‘ଉତ୍ତମ ଶରୀର ଗଠନରେ ଯୋଗ ମାଧ୍ୟମ’
ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ସାରା ବିଶ୍ୱରେ ଆଜିର ଦିନରେ ଯୋଗ ଦିବସ ପାଳନ ହେଉଥିବା ବେଳେ ଗଞ୍ଜାମ ସହର ତହସିଲ କାର୍ଯ୍ୟାଳୟସ୍ଥିତ ଇଣ୍ଡୋର ଷ୍ଟାଡିଅମଠାରେ ଯୋଗ ଦିବସ ପାଳନ କରାଯାଇଛି। ବିଡିଓ ବସନ୍ତ ମଲିକ, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ବ୍ଲକ ଅଧ୍ୟକ୍ଷା…
କୁମ୍ଭୀର-ମଣିଷ ଲଢ଼େଇ ଜିଲାରେ ବଢୁଛି
କେନ୍ଦ୍ରାପଡ଼ା,୨୧ା୬(ଜଗନ୍ନାଥ ଧଳ): ପ୍ରଜନନ ଋତୁରେ କୁମ୍ଭୀର ହିଂସ୍ର ଆଚରଣ କରେ। ମଣିଷ, ପଶୁପକ୍ଷୀ ଏହି ହିଂସ୍ର ଜନ୍ତୁ ଆକ୍ରମଣର ଶିକାର ହୁଅନ୍ତି। ଏପରିକି ଜୀବନ ଯିବା ଏକ ସାମାନ୍ୟ ଘଟଣା ବୋଲି କେନ୍ଦ୍ରାପଡ଼ା ଜିଲାରେ ଦେଖିବାକୁ ମିଳୁଛି। ଗତ ୨୦୨୩ ଜୁନ୍ରୁ…
ନିମ୍ନମାନର ଛତୁଆରେ କମୁନି ପୁଷ୍ଟହୀନତା
ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୧ା୬: ଶିଶୁ, ଗର୍ଭବତୀ ଓ ପ୍ରସୂତିଙ୍କ ପୁଷ୍ଟିହୀନତା ତଥା ରକ୍ତହୀନତା ରୋଗ ହ୍ରାସ ଲକ୍ଷ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଉକ୍ତ ଛତୁଆ ପ୍ୟାକେଟରେ ଆବଶ୍ୟକ ପରିମାଣର ସାମଗ୍ରୀ ନ ମିଶାଇ ନିର୍ମାଣକାରୀ…
ଆଜି ପୂର୍ବାହ୍ନ ୧୧ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ, ୨୧ା୬(ଅଜିତ୍ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ସ୍ନାନଯାତ୍ରା। ଏହି ଅବସରରେ ଚତୁର୍ଦ୍ଧାବିଗ୍ରହ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ। ଶ୍ରୀବିଗ୍ରହମାନେ ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଭକ୍ତଙ୍କୁ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ। ତେବେ…
୨ଦିନରେ ୩ ଜୀବନ ନେଇଗଲେ ନାବାଳକ
ଭଦ୍ରକ,୨୧ା୬(ସନାତନ ରାଉତ): ଜଣେ ୧୫ ବର୍ଷୀୟ ନାବାଳକ ଦୁଇଦିନରେ ୩ଜଣଙ୍କ ଜୀବନ ନେଇଯାଇଛନ୍ତି। ପ୍ରଥମେ ନିଜ ଆଈଙ୍କୁ ମାରି ଦେବା ପରେ ଜଣେ ମହିଳା ଓ ତାଙ୍କ ଝିଅକୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ଭଦ୍ରକ…
୨ ଜିଲାକୁ ଯୋଡୁଛି ବାଉଁଶପୋଲ
ଚମ୍ପୁଆ,୨୧ା୬(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ୍ ଅନ୍ତର୍ଗତ କରଞ୍ଜିଆ ପଞ୍ଚାୟତର କାଟୁଳିକନାଠାରେ ବୈତରଣୀ ନଦୀ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ବାଉଁଶପୋଲ ୨ ଜିଲାକୁ ଯୋଡ଼ୁଛି। ପୋଲ ଉପରେ ୪ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀ ଯାତାୟାତ କରୁଛନ୍ତି। ୨ ଜିଲାକୁ ଗମନାଗମନ…
ଅପରିଷ୍କାର ହୋଇପଡ଼ିଛି ମଙ୍ଗଳା ନଦୀ
ପୁରୀ,୨୧ା୬(ଅଜିତ୍ କୁମାର ମହାନ୍ତି): ପୁରୀ ସଦର ବ୍ଲକ ସମଙ୍ଗରା ପଞ୍ଚାୟତ ଅନ୍ତର୍ଗତ ଖଡ଼ିପଦା ଗ୍ରାମର ମେଳଣ ପଡ଼ିଆରେ ଗୁରୁବାର ସମାଜସେବୀ ସୂର୍ଯ୍ୟନାରାୟଣ ରଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳା ନଦୀ ଅପରିଷ୍କାର ହୋଇପଡ଼ିଥିବାରୁ ଏହାର ପୁନରୁଦ୍ଧାର ପାଇଁ ବୈଠକରେ…
କାହିଁକି ହାରିଲା ବିଜେଡି: ଖୋଲାଖୋଲି କହିଦେଲେ ବବି ଦାସଙ୍କ ଭାଇ
ରସୁଲପୁର,୨୧ା୬(ରଞ୍ଜିତ ରାଉତ):ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ୯ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟାସଭ୍ୟ, ବିଜେଡିର ଛାମୁଆ କର୍ମୀଙ୍କୁ ନେଇ ଗୁରୁବାର କୁଆଖିଆ ଏସ୍କେ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନରେ…
ସାମୁଦ୍ରିକ ମାଛ ନେବାକୁ ଆମେରିକା ଅରାଜି
ପାରାଦୀପ,୨୧ା୬(ଶରତ ରାଉତ): ଓଡ଼ିଶା ସମେତ ଦେଶର ପୂର୍ବ ଉପକୂଳବର୍ତ୍ତୀ ରାଜ୍ୟରେ ପ୍ରମୁଖ ରୋଜଗାରର ଉତ୍ସ ହେଉଛି ସାମୁଦ୍ରିକ ମାଛ। ସମୁଦ୍ରରୁ ମାଛ ଧରି ବିଦେଶକୁ ରପ୍ତାନି କରି ମତ୍ସ୍ୟଜୀବୀମାନେ ପ୍ରତିପୋଷଣ ହୋଇଥାନ୍ତି। ସାମୁଦ୍ରିକ ମାଛର ବଡ଼ ବଜାର ହେଲା ଆମେରିକା। ଚଳିତ…
ସମ୍ବଲପୁରରେ ଜଣ୍ଡିସ୍ ଆତଙ୍କ: ୫୯ ଚିହ୍ନଟ
ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ ଭାବେ ଗତ ଏକ ମାସ ମଧ୍ୟରେ ୫୯ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ…
‘ମୁଁ ଭାବିଥିଲି ସରକାରୀ ଦଳରେ ରହିବି, ହେଲେ ଈଶ୍ୱରଙ୍କ ଇଚ୍ଛା…’ : ଗଣେଶ୍ୱର ବେହେରା
ଭୁବନେଶ୍ୱର,୨୦ା୬: କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବିଜେଡିର ପରାଜୟକୁ ଅନ୍ତରରୁ ସ୍ବୀକାର କରିପାରୁ ନାହାନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଗୋପବନ୍ଧୁଙ୍କ କଥା ଅକ୍ଷରେ ଅକ୍ଷରେ ସତ ହେଲା। ସେ ଭାବୁଥିଲେ ସରକାରୀ ଦଳରେ ରହିବେ। ହେଲେ ଈଶ୍ୱରଙ୍କ…
ଆମପାଣି ଘାଟିରେ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା
କୋକସରା,୨୦ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିର ଏକ ବୁଲାଣିରେ ଗୁରୁବାର ସାରେ ଜଗଦଲପୁରରୁ କଣ୍ଟାବାଞ୍ଜି ଯାଉଥିବା ଏକ କାର୍ ଓ ବିପରୀତ ଦିଗରୁ ଆସୁଥିବା ମାଲ ବୋଝେଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…

