ଆମ ଜିଲା ଖବର

ଜାତୀୟ ଉଦ୍ୟାନର ୩ ନଦୀ ସିଷ୍ଟମରେ ଜଳାଭାବ

କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆର୍ଦ୍ରଭୂମିକୁ ସଂଲଗ୍ନ କରୁଥିବା ୩ ନଦୀ ସିଷ୍ଟମ ଜଳାଭାବରୁ…

ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର…

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ…

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି ଅଧିକ୍ଷକ ଏବଂ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ନୂଆ ସରକାର ଗଠନ…

ଅନ୍ଧ ବିଶ୍ୱାସର କରୁଣ ପରିଣତି: ଗୁଣିଆକୁ ଭରଷା କରି ଚାଲିଗଲା ଜୀବନ

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ଅନ୍ଧ ବିଶ୍ୱାସର କରୁଣ ପରିଣତି ପୁଣି ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଆଦିବାସୀ ଯୁବକଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା । ବିଷ ଝାଡିବାକୁ ଗୁଣିଆ ସାଜିଥିଲା ଭରଷା । ପରିବାର ଲୋକ ଗୁଣିଆ…

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ ରାପିଡ…

ମହୁମାଛି ଆକ୍ରମଣରେ ଜେଜେ ମୃତ, ନାତି ଗୁରୁତର

ମାଲକାନଗିରି,୨୫।୬: ମାଲକାନଗିର ଜିଲା ମାଛକୁଣ୍ଡ ଥାନା ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ ମଙ୍ଗଳାବର ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ ନାତି ଗୁରୁତର ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ମିଳିଥିବା…

ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର ତଦନ୍ତ…

ଆରମ୍ଭରୁ ଧୋକା ଦେଲା ମୌସୁମୀ

ଯାଜପୁର,୨୫ା୬(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଚାଷୀମାନଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ। ଜିଲାରେ ଜୁନ ମାସରେ ସ୍ବାଭାବିକ ବୃଷ୍ଟିପାତ ୨୩୨.୯ ମିମି ନିଦ୍ଧର୍ର୍ାରିତ ହୋଇଛି। ହେଲେ ଚଳିତ ମାସ ୨୪ ତାରିଖ ସୁଦ୍ଧା ଏହାର ୫୫ ପ୍ରତିଶତ କମ୍‌ ଅର୍ଥାତ ହାରାହାରି…

ଅବ୍ୟବସ୍ଥା ଘେରରେ ପ୍ରଭୁ ଗୋରେଖନାଥ ପୀଠ

ରଘୁନାଥପୁର,୨୫ା୬(ରାଜେନ୍ଦ୍ର ନାରାୟଣ ସିଂହ): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠର ମହିମା ସୁଦୂର ପ୍ରସାରୀ। ଦୈନନ୍ଦିନ ବହୁ ହଜାର ଭକ୍ତ ପ୍ରଭୁଙ୍କ ଦର୍ଶନ ପାଇଁ ଆସିଥାନ୍ତି। ମାତ୍ର ଏଠାରେ ଅନେକ ଅବ୍ୟବସ୍ଥା ଥିବାରୁ ଭକ୍ତଙ୍କ…

ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର/ଚମ୍ପୁଆ/ ଝୁମ୍ପୁରା,୨୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ରାଜ୍ୟର ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ୨ ଦିନିଆ ଗସ୍ତରେ…

ରାସ୍ତାକଡ଼ରୁ ମିଳିଲା ଶିଶୁପୁତ୍ର

ନୂଆପଡ଼ା,୨୪ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା କୁରୁମପୁରି ପଞ୍ଚାୟତ ବେଲମୁଣ୍ଡିଆ ପଡ଼ା ରାସ୍ତାପାର୍ଶ୍ୱରୁ ସୋମବାର ଏକ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ବୟସ ଏକ ମାସରୁ ଦେଢମାସ ଭିତରେ ହେବ ବୋଲି ଅନୁମାନ କରାଯାଉଛି ା ଲଖନା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?