ଆମ ଜିଲା ଖବର

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାରଠାରୁ ଏହି କଟକଣାରେ ସାମାନ୍ୟ କୋହଳ କରାଯିବ। ସକାଳ ୭ଟାରୁ…

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପନ୍ଦରା ସାହିର ସାଗର ଜେନା ବୋଲି…

ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ଉକ୍ତ ଘଟଣା ଘଟିଛି ବେଗୁନିଆପଡ଼ା…

ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍‌ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲାଯିବ ନିଷ୍ପତ୍ତି ହୋଇନି। ଜଣେ ଏଏସ୍‌ଆଇ ଅଧିକାରୀ ଏ…

ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି। ସେହିପରି ଗୁରୁବାର ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା କର୍ଫ୍ୟୁ କୋହଳ କରାଯାଇଛି। ଏହାସହିତ…

ଓଲଟିଲା ଯାତ୍ରୀବାହୀ ଅଟୋ

ଦିଗପହଣ୍ଡି,୧୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଅନଙ୍ଗପୁର ଗାଁ ନିକଟ ମୁଖ୍ୟରାସ୍ତାରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି ୦୭ ଜେଡ୍‌-୬୮୭୨) ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିବାରୁ ଅଟୋ ଚାଳକଙ୍କ ସମେତ ୬…

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ ଅନୁଧ୍ୟାନ କରି ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ଯାଏ କର୍ଫ୍ୟୁ କୋହଳ କରିବାକୁ…

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ…

ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍‌ଲୋଡ୍‌

କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍‌ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍‌ ଇନ୍‌ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍‌ସାଇଟ୍‌ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ । କିପରି…

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?