାରଣ ଓ ନିରାକରଣ ପାଇଁ ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?