ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଗ୍ରାମରେ। କୁସୁମୀ ଗ୍ରାମର ଫଗନୁ…
ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଭାଜପା କାର୍ଯ୍ୟକର୍ତ୍ତା ଏବଂ ଗ୍ରାମବାସୀଙ୍କ ସହ ଗ୍ରାମର ବିଭିନ୍ନ…
କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର
ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ ସୋମବାର ଜୟପାଟଣା ବ୍ଲକ ଭାଲୁ ବୁଟୁରା ନାଳ(ଜୋର)ରେ ଏକ କୁମ୍ଭୀର ରହିଥିବା ଦେଖିବାକୁ…
ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ
କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା ଜିମ କେନ୍ଦ୍ର ନିର୍ମାଣ ଶେଷ ପର୍ଯାୟରେ ଥିବାବେଳେ ସୂଚନା ଫଳକ ନାହିଁ। ତେଣୁ…
ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍
ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୨ଟି ଦେଶୀ ବନ୍ଧୁକ ସମେତ ବିଭିନ୍ନ ଶିକାର ସାମଗ୍ରୀ…
ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ
ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ ବିମାନ ଚଳାଚଳ ପାଇଁ ବିମାନବନ୍ଦରର ରନୱେ ସମ୍ପ୍ରସାରଣ କରାଯିବ। ଏହାକୁ ନେଇ ପ୍ରଶାସନ…
ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର
ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ କାର୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ କାର୍ରେ…
ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ
ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦର କାର୍ଯ୍ୟନିର୍ବାହୀ…
ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍ ସହ ୮ଟି ପ୍ଲଟ୍ ଠାବ
କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ ବହୁ ମୂଲ୍ୟବାନ ସମ୍ପତ୍ତିର ସନ୍ଧାନ ମିଳିଛି।…
ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍ ଅଫ୍
ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକେ ବଲାଙ୍ଗୀର ଟାଉନ ଥାନାରେ ଏକ ନିଖୋଜ ଅଭିଯୋଗ…
ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ
ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ ହୃଦୟବିଦାରକ ଘଟଣା ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଛେଦାଭୂମି ଗ୍ରାମରେ ଘଟିଛି।…
କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ
ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ଏମ୍ପିଙ୍କ ଗସ୍ତକୁ ନେଇ ସରକାରୀ…

