ମାଷ୍ଟର ପ୍ଲାନ୍ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର
କେନ୍ଦ୍ରାପଡ଼ା,୨୮ା୬ (ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ହୋଇଛି। ଆଗକୁ ସାମାନ୍ୟ ବର୍ଷାରେ କେନ୍ଦ୍ରାପଡ଼ା ସହର ଜଳବନ୍ଦୀ ହେବ। ସହରର ଜଳପଥ ଉପରେ ଜବରଦଖଲ ବଢ଼ୁଛି। ସ୍ବେରେଜ ସିଷ୍ଟମ ଏଥିପାଇଁ କାମ କରୁନାହିଁ। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ପାଇଁ ଉପଯୁକ୍ତ ଯାତାୟାତ ପଥ ନାହିଁ।…
ଗଛମୂଳେ ପାଲ ଟାଙ୍ଗି ପାଠପଢ଼ା
ରାଜକନିକା,୨୮ା୬ (ସଞ୍ଜୟ କୁମାର ଦାଶ): ସରକାର ଶିକ୍ଷା ଓ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ ଯୋଜନା ଦ୍ୱାରା ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବର୍ଷାଦିନ ଆରମ୍ଭରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅହମଦପୁରରେ ଥିବା ସରକାରୀ ଶାସ୍ତ୍ରିଜୀ ପ୍ରାଥମିକ ବିଦ୍ୟାଳୟର ଭଲ…
ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ
କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍ଏଫ୍ସି (ଏମ୍ପି/ଏମ୍ଏଲ୍ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ଦୁଇ ସହଯୋଗୀ ହାଜର ହୋଇଛନ୍ତି। ପୂର୍ବ ଶୁଣାଣି ୨୫ ତାରିଖରେ ପ୍ରତିପକ୍ଷମାନେ କେହି…
ଡାକ୍ତରଙ୍କୁ ଏମିତି ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ବଲାଙ୍ଗୀର, ୨୮ା୬(ବୀରେନ୍ଦ୍ର କୁମାର ଝାଙ୍କର):ରୋଗୀଙ୍କୁ ମେଡିକାଲ ଚିକିତ୍ସା ସେବା ସହ ଡାକ୍ତରଙ୍କ ଦୁଇପଦ ମିଠାକଥା ଓ ଭଲ ବ୍ୟବହାର ବଡ଼ ଔଷଧ। ଗୁରୁବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଷଷ୍ଠ ବାର୍ଷିକ ଉତ୍ସବ ସମାରୋହରେ ଏହା କହିଛନ୍ତି ସ୍ବାସ୍ଥ୍ୟ ଓ…
ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ନେଇ ଓ୍ବେବସାଇଟ୍ରେ ରହିବ ଦୁଇଟି ଫର୍ମାଟ୍ର ସୂଚନା
କଟକ,୨୮ା୬(କାର୍ତ୍ତିକ ସାହୁ): ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ରହିଥିବା ମୌଳିକ ସୁବିଧାଗୁଡ଼ିକ ସଂକ୍ରାନ୍ତରେ ଆମିକସ୍ କ୍ୟୁରିଙ୍କ ପକ୍ଷରୁ ପ୍ରସ୍ତୁତ ଫର୍ମାଟ୍କୁ ରାଜ୍ୟ ସରକାର ଗ୍ରହଣ କରିଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆମିକସ୍ କ୍ୟୁରିଙ୍କ ପ୍ରଦତ୍ତ ଫର୍ମାଟ୍ ଆଧାରରେ ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ଦର୍ଶାଇ…
ଏସ୍ସିବିରେ ରକ୍ତ ପାଇଁ ମଗାଯାଉଛି ଟଙ୍କା
କଟକ,୨୮।୬(ଶିଳ୍ପା ପ୍ରିୟଦର୍ଶିନୀ): ଚିକିତ୍ସା କ୍ଷେତ୍ରରେ ଇତିହାସ ରଚୁଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ(ଏସ୍ସିବି)ର ବିକଳ ଚିତ୍ର ଗୋଟିକ ପରେ ଗୋଟିଏ ସାମ୍ନାକୁ ଆସିବାରେ ଲାଗିଛି। ଏସ୍ସିବି ରକ୍ତ ଭଣ୍ଡାରରେ ରକ୍ତ ପାଇଁ ରୋଗୀ ଓ ସମ୍ପର୍କୀୟଙ୍କୁ ଟଙ୍କା ମଗାଯାଉଛି।…
ମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍ଆଇଙ୍କୁ ଜେଲ ଦଣ୍ଡ
ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା କେଗାଁ ଥାନାରେ ୨୦୧୭ରେ ଏକ ମାମଲାକୁ ରଫାଦଫା କରିବା ପାଇଁ ଲାଞ୍ଚ ମାମଲାର ଚୂଡାନ୍ତ ରାୟ ଗୁରୁବାର ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଶୀତିକଣ୍ଠ ସାମଲ ପ୍ରକାଶ କରିଛନ୍ତି। ଭିଜିଲାନ୍ସ ଜଜ୍ ତାଙ୍କ ରାୟରେ…
ସରକାରୀ ଡାକ୍ତରଖାନାରୁ ଧରାପଡ଼ିଲେ ନକଲି ଡାକ୍ତର
ରାଉରକେଲା,୨୭ା୬(ସଙ୍ଗୀତା ଜେନା): ରାଉରକେଲା ସରକାରୀ ଡାକ୍ତରଖାନା(ଆର୍ଜିଏଚ୍)ରୁ ନକଲି ଡାକ୍ତର ପଦ୍ମନାଭ ମୁଖୀ କାରଆ(୫୩)ଙ୍କୁ ଗିରଫ କରାଯାଇ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଘରୋଇ ବଜାଜ ଫାଇନାନ୍ସ ପକ୍ଷରୁ ପ୍ରାୟ ୧୬ ଲକ୍ଷ ଟଙ୍କାର ଋଣ ନେବା ସଂକ୍ରାନ୍ତରେ ଏହି ନକଲି ଡାକ୍ତର…
କୋରାପୁଟରେ ହେବ ଫୁଡ଼ ପାର୍କ: ମନ୍ତ୍ରୀ
କୋରାପୁଟ,୨୭ା୬( ଅମିତାଭ ବେହେରା): କୋରାପୁଟ ଗସ୍ତରେ ଗୁରୁବାର ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରି ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆସି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତ। ସଦ୍ଭାବନା ସଭା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ…
ଜନସେବା କେନ୍ଦ୍ର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ: ଉତ୍ତ୍ୟକ୍ତ ହୋଇ ପୋଡ଼ି ଦେଲେ ଦୋକାନ, ବାଇକ୍
ହାଟଡିହୀ,୨୭l୬(ଶୁଭକାନ୍ତ ନାୟକ): ସାମାନ୍ୟ କଥାକୁ କେନ୍ଦ୍ର କରି ହାଟଡିହୀ ଥାନା ନିକଟରେ ଥିବା ଜନସେବା କେନ୍ଦ୍ରରେ କେତେକ ଲୋକ ପଶି ମାଲିକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଫଳରେ ଜନସେବା କେନ୍ଦ୍ର ମାଲିକ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ…
ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ
ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ ପ୍ରସାଦ ବାଗ୍ ଓରଫ ରାମିଆଁ(୬୦)ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ପୋଲିସ ଅଭିଯୁକ୍ତ ପୁଅ ଧୀରେନ…
ଲାଗୁ ହେଲା ନୂଆ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୭।୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି । ନୋ ପାର୍କିଂ ରୁଟରେ ବେଆଇନ ଭାବେ…

