୬ ଆଶାୟୀଙ୍କ ମଧ୍ୟରୁ ବିଧାୟିକାଙ୍କ ଘରୁ ୨
ଡେରାବିଶ, ୨୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ପାଟକୁରା ନିର୍ବାଚନମଣ୍ଡଳୀ ଡେରାବିଶ ବ୍ଲକର ୨୬ ପଞ୍ଚାୟତ, ଗରଦପୁର ବ୍ଲକର ୧୮ ଓ ମାର୍ଶାଘାଇ ବ୍ଲକର ୭ ପଞ୍ଚାୟତକୁ ନେଇ ଗଠିତ। ନିର୍ବାଚନମଣ୍ଡଳୀ ନାମ ବହନ କରୁଥିବା ପାଟକୁରାର ଠିକଣା ରହିଛି ଗରଦପୁର…
ବିଜେଡି, ଭାଜପା କନ୍ଦଳରେ କଂଗ୍ରେସ ଖୁସ୍
ଖୋର୍ଦ୍ଧା,୨୫ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଅତୀତରେ କମ୍ୟୁନିଷ୍ଟ ନେତା ଗଙ୍ଗାଧର ପାଇକରାୟ, ସତ୍ୟାନନ୍ଦ ଚମ୍ପତିରାୟ, ଚିନ୍ତାମଣି ପାଣିଗ୍ରାହୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପ୍ରଶାନ୍ତ ନନ୍ଦ ପ୍ରମୁଖ ନିଜ ଭାଗ୍ୟ ପରୀକ୍ଷା କରିଥିଲେ। ଜାନକୀ ବଲ୍ଲଭ ଓ…
ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର
ଜଗତ୍ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…
ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ
କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…
ବିଷାକ୍ତ ଖାଦ୍ୟରୁ ବ୍ୟାପୁଛି ଝାଡ଼ାବାନ୍ତି
ଯାଜପୁରରୋଡ୍/କୋରେଇ, ୨୪ା୨ (ପବିତ୍ର ରଞ୍ଜନ ମହାନ୍ତି/ ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଶଙ୍ଖଚିଲା ଅଞ୍ଚଳରେ ୨ଦିନ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଶଙ୍ଖଚିଲା ହାଟରେ ଦହିବରା ଏବଂ ଚଟପଟି ଦୋକନରୁ ଖାଦ୍ୟଖାଇ ସଂଖ୍ୟାଧିକ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ…
ଇଂଲିଶରେ କପିକରି ଧରାପଡ଼ିଲେ ୪୨ ପରୀକ୍ଷାର୍ଥୀ
କଟକ,୨୪ା୨ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାର ଦ୍ୱିତୀୟ ଭାଷା ଇଂଲିଶରେ ୪୨ ଜଣ ପରୀକ୍ଷାର୍ଥୀ ଶୁକ୍ରବାର ମାଲପ୍ରାକ୍ଟିସ୍(ଏମ୍ପି) ହୋଇଛନ୍ତି। ସେମାନେ ପରୀକ୍ଷା ହଲ୍ରେ ଅସତ୍ ଉପାୟ ଅବଲମ୍ବନ କରି ଉତ୍ତର ଲେଖୁଥିବାବେଳେ ସ୍କ୍ବାଡ୍…
ଆଜିଠୁ ବର୍ଷିବ ବର୍ଷା
ଭୁବନେଶ୍ୱର,୨୪।୨: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡ଼ିଗ୍ରୀ ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଏପରିକି ଶନିବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଏପରିକି ମୟୁରଭଞ୍ଜ, କେନ୍ଦୁଝର,…
କପି ଧରିଲା ଏଆଇ: ବଦଳିଲେ ୬ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ, ପର୍ଯ୍ୟବେକ୍ଷକ
କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀରକିଶୋର ଦାଶ),୨୩ା୨: କେନ୍ଦୁଝର ଜିଲାର ବିଭିନ୍ନ ମାଟ୍ରିକ ପରୀକ୍ଷା କେନ୍ଦ୍ରରେ କପି ହେଉଥିବା ଏଆଇ ପକ୍ଷରୁ ଜଣାପଡ଼ିଛି। ଜିଲା ଶିକ୍ଷା ବିଭାଗ ପକ୍ଷରୁ କେନ୍ଦ୍ରର ୬ ଅଧୀକ୍ଷକ ଓ ପର୍ଯ୍ୟବେକ୍ଷକଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ…
ଶ୍ୱଶୁର ଘର ଜାଳିଦେଲେ ଜ୍ୱାଇଁ
କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆଁ ଆଳତୁମା ଗାଁରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଶ୍ୱଶୁର ଘରେ ଜ୍ୱାଇଁ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ ବଖରା ଘର ଜଳିଯାଇଛି। ଶୁକ୍ରବାର…
କିନ୍ନରଙ୍କୁ ପ୍ରେମ କରି କରିଥିଲେ ବିବାହ, ପରେ ପ୍ରତାରଣା କରି…
କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…
ତାତିଗଲେ ଲୋକେ ବୋହି ନେଲେ କୁକୁଡ଼ା
ପରଜଙ୍ଗ,୨୩।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ଗାଁରେ କୁକୁଡ଼ା ଚିଆଁ ବଣ୍ଟନ ବେଳେ ହଟ୍ଟଗୋଳ ହୋଇଛି । ଉତ୍ତ୍ୟକ୍ତ ଲୋକେ କୁକୁଡ଼ା ଚିଆଁ ବୋହି ନେଇଛନ୍ତି। ୨୦୨୨-୨୩ ମସିହାରେ ପରଜଙ୍ଗ ଆଇସିଡିଏସ୍ ରିପୋର୍ଟ ଅନୁଯାୟୀ ବ୍ଲକର ବିଭିନ୍ନ ଅଞ୍ଚଳରେ…
ଗନ୍ଧମାର୍ଦ୍ଦନ ପାହାଡ଼ରେ ଯବାନ- ମାଓବାଦୀଙ୍କ ଗୁଳି ବିନିମୟ
ବରଗଡ଼/ପାଇକମାଳ,୨୩।୨(ପ୍ରେମାନନ୍ଦ ଖମାରୀ/ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ପାହାଡ଼ରେ ଦୀର୍ଘଦିନ ବ୍ୟବଧାନ ପରେ ମାଓବାଦୀଙ୍କ ଗତିବିଧି ପୁଣି ପରିଲକ୍ଷିତ ହୋଇଛି । ଶୁକ୍ରବାର ସ୍ଥାନୀୟ ଖଣ୍ଡିଝରନ ଡ୍ୟାମ୍ ନିକଟ ଜଙ୍ଗଲରେ ଏସ୍ଓଜି ଯବାନମାନେ ମାଓବାଦୀଙ୍କ କ୍ୟାମ୍ପ ଠାବ କରିଛନ୍ତି।…
Archives


