ଆମ ଜିଲା ଖବର

ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ, ଏଆରଆଇ

ସୁବର୍ଣ୍ଣପୁର,୨୧।୬: ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁର ଖଣ୍ଡହତାର ଆର୍‌ଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆର୍‌ଆଇ ପଞ୍ଚାନନ ଡାଙ୍ଗ। ଏକ ତଦନ୍ତ ରିପୋର୍ଟ ଦେବାପାଇଁ ଜଣେ ବ୍ୟକ୍ତିଙ୍କୁ ଆର୍‌ଆଇ ରାଜେନ୍ଦ୍ର, ଏଆର୍‌ଆଇ ପଞ୍ଚାନନ ୫ହଜାର ଟଙ୍କା ଲାଞ୍ଚ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଆଗକୁ ବଢିବ ବର୍ଷା

ବାଲିଗୁଡ଼ା,୨୧।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବାଥୁଡି ସମ୍ପ୍ରଦାୟର ୩ ବିଧାୟକ

ପାଟଣା,୨୧।୬(ବୀର କିଶୋର ଦାଶ): ଭୁବନେଶ୍ୱର ଷ୍ଟେଟ ଗେଷ୍ଟ ହାଉସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭାଜପାର ନବନିର୍ବାଚିତ ୩ ବାଥୁଡି ସମ୍ପ୍ରଦାୟର ବିଧାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ…

ସ୍ନାନଯାତ୍ରା ନେଇ ପ୍ରସ୍ତୁତି ଚୁଡ଼ାନ୍ତ: ଜଗିବେ ୬୮ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ,୨୧ା୬: ଶନିବାର ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା। ସ୍ନାନବେଦିରେ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ହେବ ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ନେଇ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ସରିନି ଧାନବିକ୍ରି, ବର୍ଷା ସାଜିଲା କାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନି। ଜିଲାରେ ବର୍ତ୍ତମାନ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ଏବେ ମଧ୍ୟ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ…

ଯୋଗ ଦିବସରେ ଏଭଳି ବାର୍ତ୍ତା ଦେଲେ ଏନ୍‌ଏସି ଅଧ୍ୟକ୍ଷ

କେସିଙ୍ଗା୨୧।୬(ତୁମେଶର ସାହୁ): କେସିଙ୍ଗା ବ୍ଲକ ପ୍ରଶାସନ ଏବଂ ଏନ୍‌ଏସିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ସକାଳ ୬.୩୦ରୁ ଲୋକେ ଖେଳ ଭବନରେ ପହଞ୍ଚି ଥିଲେ। ନାମ ପଞ୍ଜୀକରଣ ପରେ…

ଦାରିଙ୍ଗବାଡ଼ିରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପ୍ରାକ୍‌ ମୌସମୀ ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ବ୍ଲକ ଅଞ୍ଚଳର ପ୍ରାୟ ବିଭିନ୍ନ ଗାଁରେ ପ୍ରାକ୍‌…

‘ସୁସ୍ଥ ରହିବା ପାଇଁ ଯୋଗ ନିତ୍ୟାନ୍ତ ଜରୁରୀ: ପ୍ରଦୀପ ପାଣିଗ୍ରାହୀ’

ଛତ୍ରପୁର,୨୧।୬(ଦିଲ୍ଲୀପ ସାମଲ/ସନ୍ତୋଷ ପାଢୀ): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ରାଜ୍ୟରେ ଯୋଗ ଦିବସକୁ ବ୍ୟାପକ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ୧୦ତମ ଅନ୍ତର୍ଜାତିକ ଯୋଗ ଦିବସ ପାଳନର ଥିମ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’…

ଯୋଗ ଶରୀରକୁ ନିରୋଗ ରଖେ: ମନ୍ତ୍ରୀ

ଗୋପାଳପୁର,୨୧ା୬(ନବୀନ ରାଜ ଆଚାରୀ): ଶୁକ୍ରବାର ସାରା ବିଶ୍ୱରେ ପାଳିତ ହେଉଛି ୧୦ତମ ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ପରିପ୍ରେକ୍ଷୀରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର କନିସି ହାଟ ଓ ଗୋପାଳପୁର ଏନ୍‌ଏସିରେ ଯୋଗ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟରେ ରାଜ୍ୟ ବାଣିଜ୍ୟ…

ଦୀପାଳିଙ୍କ ଆବେଦନ ECIରେ ଗୃହୀତ

ଝାରସୁଗୁଡ଼ା,୨୧ା୬: ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ପ୍ରାର୍ଥିନୀ ଦୀପାଳି ଦାସଙ୍କ ଆବେଦନକୁ ନିର୍ବାଚନ କମିଶନ ଗ୍ରହଣ କରିଛନ୍ତି। ନିର୍ବାଚନ ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଦୀପାଳି ଇଭିଏମ୍‌ ଯାଞ୍ଚ ପାଇଁ ଜିଲା ନିର୍ବାଚନ ଅଧିକାରୀ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଯାଞ୍ଚ ଏବଂ…

ବନ୍ଧୁଗାଁ ବ୍ଲକରେ ମାଓବାଦୀ ପୋଷ୍ଟର, ସରକାରଙ୍କୁ ଟାର୍ଗେଟ୍‌ କରି ଲେଖିଲେ…

କୋରାପୁଟ/ନାରାୟଣପାଟଣା,୨୧ା୬(ଅମିତାଭ ବେହେରା/ରାଜକିଶୋର ଜେନା): ଶୁକ୍ରବାର ଭୋର୍‌ରୁ କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ସରପଲ୍ଲୀ ଛକ ଓ ଅଲମଣ୍ଡା ଛକରେ ମାଓବାଦୀଙ୍କ ପୋଷ୍ଟର ମରାଯାଇଛି। ଏହାପରେ ମାଓବାଦୀ ସେମାନଙ୍କ ଉପସ୍ଥିତିକୁ ଏକ ପ୍ରକାର ଜାହିର କରିଛନ୍ତି। ତେଲ୍‌ଗୁରେ ଲେଖାଥିବା ଏହି ପୋଷ୍ଟରରେ ସରକାରଙ୍କ…

‘ଉତ୍ତମ ଶରୀର ଗଠନରେ ଯୋଗ ମାଧ୍ୟମ’

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ସାରା ବିଶ୍ୱରେ ଆଜିର ଦିନରେ ଯୋଗ ଦିବସ ପାଳନ ହେଉଥିବା ବେଳେ ଗଞ୍ଜାମ ସହର ତହସିଲ କାର୍ଯ୍ୟାଳୟସ୍ଥିତ ଇଣ୍ଡୋର ଷ୍ଟାଡିଅମଠାରେ ଯୋଗ ଦିବସ ପାଳନ କରାଯାଇଛି। ବିଡିଓ ବସନ୍ତ ମଲିକ, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?