ଆମ ଜିଲା ଖବର

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଛି। ବର୍ତ୍ତମାନ ସୁଦ୍ଧା ବ୍ରିଜ୍‌ଟିର ଗୋଟିଏ ପଟ…

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…

ଘର ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ସିଙ୍ଗଡ଼ାପଲ୍ଲୀ ଗ୍ରାମରେ ଏକ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ଖଲ୍ଲିକୋଟ ଥାନା ପୋଲିସ। ମୃତ ଯୁବକ ଜଣଙ୍କ ତାଳପଡ଼ା ଗ୍ରାମର ଦୀପକ ପାହାନ ବୋଲି ଜଣାପଡ଼ିଛି।…

ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌

ବାରିପଦା,୨୨ା୬: ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌। ବସ୍‌ ନ ଗହିବା ବିବାଦ ତୁଟିବା ପରେ ଏନେଇ ନିଷ୍ପତ୍ତି ହୋଇଛି ମୟୂରଭଞ୍ଜ ଏସପି କହିଛନ୍ତି। ଏସପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏନେଇ ସମାଧାନ ହୋଇଛି। ସଂଧ୍ୟା ୭ଟାରୁ ସ୍ବାଭାବିକ ହେବ ବସ ଚଳାଚଳ।…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ…

ଜି ଉଦୟଗିରରେ ଜଗନ୍ନାଥଙ୍କ ଗଜାନନ ବେଶ

ଜି ଉଦୟଗିରି,୨୨।୬(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ…

ମା’-ବାପାଙ୍କୁ ହତ୍ୟା କରି ପୋତିଦେଲା ପୁଅ

ସିମୁଳିଆ,୨୨।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି। ବାରି ପଛପଟୁ ଦୁର୍ଗନ୍ଧ ହେବା…

ଅଚ୍ୟୁତାନନ୍ଦଙ୍କ ପୀଠରେ ସ୍ନାନପୂର୍ଣ୍ଣିମା

ନିଶ୍ଚିନ୍ତକୋଇଲି,୨୨।୬(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମହାପୁରୁଷ ଶ୍ରୀଶ୍ରୀ ଅଚ୍ୟୁତାନନ୍ଦଙ୍କ ପୀଠରେ ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେଉଛି। ପାରମ୍ପରିକ ରୀତିନୀତି ଅନୁଯାଇ ଶନିବାର ପ୍ରଭାତରୁ ମହାପ୍ରଭୁ ଗୋପୀନାଥ ଓ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଶ୍ରଦ୍ଧାଳୁଙ୍କ ଦର୍ଶନ…

ଟ୍ରକ ତଳେ ଶୋଇଥିଲେ: ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବାଲିଗୁଡ଼ା:୨୨।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରକ ତଳେ ଶୋଇଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ । କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବୁଢ଼ାନଈ ନିକଟରେ ଘଟିଛି ଏଭଳି ଏକ ଅଘଟଣ । ଟ୍ରକର ଯାନ୍ତ୍ରିକ ତ୍ରୁଟି ଯୋଗୁ ୫ଦିନ ହେଲା ରାସ୍ତା କଡ଼ରେ…

ବାରିପଦା ବସଷ୍ଟାଣ୍ଡରୁ ବନ୍ଦ ରହିଛି ବସ୍‌ ଚଳାଚଳ

ବାରିପଦା,୨୨।୬: ବାରିପଦା ବସଷ୍ଟାଣ୍ଡରେ ୨ ଗୋଷ୍ଠୀ ମାରପିଟ ଘଟଣାରେ ଆଜି ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ତେବେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଘରୋଇ ବସ…

ମାରପିଟ ମାମଲା: ବଦଳିଲେ ଡାକ୍ତର, ଫାର୍ମାସିଷ୍ଟ

ଯାଜପୁରରୋଡ୍‌,୨୨ା୬(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ଓ ଡାକ୍ତରଙ୍କ ମଧ୍ୟରେ ହୋଇଥିବା ମାରପିଟ ଘଟଣା ପରେ ଉଭୟଙ୍କୁ ବଦଳି ନିର୍ଦ୍ଦେଶ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାର ତଦନ୍ତ କରି ଦାନ୍ତ ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଚିଠି…

ଭଙ୍ଗା ଦଦରା ଘରେ ଚାଲିଛି ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଯୋଡ଼ା,୨୨ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡା ସହର ମଧ୍ୟଭାଗରେ ଥିବା ୱାର୍ଡ ନଂ. ୪ ଝୁମ୍ପୁଡ଼ି ହାଟିଂରେ ଭଙ୍ଗା ଦଦରା ଘରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲିଛି। ଅଭିଯୋଗ ପରେ ମଧ୍ୟ ଗୃହର ମରାମତି କରାଯାଉନାହିଁ। ଫଳରେ ବିପଦସଙ୍କୁଳ ଅଙ୍ଗନୱାଡ଼ିକୁ ଶିଶୁମାନଙ୍କୁ ଛାଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?