ଆମ ଜିଲା ଖବର

୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଏବଂ ଏସ୍‌ପି ପି.ଏସ୍‌ ମୀନାଙ୍କ ଉପସ୍ଥିତିରେ ଶୁକ୍ରବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଗାଙ୍ଗଲୁର ଥାନା…

ଯୁବକଙ୍କୁ ଖଣ୍ଡାରେ ହାଣି ଟଙ୍କା, ସୁନା ଚେନ୍‌ ଲୁଟ

ଗୋପାଳପୁର,୩୦।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଏକ ଜରି ଫେକ୍ଟ୍ରି ନିକଟରେ ଜଣେ ଯୁବକଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରି ୩୦ ହାଜର ଟଙ୍କା ସହ ସୁନା ଚେନ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି। ତଦନ୍ତ…

ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ କରିଥିଲା। ଠିକ୍‌ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ ବନ…

ରେଣ୍ଡୋ ମାଝିଙ୍କ ଶହୀଦ ଦିବସରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆଦିବାସୀ ସଂଘ ପକ୍ଷରୁ ରେଣ୍ଡୋ ମାଝିଙ୍କ ୧୬୯ ତମ ଶହୀଦ ଦିବସ ପାଳନ ଓ ଜିଲାରେ ନିର୍ମାଣାଧୀନ ଆଦିବାସୀ ଭବନର ଶୁଭ ଉଦ୍‌ଘାଟନ କରିବା ପାଇଁ ଜିଲା ଆଦିବାସୀ ସଂଘର ଏକ ପ୍ରତିନିଧି ଦଳ…

ପାଳ ଭାଡ଼ିତଳୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ କରଦାଙ୍ଗି ଗ୍ରାମରୁ ଅପହୃତ ନାବାଳକ ଶାନ୍ତନୁ ପାତ୍ର(୧୨)ଙ୍କୁ ପୋଲିସ ଉଦ୍ଧାର କରିଛି। ନାବାଳକ ମୁମୂର୍ଷୁ ଅବସ୍ଥାରେ ଏକ ପାଳ ଭାଡ଼ିତଳେ ପଡ଼ିଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତଲକୋଇ ଗୋଷ୍ଠୀ…

ବାପଘରୁ ଶାଶୁଘର ଫେରିବା ବେଳେ ମହିଳାଙ୍କୁ ଗଣବଳାତ୍କାର

ବାଲେଶ୍ୱର,୩୦।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ବାଲିଆପାଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ନିଆଁ…

ଓଲଟିଲା ସ୍କୁଲ ଭ୍ୟାନ: ୧୦ ଛାତ୍ରୀଛାତ୍ର ଆହତ

ଚାନ୍ଦବାଲି:୮।୩୦: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…

ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର:୩୦।୮: ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ। ଏ ନେଇ ସବୁ ଜିଲାପାଳ ଏବଂ ବିଭାଗକୁ…

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର…

ଗଣେଶ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ: ମୂର୍ତ୍ତି ତିଆରିରେ ମଗ୍ନ କାରିଗର

ବାଲିଗୁଡା, ୩୦୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଧରାପୃଷ୍ଟରେ ପ୍ରଭୁ ଗଣେଶ ଅବତରଣ ପୂର୍ବରୁ ଗଣେଶ ମୂର୍ତ୍ତି ତିଆରି କରିବା ବ୍ୟସ୍ତରେ ମୂର୍ତ୍ତି କାରିଗର। ଆସନ୍ତା ମାସ ସପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଗଣେଶ ପୂଜା ହେବ।…

ବିଭିନ୍ନ ଦାବି ନେଇ ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଉପଭୋକ୍ତା

ନିରାକାରପୁର,୩୦।୮(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ଦାବି ନେଇ ୭/୮ ଟି ପଞ୍ଚାୟତର ସହ ସହ ଉପଭୋକ୍ତା ମାନେ ନିରାକାରପୁର ବିଦ୍ୟୁତ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମାନରେ ଆଜି ଧାରଣା ଦେଇଛନ୍ତି। ଧାରଣା କରି ଉପଭୋକ୍ତାମାନେ ଅଭିଯୋଗ କରୁଛନ୍ତି, ଟାଟା କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?