ଆମ ଜିଲା ଖବର

ବାରିପଦାରୁ ଗଡ଼ିଲା ୧୪ ସରକାରୀ ବସ୍‌, ଗଡୁନି ଘରୋଇ ବସ୍‌

ବାରିପଦା,୨୩ା୬: ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ଜିଲାରେ ସରକାରୀ ବସ୍‌ ସେବା ରବିବାରଠାରୁ ଆରମ୍ଭ ହୋଇଛି। ବସ୍‌ ମାଲିକ ସଂଘର ଧର୍ମଘଟ ଯୋଗୁ ଶୁକ୍ରବାର ରାତିରୁ ବସ୍‌ ଚଳାଚଳ ବନ୍ଦ ପରେ ଜିଲା ପ୍ରଶାସନ ଏଭଳି ପଦକ୍ଷେପ…

ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ…

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍‌ ପାଇଁ ସଂଘର୍ଷ

ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ…

କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର

ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଏକ…

ଅଧିକାରୀଙ୍କୁ ନାଳକୁ ଠେଲିଦେଲେ

ଯୋଡ଼ା,୨୩ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଦେଓଝରରେ ଥିବା ଏକ କମ୍ପାନୀର ତୈଳଯୁକ୍ତ ଜଳ ନିକଟବର୍ତ୍ତୀ ଗ୍ରାମରେ ଥିବା ନାଳରେ ମିଶିବାକୁ ନେଇ କିଛିଦିନ ହେବ ଉତ୍ତେଜନା ଲାଗି ରହିଛି। ଗ୍ରାମବାସୀ ଶନିବାର ସଂସ୍ଥାର କେତେଜଣ ଅଧିକାରୀଙ୍କୁ ନାଳ ପାଣି…

ବର୍ଷେ ପରେ ବି କାମରେ ଆସୁନି

କଟକ, ୨୩ା୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟରେ ଶିଶୁ ରୋଗ ଚିକିତ୍ସା ଦିଗରେ କଟକ ଶିଶୁଭବନ ଗୁରୁତ୍ୱପୂର୍ଣ ଭୂମିକା ବହନ କରିଆସୁଛି। ତେଣୁ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ଲକ୍ଷ୍ୟରେ ୧୨୭ କୋଟି ଟଙ୍କା ବ୍ୟୟରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ନାତକୋତ୍ତର ଶିଶୁରୋଗ…

ନିମ୍ନମାନର ରାସ୍ତା,ସେତୁକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା,୨୩ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନିର୍ମାଣ ହେଉଥିବା ରାସ୍ତାର ସ୍ଥାୟିତ୍ୱ ବର୍ଷଟିଏ ରହୁନାହିଁ । ନିର୍ମାଣ ପରେ ଅଥବା କାମ ଚାଲୁଥିବା ବେଳେ ସେତୁ ଭୁଶୁଡ଼ି ପଡୁଛି। ଗତ ୮ ତାରିଖରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ତିନିମୁହାଣୀ ନିକଟ ଚଟିପୋଲର କିଛି…

୩ ବର୍ଷ ହେଲା ତଳେ ବସି ପଢୁଛନ୍ତି ଛାତ୍ରୀଛାତ୍ର

ଡେରାବିଶ, ୨୩ା୬(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୨୨ରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ…

ପାନୀୟ ଜଳ ବଦଳରେ ଆସୁଛି ଦୂଷିତ ପାଣି

ପଟ୍ଟାମୁଣ୍ଡାଇ,୨୩ା୬(କଳ୍ପତରୁ ନାୟକ): ଗ୍ରାମାଞ୍ଚଳର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ଏଥିପାଇଁ ଅନେକ କୋଟି ଟଙ୍କା ବ୍ୟୟ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ହେଲେ…

ମୂଳ ଖରସ୍ରୋତା ପୁନରୁଦ୍ଧାର ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ: ବିଧାୟକ

ରସୁଲପୁର,୨୩ା୬(ରଞ୍ଜିତ ରାଉତ): ମୂଳ ଖରସ୍ରୋତାର ପୁନରୁଦ୍ଧାର ଦିଗରେ କୋରେଇ ବିଧାୟକ ଆକାଶ ଦାସନାୟକ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଖରସ୍ରୋତା ପୁନରୁଦ୍ଧାର ସମିତି, ମଧୁବନ ହାଟ ଏବଂ ରସୁଲପୁର ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଗୋପାଳପୁର ଡାକବଙ୍ଗଳା ପରିସରରେ…

ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୩ା୬, (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମବାୟ ବୟନ, ହସ୍ତତନ୍ତ ଏବଂ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ…

୬ ବର୍ଷ ହେଲା ପ୍ରତିଶ୍ରୁତିରେ ବସ୍‌ ଟର୍ମିନାଲ

ଯାଜପୁର,୨୩ା୬ (ହର୍ଷବର୍ଦ୍ଧନ ବେହେରା): ପୌରାଣିକ ଓ ଐତିହାସିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ସହରର ନବକଳେବର ହୋଇଛି। ଇତିମଧ୍ୟରେ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇ ମେଡିକାଲ କଲେଜ, ମିନି ସଚିବାଳୟ, ଜିଲା ସଦର ଡାକ୍ତରଖାନାର ଉନ୍ନତୀକରଣ, ରାସ୍ତା ପ୍ରଶସ୍ତୀକରଣ, ଜିଲା କୋର୍ଟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?