ଆମ ଜିଲା ଖବର

୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୦ା୬: ମାଲକାନଗିରି ଏସ୍‌ପିଙ୍କ ପାଖରେ ଗୁରୁବାର ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୩ ମାଓବାଦୀ ଛତିଶଗଡ଼ର ବୋଲି ସୂଚନା ମିଳିଛି। ତେବେ ୪ ବର୍ଷ ହେଲା ଏହି ମାଓବାଦୀମାନେ ମାଓବାଦୀ ସଂଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ। ସମାଜର…

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍‌

କଟକ,୨୦ା୬: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍‌ ଦାଖଲ କରାଯାଇଛି। କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ…

ଘରୁ ରାଗି ଚାଲି ଯାଇଥିଲେ ବୃଦ୍ଧା, ଆଜି ଡ୍ୟାମ୍‌ରେ ଭାସୁଛି ମୃତଦେହ

ଗଞ୍ଜାମ,୨୦ା୬(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନସ୍ଥ କସିପଡ଼ା ଫାଣ୍ଡିସ୍ଥିତ ଧନେଇ ଜଳଭଣ୍ତାରରେ ଜଣେ ବୃଦ୍ଧାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ଦେଖିବା ପରେ କସିପଡ଼ା ଗ୍ରାମରେ ଥିବା ଫାଣ୍ତି ଅଧିକାରୀଙ୍କୁ ଖବର ଦେଇଥିଲେ। ଖବର ପାଇ…

କୁନ୍ଦୁଲି ଡବଲ ମର୍ଡର: ୩ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଟ୍ଟାଙ୍ଗି,୨୦ା୬(ଶରତ ଧଳ): ଅକ୍ଟୋବର ମାସରେ କୁନ୍ଦୁଲି ସାପ୍ତାହିକ ହାଟରେ ଘଟିଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତମାନଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତଥା…

ବସ୍‌ରୁ ଓହ୍ଲାଉଥିବା ବେଳେ ପିଟିଦେଲା କାର୍‌, ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଦିଗପହଣ୍ଡି,୨୦ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମଳାଭଞ୍ଜା ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଦ୍ରୁତଗାମୀ କାର୍‌ (ନଂ. ଓଡି ୧୮ ଜେ-୦୬୦୫) ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ…

ସମୁଦ୍ରରେ ବୁଡ଼ିଯିବାର ୧୮ ଘଣ୍ଟା ପରେ ବି ମିଳୁନି ଛାତ୍ରଙ୍କ ପତ୍ତା, ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟର ନିୟୋଜିତ

ଛତ୍ରପୁର,୨୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ପତ୍ତା ମିଳିପାରିନାହିଁ। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଆରସି ନିର୍ଦ୍ଦେଶ କ୍ରମେ ହେଲିକପ୍ଟର ଯୋଗେ ଖୋଜା ଖୋଜି…

ବାଲେଶ୍ୱରରେ ଜୁନ୍‌ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ

ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି ରହିଛି। ଗୁରୁବାର ଇଣ୍ଟରନେଟ୍‌ ସେବା ବନ୍ଦକୁ ଜୁନ୍‌ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ…

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ ରହିଛି।…

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ ସୁକିନ୍ଦା ଖଣି ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବା ସହ ବ୍ୟାସନଗର ସହରରେ ୧୦୦ ଶଯ୍ୟା…

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ ବି ବର୍ଷା ହେଉ ନ ଥିବାରୁ ଧାନ ଚାଷ ପ୍ରାରମ୍ଭରୁ ଚାଷୀର ଚିନ୍ତା…

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?