ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ
କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଏପରିକି ଟି୨୦ ବିଶ୍ୱକପରେ ବିଜୟ ପରେ ଟିମ ଇଣ୍ଡିଆକୁ ବେଷ୍ଟ…
ପେପର ମିଲ୍ରେ ଭୟଙ୍କର ଅଗ୍ନିକାଣ୍ଡ
ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ…
ଗୋ’ ମାଂସ ବୋଝେଇ କଣ୍ଟେନର ଜବତ କଲେ ଗ୍ରାମବାସୀ
ଛତ୍ରପୁର,୩୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଜାତୀୟ ରାଜପଥ ପୋକୁଡିବନ୍ଧ ଛକ ନିକଟରେ ଏକ କଣ୍ଟେନର ଯୋଗେ ବିପୁଳ ପରିମାଣର ଗୋ’ ମାଂସ ଧରି ଖୋର୍ଦ୍ଧାରୁ ବିଶାଖାପାଟନମ୍ ଯାଉଥିବା ବେଳେ ବଜରଙ୍ଗ ଦଳ ଅଟକାଇଥିଲେ। ପରେ ପୋଲିସକୁ ଖବର…
ମହିଳାଙ୍କୁ ଗଣବଳାତ୍କାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଚାନ୍ଦବାଲି,୩୦ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଭୂଇଁବୃତ୍ତି ପଞ୍ଚାୟତ ନୂଆଗାଁ ନିକଟରେ ଜଣେ ଅନୁସୂଚିତ ଜନଜାତି ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ତିନି ଅଭିଯୁକ୍ତକୁ ଚାନ୍ଦବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…
ଇଚ୍ଛାମୃତ୍ୟୁ ପାଇଁ ନିବେଦନ କଲେ ନିରାଶ୍ରୟ ମହିଳା
ଜଳେଶ୍ୱର,୩୦ା୬(ନବୀନ ସାହୁ): ପଙ୍ଗୁ ଅବସ୍ଥାରେ ଜୀବନ ବିତାଉଥିବା ବାଲେଶ୍ୱର ଜିଲା ଜଳେଶ୍ୱର ପୌରାଞ୍ଚଳ ୯ନଂ. ୱାର୍ଡର ନିରାଶ୍ରୟ ମହିଳା କାଞ୍ଚନ ନାୟକ ଇଛା ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଟୁଇଟ୍ ମାଧ୍ୟମରେ ନିବେଦନ କରିଛନ୍ତି। ତାଙ୍କର ପ୍ରକୃତ ଘର ବସ୍ତା ବ୍ଲକ…
ବର୍ଷାରେ ଉବୁଟୁବୁ ନିରାକାରପୁର, ଠିକ୍ରେ ନିଷ୍କାସନ ହୋଇପାରୁନି ବର୍ଷାଜଳ
ନିରାକାରପୁର,୨୯ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ମୌସୁମୀ ପ୍ରଭାବରେ ଶୁକ୍ରବାରଠାରୁ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ନିରାକାରପୁର ବଡ଼ବଜାରସ୍ଥିତ ନୂଆ ଜଗନ୍ନାଥ ସଡ଼କ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାର ମଙ୍ଗଳା ବଜାରରେ ଡ୍ରେନେଜ୍ ଅଭାବରୁ ବର୍ଷା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାଜଳ…
ଛେଳିପଲ ଉପରେ ମାଡ଼ିଗଲା ଟ୍ରକ୍, ୨୯ ଛେଳିଙ୍କ ଜୀବନ ଗଲା
ଖଲ୍ଲିକୋଟ,୨୯ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡୀ ଢାବା ନିକଟରେ ରାସ୍ତା ଉପରେ ପାର ହେଉଥିବା ଛେଳିପଲ ଉପରେ ଏକ ଟ୍ରକ୍ ମାଡ଼ି ଯିବାରୁ ୨୯ଟି ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।…
ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ
କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ…
କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍ଙ୍କ ସ୍ଥିତି ଅନୁଧ୍ୟାନ
କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ…
ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ
ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ…
କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ
ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା…
ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର
ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପ୍ରଚାରିତ…

