ଆମ ଜିଲା ଖବର

ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍‌ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍‌…

ଜନ୍ମମାଟିରେ ପହଞ୍ଚିଲା କୁଏଟ୍‌ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ

ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍‌ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ…

କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର

ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ ହୋଇଛି।…

ଆନ୍ତଃଜିଲା ଚୋର ଗ୍ୟାଙ୍ଗ ଠାବ, ୮ଗିରଫ

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଚୋରିଗ୍ୟାଙ୍ଗଙ୍କୁ ଗିରଫ କରିଛି। ପୋଲିସ ସମୂଦାୟ ୮ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ୬ ଅଭିଯୁକ୍ତ ଚୋରିଗ୍ୟାଙ୍ଗର ହୋଇଥିବାବେଳେ ଅନ୍ୟ ୨ଜଣ ଚୋରି ସାମଗ୍ରୀ ଗ୍ରହଣ କରି ଗିରଫ ହୋଇଛନ୍ତି। ଗିରଫ…

କେନ୍ଦୁପତ୍ର କାରବାର ହ୍ରାସ ପାଇବା ସମ୍ଭାବନା

ଝାରସୁଗୁଡ଼ା,୧୫।୬(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲାର କେନ୍ଦୁପତ୍ର ୩୦ ବର୍ଷ ତଳେ ଚାହିଦା ବେଶ ରହିଥିବା ବେଳେ ଶିଳ୍ପାୟନ ପ୍ରଭାବରେ କେନ୍ଦୁପତ୍ର ଆଗାମୀ ଦିନରେ ହ୍ରାସ ପାଇବା ସହ ବନ୍ଦ ହେବା ନେଇ ସମ୍ଭାବନା ରହିଛି। ଝାରସୁଗୁଡ଼ା ବନଖଣ୍ଡ କେନ୍ଦୁପତ୍ର କାର୍ଯ୍ୟାଳୟ ଅଧୀନରେ…

ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି…

ପ୍ରକଳ୍ପ ଅଚଳ ଯୋଗୁ ସପ୍ତାହେ ହେଲା ଜଳଯୋଗାଣ ବ୍ୟାହତ

ଲୋଇସିଂହା,୧୫।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳିପାଲି ଗ୍ରାମରେ ଜଳଯୋଗାଣ ପ୍ରକଳ୍ପର ଷ୍ଟାଟର ଅଚଳ ହୋଇପଡିଛି। ଏହା ସଜଡ଼ା ଯାଉ ନାହିଁ। ଏଣୁ ସପ୍ତାହେ ହେଲା ଗ୍ରାମରେ ପାଇପ ଜଳ ଯୋଗାଣ ବନ୍ଦ ରହିଥିବାରୁ ଗ୍ରାମବାସୀ ପାଣି ପାଇଁ ହନ୍ତସନ୍ତ…

ମୁଗ, ଚିନାବାଦାମ ମଣ୍ଡି ଖୋଲାଯାଇ ନ ଥିବାରୁ ଅସନ୍ତୋଷ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଚଳିତ ବର୍ଷ ବାଦାମ ଓ ମୁଗ ମଣ୍ଡି ଖୋଲାଯାଇ ଚାଷୀଙ୍କଠାରୁ ଖରିଦ କରାଯିବ ବୋଲି ଗତ ମାସ ୨୯ରେ ତାରିଖ ଧାର୍ଯ୍ୟ କରାଯାଇଥିଲା। ସାଧାରଣ ନିର୍ବାଚନ ଭୋଟ ଗଣତି ଥିବାରୁ ଏବଂ ଆଚରଣ ବିଧି ଉଠି…

୨ ହସ୍ପିଟାଲ ମ୍ୟାନେଜରଙ୍କୁ କାରଣ ଦର୍ଶାଅ ନୋଟିସ

ନୟାଗଡ଼,୧୫।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡ, ସେଫ୍ଟିକ ୱାର୍ଡ, ମେଡିସିନ ୱାର୍ଡ, ଶିଶୁ ୱାର୍ଡ, ପୁରୁଣା ଆଉଟଡୋରରୁ ୬୦ରୁ ଊର୍ଦ୍ଧ୍ୱ ଏସି ଗାଏବ, ଖତ ଖାଉଛି ୧୫୦ରୁ ଊର୍ଦ୍ଧ୍ୱ ନୂଆ ଓ ପୁରୁଣା ବେଡ, ୨ ହସ୍ପିଟାଲ…

କାଳବୈଶାଖୀରେ ସ୍କୁଲ ଛପର ଉଡ଼ିଗଲା

ପାଟଣା,୧୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଛି। ଏଥିରେ ପାଟଣା ବ୍ଲକ୍‌ ଚିନାମାଳୀପଶି ହାଇସ୍କୁଲରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଛପର ଉଡିଯିବା ସହ ବହୁ ମୂଲ୍ୟବାନ ସାମଗ୍ରୀ ନଷ୍ଟ ହୋଇଯାଇଛି। ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?