ଆମ ଜିଲା ଖବର

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁଣ୍ଡିଆ ଥାନା ତାମଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ୧୫…

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ ଖୋଜା ଆରମ୍ଭ ହୋଇଛି। ତେବେ ଡିପ୍‌ଥେରିଆ ରୋଗରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ ଚାଷୀ ଚାଷକାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏ ପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପକ୍ଷେ ଚାଷ…

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ। ଆଗାମୀଦିନରେ ଲଗାତାର ବର୍ଷା ନ ହେଲେ ଖରିଫ ଚାଷ ପ୍ରଭାବିତ ହେବ। ଏହାଛଡା…

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ ସହର ଓ ବ୍ଲକ ଅଧୀନ ସମସ୍ତ ପଞ୍ଚାୟତର କର୍ମକର୍ତ୍ତା ଯୋଗ ଦେଇଥିଲେ। ବୈଠକରେ ସଦର…

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ…

ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ: ଧର୍ମେନ୍ଦ୍ର

ସମ୍ବଲପୁର,୧୭।୬(ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ରାସ୍ତାଘାଟ, ପିଇବା ପାଣି, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସୁଧୁରିବା ପାଇଁ ଦୀର୍ଘମିଆଦୀ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି। ଅଞ୍ଚଳର ମୌଳିକ ସମସ୍ୟା ଦୂରୀକରଣ ସହ ଲୋକଙ୍କ ଆକାଂକ୍ଷା ସହ…

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା ସରକାର ଶାସନ ଗାଦିକୁ ଆସିବା ପୂର୍ବରୁ ଭକ୍ତଙ୍କ ନିମନ୍ତେ ଚାରିଦ୍ୱାର ଖୋଲାଯିବା ସହ ରତ୍ନଭଣ୍ଡାର…

‘ଯେତେ ମୁଣ୍ଡ ଯାଉଛି ଯାଉ କମ୍ପାନୀ ହାତରେ କୁଟ୍ରୁ ମାଳି ଟେକି ଦେବୁ ନାହିଁ’

ଥୁଆମୂଳ ରାମପୁର,୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ କେରପାଇ ପଞ୍ଚାୟତ କୁଟ୍ରୁ ମାଳି ପାହାଡ଼ରେ ରବିବାର ଏକ ସଂଗ୍ରାମୀ ସଭା ଅନୁଷ୍ଠିତ ହୋଇଯାଇଛି l ସଭାକୁ ହୀରାମଲ ନାଏକ ଓ ପୂଜାରୀ ମାଝୀ ଆୟୋଜନ କରିଥିବା ବେଳେ…

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ ଭଡାଘରୁ ରବିବାର ପୋଲିସ ଜବତ କରିଛି। ରେଢାଖୋଲ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ…

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨ ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ଦୁଇ ସାଙ୍ଗ ଗୁହାରିଆପାଟରୁ ଭରସା…

ମେଳାରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ନରସିଂହ ବେହେରା ନାମକ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ନରସିଂହଙ୍କ ପୁଅ ହୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?