ଆମ ଜିଲା ଖବର

ବୃକ୍ଷ ମହାଯଜ୍ଞ ଉଦ୍‌ଘାଟିତ: ବିଭିନ୍ନ କିସମର ଚାରାରୋପଣ କରି ଅତିଥି କହିଲେ ବୃକ୍ଷ ରହିଲେ ଆମେ…

ଦିଗପହଣ୍ଡି,୧୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ କଲେଜ ଛକ ନିକଟରେ ଥିବା ଥିବା ମା’ ଶ୍ୟାମଳାଇ ବଣିକ ସଂଘର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଗ୍ରାମରେ ବୃକ୍ଷ ମହାଯଜ୍ଞ ଆୟୋଜନ କରାଯାଇଥିଲା। ଗ୍ରାମରେ ବିଶାଳ ସଚେତନତା…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ସମୟରେ ଭାଜପା ଦେଇଥିବା ୩୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ପ୍ରତିଶ୍ରୁତିିକୁ ସେ ଉଦ୍‌ଘାଟନୀ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ ରବିବାର ପହଞ୍ଚିଛନ୍ତି।ସେ ଏଠି ଦୀର୍ଘ ଚାରି ମାସ ରହି ଚତୁର୍ମାସ୍ୟା ବ୍ରତ ପାଳନ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି। କିପରି ଯାତ୍ରାରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରାଯିବ, ଯାତ୍ରାରେ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରିବା,…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା କର୍ଶିଂ ଅଞ୍ଚଳର ସନ୍ତୋଷ ଆଳତିଆ। ପୋଲିସ ସନ୍ତୋଷଙ୍କ ନିକଟରୁ ୩୬ କେଜି ଗଞ୍ଜେଇ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ, ଜୀବିକାର ବିକାଶ ଏବଂ ନିରନ୍ତର ସମାଜସେବା…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା ଦେଖିବାକୁ ମିଳିଛି । ଉକ୍ତ କାର୍ଯ୍ୟାଳୟଟି ଦୀର୍ଘଦିନ ଧରି ଭଗ୍ନ ଓ ଅବ୍ୟବହୃତ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ ସହ ୨ ପୁଅଙ୍କ ମୃତ୍ୟୁ ଘଟିଛି। ମା’ ଏବଂ ଆଉ ଜଣେ ୧୦…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ କମିଟି ପକ୍ଷରୁ ରବିବାର ତାଙ୍କ ୧୦୧ତମ ଜନ୍ମଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ତାଙ୍କ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବିକ୍ରମ କିଶୋର ସାହୁଙ୍କ ଝିଅ କୋମଲ କିରଣ ସାହୁ(୨୦)। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?