ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା
ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଚାମେଲୀ ଓଝାଙ୍କ ଅଭିଯୋଗ ଅନୁଯାୟୀ, ମହାକାଳପଡ଼ା ବ୍ଲକରେ…
ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…
କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି ତାଙ୍କ ନିଜ ଚାଷ ଜମିରେ ରାସ୍ତା ନ ଥିବା ଏକ ସ୍ଥାନରେ ତିନି…
କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…
ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ହେଲେ ପୂର୍ଣ୍ଣଚନ୍ଦ୍ର…
ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…
ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା କରାଖଣ୍ଡି ଗ୍ରାମର ନଟବର ପ୍ରଧାନ(୭୫) ଭୋର ପ୍ରାୟ ସାଢେ ୫ ଟାରେ ସ୍ବାସ୍ଥ୍ୟକେନ୍ଦ୍ର…
ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ
ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ନିର୍ଦ୍ଦେଶରେ କୋଭିଡ୍…
ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ
ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ କୋର୍ଟ ପରିସର ଓ ଏହାର ଆଖପାଖ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପ୍ରଚାରିତ…
ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା
ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ ଆସିଛି। କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅଁଳାଭଟା ପଞ୍ଚାୟତର ଦାବିରୀଘାଟି ଗାଁରୁ। ଏହି…
ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ କରି ଆସୁଛନ୍ତି। ଜଣେ ବାପା ଛେଉଣ୍ଡ ଝିଅର ବିବାହ ପାଇଁ ସହାୟତାର ହାତ…
ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ
ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲା ଶରଣକୁଳ ଥାନା ଅଞ୍ଚଳର…
ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…
ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଦେଖିବାକୁ ମିଳିଛି। ଚିକିତ୍ସା…
ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ
ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ବଡ଼ଧରଣର ଚଢ଼ାଉ ଆରମ୍ଭ କରିଛି। ଜୟପୁରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ…
ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…
ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ ଟ୍ରଲର ରବିବାର ଦକ୍ଷିଣ ୨୪ ପ୍ରଗଣା ଜିଲା ବକଖାଲିଠାରୁ ୩୫ କିମି ଦୂର…

